ଜାତୀୟ

ପୋଲିସ ଟ୍ରେନିଂ ସେଣ୍ଟରରେ କରୋନା

ରାୟପୁର,୧୬।୭: ଛତିଶଗଡ଼ ରାଜନାନ୍ଦଗାଓଁ ସ୍ଥିତ ପୋଲିସ ଟ୍ରେନିଂ ସେଣ୍ଟରରେ ବ୍ୟାପିଲା କରୋନା। ଏଠାରେ ୩୫ଜଣ ଯବାନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାପରେ ଉକ୍ତ ଅଞ୍ଚଳକୁ ଜିଲା…

3 years ago

ଟିଏମ୍‌ସିରେ ସାମିଲ ହୋଇପାରନ୍ତି ଶତ୍ରୁଘ୍ନ ସିହ୍ନା

କୋଲକାତା,୧୬।୭: ୟଶବନ୍ତ ସିହ୍ନାଙ୍କ ପରେ ଆଉ ଜଣେ ରାଷ୍ଟ୍ରୀୟ ନେତା ଶତ୍ରୁଘ୍ନ ସିହ୍ନା ଖୁବ୍‌ଶୀଘ୍ର କଂଗ୍ରେସର ହାତଛାଡ଼ି ତୃଣମୂଳ କଂଗ୍ରେସ(ଟିଏମ୍‌ସି)ରେ ସାମିଲ ହୋଇପାରନ୍ତି। ଶତ୍ରୁଘ୍ନଙ୍କ ସହ ଆଲୋଚନା…

3 years ago

ଗୁଜରାଟକୁ ମୋଦିଙ୍କ ଫାଇଭ୍ ଷ୍ଟାର ଗିପ୍ଟ

ନୂଆଦିଲ୍ଲୀ,୧୬ ।୭: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଭିଡିଓ କନଫରେନସିଂ ଜରିଆରେ ଗୁଜରାଟରେ କିଛି ପ୍ରୋଜେକ୍ଟର ଉଦ୍‌ଘାଟନ କରିଛନ୍ତି । ଏଥିରେ ଗାନ୍ଧିନଗରର ରେଲୱେ ଷ୍ଟେଶନ, ଏକ୍ୱେଟିକ…

3 years ago

ଆଫଗାନିସ୍ତାନରେ ଭାରତୀୟ ସାମ୍ବାଦିକଙ୍କୁ ହତ୍ୟା; ଜାଣନ୍ତୁ କିଏ ଥିଲେ ଦାନିଶ

ନୂଆଦିଲ୍ଲୀ,୧୬।୭: ପୁଲିଟର ପୁରସ୍କାର ବିଜେତା ଭାରତୀୟ ଫଟୋ ସାମ୍ବାଦିକ ଦାନିଶ ସିଦ୍ଦିକିଙ୍କୁ ଶୁକ୍ରବାର ଆଫଗାନିସ୍ତାନରେ ହତ୍ୟା କରାଯାଇଛି। ସେ କାନ୍ଦାହାରର ସ୍ପିନ୍‌ ବୋଲଡାକ ହିଂସାକାଣ୍ଡ ଘଟଣାର କଭରେଜ୍‌…

3 years ago

ଦିଲ୍ଲୀ ଗସ୍ତରେ କର୍ନାଟକ ମୁଖ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୬।୭: କର୍ନାଟକ ମୁଖ୍ୟମନ୍ତ୍ରୀ ବି.ଏସ୍‌ ୟେଦୁରପ୍ପାଙ୍କ ଦିଲ୍ଲୀ ଗସ୍ତ ପୁଣି ଥରେ ରାଜ୍ୟର ନେତୃତ୍ୱ ପରିବର୍ତ୍ତନକୁ ନେଇ ରହିଥିବା କଳ୍ପନା ଜଳ୍ପନାକୁ ଆହୁରି ବଢ଼ାଇଦେଇଛି। କାରଣ ଗତ…

3 years ago

ଅଗଷ୍ଟ ଶେଷ ବେଳକୁ ଆସିପାରେ କରୋନାର ତୃତୀୟ ଲହର: ଆଇସିଏମ୍‌ଆର୍‌

ନୂଆଦିଲ୍ଲୀ,୧୬ ।୭: ଦେଶରେ କରୋନା ମହାମାରୀର ଦ୍ୱିତୀୟ ଲହର ସରୁ ସରୁ ତୃତୀୟ ଲହର ଆରମ୍ଭ ହେବାର ଭୟ ଏବେ ସମସ୍ତଙ୍କୁ ଚିନ୍ତାରେ ପକାଇ ଦେଇଛି ।…

3 years ago

ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ୪-ଟି ମନ୍ତ୍ର ଦେଲେ ମୋଦି

ନୂଆଦିଲ୍ଲୀ,୧୬।୭: ଦେଶରେ କେତେକ ରାଜ୍ୟରେ ଲଗାତର ଭାବେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଉଛି। ଯାହାକୁ ନେଇ କେନ୍ଦ୍ର ସରକାର ଚିନ୍ତା ପ୍ରକଟ କରିଛନ୍ତି। ଇତିମଧ୍ୟରେ କରୋନା…

3 years ago

ଡରୁଥିବା ଲୋକେ ଭାଜପାରେ ଯୋଗ ଦିଅନ୍ତି:ରାହୁଲ

ନୂଆଦିଲ୍ଲୀ,୧୬ ।୭: କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଦଳ ଛାଡି ଚାଲିଯାଉଥିବା ନେତାଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି ଡରୁଥିବା ନେତା ଭାରତୀୟ ଜନତା…

3 years ago

‘ୟୁପି କେବଳ, ଦେଶରେ ନୁହେଁ ଅଷ୍ଟ୍ରେଲିଆରେ ହୋଇଛି ପ୍ରଶଂସିତ’

ଲକ୍ଷ୍ନୌ,୧୬।୭: ୨୦୨୨ରେ ଉତ୍ତରପ୍ରଦେଶରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବ। ଏହା ପୂର୍ବରୁ ଭାଜପା ନିଜର ମିଶନ ଆରମ୍ଭ କରିଦେଇଛି। ପ୍ରଧାନମନ୍ତ୍ରୀଙ୍କ ବାରଣାସୀ ଗସ୍ତ ପରେ ଭାଜପା ରାଷ୍ଟ୍ରୀୟ…

3 years ago

ଯୌତୁକରେ ବାଇକ୍‌ ନ ମିଳିବାରୁ ସ୍ତ୍ରୀଙ୍କୁ ଲଣ୍ଡା କଲେ ସ୍ବାମୀ

ବହରାଇଚ୍‌,୧୬।୭: କାହିଁ କେତେ କାଳରୁ ଯୌତୁକ ପ୍ରଥା ଚାଲିଆସିଛି। ଏହି କୁପ୍ରଥା ଯୋଗୁ ଅନେକ ଝିଅଙ୍କୁ ନିର୍ଯାତନା ସହ ଜୁଇର ନିଆଁରେ ଜଳୁଥିବାର ଦେଖିବାକୁ ମିଳେ। ଇତିମଧ୍ୟରେ…

3 years ago