ଜାତୀୟ

କଂଗ୍ରେସର ଅଫିସିଆଲ ଟୁଇଟର ଆକାଉଣ୍ଟ ବନ୍ଦ

ନୂଆଦିଲ୍ଲୀ,୧୨।୮: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସମେତ ଅନ୍ୟ ବରିଷ୍ଠ ନେତାଙ୍କ ପରେ ଏବେ ଟୁଇଟର କଂଗ୍ରେସର ଅଫିସିଆଲ ଆକାଉଣ୍ଟକୁ ମଧ୍ୟ ବନ୍ଦ କରିଦେଇଛି। ଏନେଇ ଗୁରୁବାର…

3 years ago

ଏମିତି ରିପୋର୍ଟିଂ କଲେ କୁନି ଶିଶୁ, ଖୁସିରେ ଭିଡିଓ ଶେୟାର କଲେ ମୁଖ୍ୟମନ୍ତ୍ରୀ

ଇମ୍ଫାଲ,୧୨ା୮: ମଣିପୁରର ଜଣେ କୁନି ଶିଶୁଙ୍କ ଭିଡିଓ ଭାଇରାଲ ହେଉଛି। ଏହି ଶିଶୁ ଜଣକ ରିପୋର୍ଟିଂ କରୁଥିବା ଦେଖିବାକୁ ମିଳିଛି। ଭାଇରାଲ ଭିଡିଓରେ ମଣିପୁରର ମୁଖ୍ୟମନ୍ତ୍ରୀ ବୀରେନ…

3 years ago

ପାର୍ଲାମେଣ୍ଟ ପର୍ଯ୍ୟନ୍ତ ପଦଯାତ୍ରା କଲେ ବିରୋଧୀ, ଲୋକଙ୍କ କଣ୍ଠରୋଧ କରୁଛନ୍ତି ସରକାର, କହିଲେ ରାହୁଲ…

ନୂଆଦିଲ୍ଲୀ,୧୨।୮: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ଶେଷ ହୋଇଛି। ବର୍ତ୍ତମାନ ବିରୋଧୀ ଦଳମାନେ ପାର୍ଲାମେଣ୍ଟ ବାହାରେ ସରକାରଙ୍କୁ ଘେରି ରହିବାକୁ କରିଛନ୍ତି। ଗୁରୁବାର ଦିନ ବିରୋଧୀ ଦଳ ବିଜୟ…

3 years ago

ସ୍କୁଲ୍‌ ଖୋଲିବା ପରେ ପିଲାଙ୍କ ମଧ୍ୟରେ ବଢ଼ିଲା କରୋନା ସଂକ୍ରମଣ…

ନୂଆଦିଲ୍ଲୀ,୧୨।୮: ସ୍କୁଲ୍‌ ଖୋଲିବା ପରେ ଛୋଟ ପିଲାଙ୍କ ମଧ୍ୟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। କର୍ନାଟକ, ପଞ୍ଜାବ, ହରିୟାଣା,ହିମାଚଳପ୍ରଦେଶରେ ସ୍କୁଲ ପିଲା କରୋନାରେ ଆକ୍ରାନ୍ତ ହେବାରେ ଲାଗିଛନ୍ତି।…

3 years ago

୭ ଦିନରେ ୩୦୦ ଛୋଟ ପିଲା କରୋନାରେ ଆକ୍ରାନ୍ତ, ଚିନ୍ତାରେ ସରକାର…

ବେଙ୍ଗାଲୁରୁ,୧୨।୮: ଆମେରିକା ସମେତ ପୃଥିବୀର ବହୁ ଦେଶରେ କରୋନା ସଂକ୍ରମଣ ପୁଣିଥରେ ବିପଦ ସୃଷ୍ଟି କରିଛି। ବିଶେଷଜ୍ଞମାନେ ଏହାକୁ ତୃତୀୟ ଲହର ଭାବରେ ବିଚାର କରୁଛନ୍ତି। ଏପରିସ୍ଥଳେ…

3 years ago

ସୋନିଆଙ୍କ ଡିନର କୂଟନୀତି, ବିରୋଧୀ ନେତାଙ୍କୁ କରିବେ ନିମନ୍ତ୍ରଣ…

ନୂଆଦିଲ୍ଲୀ,୧୨।୮: ସଂସଦର ମୌସୁମୀ ଅଧିବେଶନ ହଟ୍ଟଗୋଳ ମଧ୍ୟରେ ଶେଷ ହେବା ପରେ ସୋନିଆ ଗାନ୍ଧୀ ବିରୋଧୀଙ୍କୁ ଏକଜୁଟ କରିବାକୁ ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ସୋନିଆ ବିରୋଧୀ…

3 years ago

ପ୍ରିୟା ରମାନୀଙ୍କୁ ହାଇକୋର୍ଟ ନୋଟିସ

ନୂଆଦିଲ୍ଲୀ, ୧୨।୮: ପୂର୍ବତନ କେନ୍ଦ୍ରମନ୍ତ୍ରୀ ଏମ୍‌.ଜେ. ଆକବରଙ୍କ ଏକ ଆବେଦନ ଉପରେ ଦିଲ୍ଲୀ ହାଇକୋର୍ଟ ବୁଧବାର ଖବରଦାତା ପ୍ରିୟା ରମାନୀଙ୍କୁ ନୋଟିସ ଜାରି କରିଛନ୍ତି। ଆକବରଙ୍କ ବିରୋଧରେ…

3 years ago

୪୦ ହଜାର ଟପିଲା ଦୈନିକ ସଂକ୍ରମଣ…

ନୂଆଦିଲ୍ଲୀ,୧୨।୮: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଗତ ୨୪…

3 years ago

ଇସ୍ରୋର ଜିସାଟ୍‌-୧ ସାଟେଲାଇଟ୍‌ ମିଶନ ଅସଫଳ,କକ୍ଷ ପଥରେ ହୋଇ ପାରିଲାନି ଅବସ୍ଥାପିତ…

ଶ୍ରୀହରିକୋଟା,୧୨।୮: ସ୍ବାଧୀନତା ଦିବସର ତିନି ଦିନ ପୂର୍ବରୁ ଭାରତ ଅତ୍ୟାଧୁନିକ ଉପଗ୍ରହ ଜିସାଟ୍‌-୧ର ଉତକ୍ଷେପଣ କରିବା ନେଇ ଉତ୍ସାହ ଦେଖାଦେଇଥିଲା। ଏହି ଉପଗ୍ରହ ଦେଶର ସୁରକ୍ଷା ଦୃଷ୍ଟିରୁ…

3 years ago

୫୦ ନାଗରିକଙ୍କୁ ଫେରାଇ ଆଣିଲା ଭାରତ

ନୂଆଦିଲ୍ଲୀ,୧୨।୮: ତାଲିବାନ ଏବଂ ସୈନ୍ୟବାହିନୀ ମଧ୍ୟରେ ସଂଘର୍ଷ ଯୋଗୁ ଆଫଗାନିସ୍ତାନ ସ୍ଥିତି ଦିନକୁ ଦିନ ଅଧିକରୁ ଅଧିକ ଖରାପ ଆଡ଼କୁ ଗତି କରୁଛି। ଭାରତ ସେଠାର ମଜାର-ଇ-ସରିଫ୍‌ରୁ…

3 years ago