ଜାତୀୟ

ଚମତ୍କାର ପ୍ରଦର୍ଶନ ସବୁବେେଳେ ମନେ ରହିବ

ନୂଆଦିଲ୍ଲୀ,୬।୮: ଟୋକିଓ ଅଲିମ୍ପିକ୍ସ ୨୦୨୦ର ମହିଳା ହକିରେ ବ୍ରୋଞ୍ଜ ପଦକ ପାଇଁ ଖେଳାଯାଇଥିବା ମ୍ୟାଚରେ ଭାରତ ନିରାଶ ହୋଇଛି। ଦଳ ବ୍ରିଟେନ ହାତରୁ ୪-୩ ମ୍ୟାଚ ହାରିଛି।…

3 years ago

କମୁଛି ସଂକ୍ରମଣ

ନୂଆଦିଲ୍ଲୀ,୬।୮: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଥମିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ସାରା ଦେଶରେ କରୋନା ସଂକ୍ରମଣ ୪୪,୬୪୩ଟି ମାମଲା…

3 years ago

ସତ ହୋଇଥିଲେ ସାଂଘାତିକ

ନୂଆଦିଲ୍ଲୀ, ୬।୮(ପି.ଟି.):ପେଗାସସ୍‌ ଗୁପ୍ତଚରଗିରି ସମ୍ପର୍କିତ ଗଣମାଧ୍ୟମ ରିପୋର୍ଟ ଯଦି ସତ ହୋଇଥାଏ ତେବେ ଏହା ସାଂଘାତିକ ଅଭିଯୋଗ ବୋଲି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି। ଇସ୍ରାଏଲି ସ୍ପାଏଓ୍ବେର ପେଗାସସ୍‌କୁ…

3 years ago

ଭାଜପାର ଉତ୍ସବ, ବିରୋଧୀଙ୍କ ବିକ୍ଷୋଭ

ଜମ୍ମୁ/ଶ୍ରୀନଗର,୬ା୮:୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନକାରୀ ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିଥିଲେ। ଗୁରୁବାର ଏହି ଐତିହାସିକ ପଦକ୍ଷେପକୁ ୨ ବର୍ଷ…

3 years ago

କ୍ୟାବ୍‌ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା: ଯୁବତୀ କହିଲେ ‘ଆତ୍ମସୁରକ୍ଷା ପାଇଁ ମାରିଛି’

ଲକ୍ଷ୍ନୌ,୫।୮: ଯୁକ୍ତିତର୍କ ପରେ କ୍ୟାବ ଡ୍ରାଇଭରଙ୍କୁ ୨୨ ଥର ଚାପୁଡ଼ା ମାରିଥିବା ଯୁବତୀଙ୍କୁ ଏବେ ମଧ୍ୟ ଗିରଫ କରିନାହିଁ ଲକ୍ଷ୍ନୌ ପୋଲିସ। ଯୁବତୀଙ୍କ ନାଁରେ ମାମଲା ରୁଜୁ…

3 years ago

କୋଭାକ୍ସିନର ଦୁଇ ଡୋଜ୍‌ ଟିକା ନେଇଥିବା ଜଣେ ବ୍ୟକ୍ତି କୋର୍ଟରେ ଦାଖଲ କଲେ ପିଟିଶନ, କାରଣ ଜାଣିଲେ…

ଥିରୁଭାନନ୍ତପୁରମ୍‌,୫ା୮: ଭାରତରେ ସର୍ବପ୍ରଥମ ସ୍ବଦେଶୀ ଟିକା କୋଭାକ୍ସିନ ଏବଂ କୋଭିଶିଲ୍ଡ ଟିକାକରଣ ଅଭିଯାନ ଆରମ୍ଭ ହୋଇଥିଲା। ଏହା ପରେ ରୁଷିଆର ଟିକା ମଧ୍ୟ ଦେଶରେ ଲଗାଗଲା। ଯଦିଓ…

3 years ago

ପୁଣି ମୋଦିଙ୍କୁ ଚିଠି ଲେଖିଲେ ଦିଦି

କୋଲକତା,୫।୮: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ କରୋନା ଟିକା ଅଭାବ ନେଇ ପୁଣି ଥରେ ଅଭିଯୋଗ କରିଛନ୍ତି। ଏହି ପରିପ୍ରେକ୍ଷୀରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ…

3 years ago

ଦେଶ ପାଇଁ ୫ ଅଗଷ୍ଟ ଶୁଭଦିନ: ଭାଜପା

ନୂଆଦିଲ୍ଲୀ,୫ ।୮: ଟୋକିଓ ଅଲିମ୍ପିକରେ ଭାରତୀୟ ପୁରୁଷ ହକି ଦଳ ବ୍ରୋଞ୍ଚ ପଦକ ଜିତି ଦେଶର ଗୌରବ ବୃଦ୍ଧି କରିଛନ୍ତି । ଦୀର୍ଘ ୪୧ ବର୍ଷ ପରେ…

3 years ago

ପର୍ବପର୍ବାଣୀ ସମୟରେ ବିନା ସଙ୍କୋଚରେ ରାଜ୍ୟ ସରକାର ଲଗାଇ ପାରିବେ ଲକଡାଉନ୍‌: କେନ୍ଦ୍ର

ନୂଆଦିଲ୍ଲୀ,୫ ।୮: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଏବେ କିଛି ରାଜ୍ୟରେ କମ୍ ହୋଇଥିବା ବେଳେ କିଛି ରାଜ୍ୟରେ କିନ୍ତୁ ପୁଣିଥରେ ଏହା ବୃଦ୍ଧି ପାଇବା ଦେଖାଦେଇଛି…

3 years ago

ବିଦେଶ ଯାଉଥିବା ଛାତ୍ରଙ୍କୁ ସାହାଯ୍ୟ କରିବେ ପୁନାୱାଲା

ନୂଆଦିଲ୍ଲୀ,୫ ।୮: ସିରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆର ସିଇଓ ଅଦାର ପୁନାୱାଲା ଗୁରୁବାର କହିଛନ୍ତି ବିଦେଶରେ ପାଠ ପଢିବା ପାଇଁ ଯାଉଥିବା ଛାତ୍ରଙ୍କୁ ସେ ସାହାଯ୍ୟ କରିବେ…

3 years ago