ଜାତୀୟ

ଘୁଞ୍ଚିଲା ଏନ୍‌ଇଇଟି ପିଜି ପରୀକ୍ଷା

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏନ୍‌ଇଇଟି (ନ୍ୟାଶନାଲ ଏଲିଜିବଲ୍‌ କମ୍‌ ଏଣ୍ଟ୍ରାନ୍ସ ଟେଷ୍ଟ) ପିଜି ମେଡିକାଲ ପ୍ରବେଶିକା ପରୀକ୍ଷାକୁ ସ୍ଥଗିତ ରଖାଯାଇଛି। ଏହି ପରୀକ୍ଷା…

3 years ago

କୁମ୍ଭମେଳାରେ କରୋନା ବିସ୍ଫୋରଣ

ହରିଦ୍ୱାର,୧୫।୪: ହରିଦ୍ୱାର କୁମ୍ଭମେଳାରେ ୫ ଦିନରେ ୧୭୦୦ରୁ ଊର୍ଦ୍ଧ୍ୱ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ବିଶ୍ୱର ସର୍ବବୃହତ୍‌ ଧର୍ମୀୟ ସମାବେଶ ସଂକ୍ରମଣକୁ ଆହୁରି ବଢ଼ାଇପାରେ ବୋଲି ଆଶଙ୍କା…

3 years ago

ମହାରାଷ୍ଟ୍ରକୁ ଅକ୍ସିଜେନ ଯୋଗାଇଲେ ମୁକେଶ ଅମ୍ବାନୀ

ମୁମ୍ବାଇ, ୧୫ା୪- କରୋନା ସହ ଲଢ଼େଇରେ ମହାରାଷ୍ଟ୍ରକୁ ଅକ୍ସିଜେନ ଦରକାର ଥିବାବେଳେ ସାହାଯ୍ୟର ହାତ ବଢ଼ାଇଛନ୍ତି ମୁକେଶ ଅମ୍ବାନୀ। ରିଲାଏନ୍ସ ରିଫାଇନାରିରୁ ଉତ୍ପାଦିତ ଅକ୍ସଜେନକୁ ମହାରାଷ୍ଟ୍ରକୁ ଯୋଗାଇ…

3 years ago

ଥରକେ ହୋଇପାରିବ ନାହିଁ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ

ନୂଆଦିଲ୍ଲୀ, ୧୫ା୪- ପୂରା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ୁଥିବାବେଳେ ପଶ୍ଚିମବଙ୍ଗର ବଳକା ୪ ପର୍ଯ୍ୟାୟ ନିର୍ବାଚନ ଏକାଥରକେ କରାଯିବା ନେଇ ଆକଳନ…

3 years ago

୨ ବର୍ଷ ହେଲା ନାବାଳିକା ଝିଅକୁ ବଳାତ୍କାର କରୁଥିଲେ ବାପା

ଜୟପୁର, ୧୫ା୪- ୧୫ ବର୍ଷୀୟା ନାବାଳିକା ଝିଅକୁ ବଳାତ୍କାର କରିବା ଅଭିଯୋଗରେ ଜଣେ ବ୍ୟକ୍ତିକୁ ରାଜସ୍ଥାନର ଜୋଧପୁରରୁ ଗିରଫ କରାଯାଇଛି। କେବଳ ଏତିକି ନୁହେଁ, ଝିଅକୁ ବଳାତ୍କାର…

3 years ago

ସ୍ବାମୀଙ୍କ ଆତ୍ମହତ୍ୟାର ଭିଡିଓ କଲେ ପତ୍ନୀ

କୋଲକାତା, ୧୫ା୪- ସ୍ବାମୀଙ୍କୁ ଆତ୍ମହତ୍ୟା କରିବାକୁ ପ୍ରବର୍ତ୍ତାଇବା ପାଇଁ ପଶ୍ଚିମବଙ୍ଗରେ ଜଣେ ମହିଳାଙ୍କୁ ଗିରଫ କରାଯାଇଛି। ମାତ୍ର ୪ ମାସ ତଳେ ୨୨ ବର୍ଷୀୟା ଅଭିଯୁକ୍ତ ମହିଳାଙ୍କ…

3 years ago

ଝିଅକୁ ବଳାତ୍କାର କରିଥିବା ବ୍ୟକ୍ତିଙ୍କ ଏମିତି ପ୍ରତିଶୋଧ ନେଲେ ବାପା

ବିଶାଖାପାଟନମ,୧୫।୪: ଆନ୍ଧ୍ରପ୍ରଦେଶ ବିଶାଖାପାଟନମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ସହର ଉପକଣ୍ଠରେ ଥିବା ପେଣ୍ଡୁରଥୀ ମଣ୍ଡଳର ଜାଟଟାଠାରେ ଗୋଟିଏ ପରିବାରର ୬ ଜଣଙ୍କୁ ହତ୍ୟା କରାଯାଇଥିବା…

3 years ago

ଦ୍ୱିତୀୟ ଥର କରୋନା ଆକ୍ରାନ୍ତ ହେଲେ ମନ୍ତ୍ରୀ

ଥିରୁଭାନନ୍ତପୁରମ୍‌,୧୫।୪: ଗୋଟିଏ ଦିନରେ ଦୁଇ ଲକ୍ଷରୁ ଅଧିକ କରୋନା ମାମଲା ରେକର୍ଡ ହେବା ପରେ ଭାରତରେ ମୋଟ ସଂକ୍ରମଣ ଏକ କୋଟି ୪୦ ଲକ୍ଷ ୭୪ ହଜାର…

3 years ago

ସଡ଼କରେ ବୁଲୁଛନ୍ତି ଯମରାଜା-ଯମଦୂତ: କରୁଛନ୍ତି ବିକଟାଳ ଶବ୍ଦ….

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ସୃଷ୍ଟି ହୋଇଛି। ଦିଲ୍ଲୀ ସମେତ କେତେକ ରାଜ୍ୟରେ ସରକାରଙ୍କ ପକ୍ଷରୁ କଡ଼ାକଟକଣା ଜାରି କରାଯାଇଛି। ତେବେ କରୋନା…

3 years ago

ଏହି ରାଜ୍ୟରେ ଦଶମ, ଦ୍ୱାଦଶ ବୋର୍ଡ ପରୀକ୍ଷା ସ୍ଥଗିତ

ଲକ୍ଷ୍ନୌ,୧୫।୪: ଦେଶରେ କରୋନାର ଦ୍ୱିତୀୟ ଲହର ଜାରି ରହିଥିବା ବେଳେ ଏହା ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି। କରୋନା ଚେନ୍‌କୁ ଭାଙ୍ଗିବା ବିଭିନ୍ନ ରାଜ୍ୟର ସରକାର…

3 years ago