ଜାତୀୟ

ସତରେ କ’ଣ ପରିବା ବିକୁଥିଲେ ଆଇଏଏସ୍‌: ଦେଲେ ସଫେଇ

ଲକ୍ଷ୍ନୌ,୨୬।୮: ଉତ୍ତରପ୍ରଦେଶର ଆଇଏଏସ ଅଧିକାରୀ ଅଖିଳେଶ ମିଶ୍ର ଏବେ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଅଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଏହି…

3 years ago

ବିମାନ ବନ୍ଦରରୁ ୨୫୦ କିଲୋଗ୍ରାମ୍‌ କାଲିଫୋର୍ନିୟମ୍‌ ଜବତ, ଦାମ ୪,୨୫୦ କୋଟି…

କୋଲକାତା,୨୬।୮: ପଶ୍ଚିମବଙ୍ଗର ନେତାଜୀ ସୁଭାଷ ଚନ୍ଦ୍ର ବୋଷ ଅନ୍ତର୍ଜାତୀୟ ବିମାନ ବନ୍ଦରରୁ ୨୫୦ କିଲୋଗ୍ରାମ୍‌ ରେଡ଼ିଓ ଆକ୍ଟିଭ୍‌ ଧାତୁ କାଲିଫୋର୍ନିୟମ୍‌ ଜବତ ହୋଇଛି। ସିଆଇଡି ପକ୍ଷରୁ ଚଢାଉ…

3 years ago

ରେଳଲାଇନ୍‌ରେ ବିଡ଼ା ବିଡ଼ା ଟଙ୍କା…

ଚେନ୍ନାଇ,୨୬।୮: ରେଳଲାଇନ୍‌ରେ ବିଡ଼ା ବିଡ଼ା ୫ ଶହ ଏବଂ ଦୁଇ ହଜାରେ ଟଙ୍କିଆ ନୋଟ୍‌ ବିଛାଡ଼ି ହୋଇ ପଡିଥିବାର ଦେଖି ପୋଲିସ ଆଶ୍ଚର୍ଯ୍ୟ ହୋଇଯାଇଥିଲା। ପରେ  ଜଣାପଡ଼ିଥିଲା…

3 years ago

ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ନୁହେଁ ବଳାତ୍କାର: ହାଇକୋର୍ଟ…

ରାୟପୁର,୨୬।୮: ଛତିଶଗଡ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। କୋର୍ଟ କହିଛନ୍ତି ଯେ, ସ୍ବାମୀ ସ୍ତ୍ରୀଙ୍କ ଇଛା ବିରୋଧରେ ଶାରୀରିକ ସମ୍ପର୍କ ସ୍ଥାପନ କଲେ ଏହାକୁ ବଳାତ୍କାର…

3 years ago

ଦେଶରେ କରୋନା ଟିକାକରଣ ୬୦ କୋଟି ଟପିଲା, ଏବେବି ପ୍ରତିଦିନ ଆବଶ୍ୟକ ୧ କୋଟି ଟିକା

ନୂଆଦିଲ୍ଲୀ,୨୬ ।୮: କରୋନାକୁ ହରାଇବାରେ ଦେଶ ତା’ର ଉଦ୍ୟମ ଜାରି ରଖିଛି । ଦେଶରେ ଦ୍ରୁତ ଗତିରେ ଚାଲୁଥିବା ଟିକାକରଣ ଏବେ ୬୦ କୋଟିରେ ପହଞ୍ଚିଛି ।…

3 years ago

ହିଣ୍ଡନ ଏୟାର ଫୋର୍ସ ଷ୍ଟେଶନରେ ପହଞ୍ଚିଲେ ୨୪ ଭାରତୀୟ

ନୂଆଦିଲ୍ଲୀ,୨୬ ।୮: ଆଫଗାନିସ୍ତାନ ତାଲିବାନ ହାତକୁ ଚାଲିଯିବା ପରେ ଏବେ ସେଠାରେ ଥିବା ଭାରତୀୟଙ୍କ ଘର ବାହୁଡା ଜାରି ରହିଛି । ଗୁରୁବାର ଆଫଗାନିସ୍ତାନରୁ ୨୪ ଭାରତୀୟ…

3 years ago

ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି ସରକାରୀ ବାବୁ ଛାନିଆ, ପ୍ରସ୍ତୁତ ହେବ ଖାମଖିଆଲି ଅଧିକାରୀଙ୍କ ତାଲିକା…

ନୂଆଦିଲ୍ଲୀ,୨୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୩୭ ତମ ପ୍ରଗତି(ପ୍ରୋଟେକ୍ଟିଭ୍‌ ଗଭର୍ନାସ୍‌ ଆଣ୍ଡ୍‌ ଟାଇମ୍‌ଲି ଇମ୍ପ୍ଲିମେଣ୍ଟେଶନ) ବୈଠକରେ ଯୋଗଦେଇ ସରକାରୀ ବାବୁଙ୍କ ଉପରେ ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ରାଗ ଦେଖି…

3 years ago

ଗୁରୁଙ୍କ ଶରଣରେ ତେଜ ପ୍ରତାପ

ପାଟନା,୨୬।୮: ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କ ବଡ଼ ପୁଅ ତଥା ଆରଜେଡି ନେତା ତେଜ ପ୍ରତାପ ନିଜ ଗୁରୁଙ୍କ ଶରଣରେ ପଶିଛନ୍ତି। ପାରିବାରିକ କଳହଠାରୁ…

3 years ago

ଆଫଗାନିସ୍ତାନ ପ୍ରସଙ୍ଗରେ ଦେଶ ଏକଜୁଟ, କଂଗ୍ରେସ କହିଲା ଆମେ ସରକାରଙ୍କ ସାଥିରେ ରହିଛୁ…

ନୂଆଦିଲ୍ଲୀ,୨୬।୮: ଆଫଗାନିସ୍ତାନ ପ୍ରସଙ୍ଗକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ପକ୍ଷରୁ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ପଡ଼ୋଶୀ ଦେଶରେ ଦେଖାଦେଇଥିବା ମାନବୀୟ ସଙ୍କଟ ସମୟରେ ଭାରତ…

3 years ago

ଦିନେ କମିଲେ ପୁଣି ବଢୁଛି…

ନୂଆଦିଲ୍ଲୀ,୨୬।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାର ନା ଧରୁନି । ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି।…

3 years ago