ଜାତୀୟ

ସୁପ୍ରିମ୍‌କୋର୍ଟର ଅଧା କର୍ମଚାରୀ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୧୨।୪: ସୁପ୍ରିମ୍‌କୋର୍ଟର ଅଧାରୁ ଅଧିକ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେମାନଙ୍କର ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। କୋର୍ଟର ଅଧିକାଂଶ କ୍ଲର୍କ ଏବଂ ତଳିଆ କର୍ମଚାରୀମାନେ…

3 years ago

କୁଚ୍‌ବିହାର କାଣ୍ଡ ପ୍ରାୟୋଜିତ ଗଣହତ୍ୟା: ମମତା

ସିଲିଗୁଡ଼ି/କୋଲକାତା, ୧୨।୪: କୁଚ୍‌ବିହାର ଗୁଳିକାଣ୍ଡ ଉଦ୍ଦେଶ୍ୟମୂଳକ ହତ୍ୟାକାଣ୍ଡ ବୋଲି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ରବିବାର କହିଛନ୍ତି। ନିର୍ବାଚନ କମିଶନ ସତ୍ୟକୁ ଚାପି ଦେଇଥିବା ଅଭିଯୋଗ କରି…

3 years ago

ୟୁଏଇ ହେଲିକପ୍ଟରର ଜରୁରୀ ଅବତରଣ

କୋଚି, ୧୨।୪: ୟୁଏଇର ଲୁଲୁ ଗ୍ରୁପ୍‌ ଅଧ୍ୟକ୍ଷ ଶିଳ୍ପପତି ଏମ୍‌.ଏ. ୟୁସୁଫ୍‌ ଅଲି, ତାଙ୍କ ସ୍ତ୍ରୀ ଓ ଅନ୍ୟ ୫ ଜଣଙ୍କୁ ଆଣି ଆସିଥିବା ଏକ ହେଲିକପ୍ଟର…

3 years ago

ସଂସ୍କୃତ ସହର ହେବ ବାରାଣସୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆସନ ବାରାଣସୀ ‘ସଂସ୍କୃତ ସହର’ ଭାବେ ପରିଚିତ ହେବ। ଏ ନେଇ ଉତ୍ତରପ୍ରଦେଶ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ବାରାଣସୀରେ ୧୧୦ରୁ ଊର୍ଦ୍ଧ୍ୱ…

3 years ago

୨ ଲକ୍ଷ ମୁହାଁ କରୋନା

ନୂଆଦିଲ୍ଲୀ,୧୨।୪: ଦେଶରେ କରୋନାର ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୨ ଲକ୍ଷ ମୁହାଁ ହେବାରେ ଲାଗିଛି। ଗତ ୨୪…

3 years ago

ଦିନ ମଜୁରିଆ ଲାଇବ୍ରେରୀ ପରିଚାଳକଙ୍କୁ ସୋସିଆଲ ମିଡିଆରୁ ମିଳିଲା ସହାୟତା

ମାଇସୁରୁ, ୧୧ା୪- ୬୨ ବର୍ଷୀୟ ଦିନ ମଜୁରିଆଙ୍କ ଦ୍ୱାରା ପରିଚାଳିତ ଲାଇବ୍ରେରୀରେ ଗତ ଶୁକ୍ରବାର କିଛି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିଲେ। ଲାଇବ୍ରେରୀରେ ୧୧ ହଜାରରୁ ଊର୍ଦ୍ଧ୍ୱ…

3 years ago

ହସ୍ପିଟାଲ ବେଡ୍‌ ପାଇଁ ରୋଗୀଙ୍କୁ ହତ୍ୟା

ଶାହଜାହାନପୁର,୧୧।୪: ଉତ୍ତରପ୍ରଦେଶର ଶାହଜାହାନପୁର ଜିଲା ହସ୍ପିଟାଲରେ ଶଯ୍ୟାକୁ ନେଇ ବିବାଦ ପରେ ଜଣେ ରୋଗୀ ଅନ୍ୟ ଜଣଙ୍କୁ ହତ୍ୟା କରିଛନ୍ତି। ଉକ୍ତ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ହଂସରାଜଙ୍କୁ…

3 years ago

ଓ୍ବାଜେଙ୍କ ସହଯୋଗୀ ପୋଲିସ ଇନ୍ସପେକ୍ଟର ରିୟାଜ ଗିରଫ

ମୁମ୍ବାଇ, ୧୧।୪: ମୁକେଶ ଅମ୍ବାନୀଙ୍କ ବାସଭବନ ଆଣ୍ଟିଲିଆ ନିକଟରୁ ବିସ୍ଫୋରକ ଭର୍ତ୍ତି କାର ଜବତ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା (ଏନ୍‌ଆଇଏ) ରବିବାର ନିଲମ୍ବିତ ପୋଲିସ ଅଧିକାରୀ…

3 years ago

ଭାରତରେ ପ୍ରସ୍ତୁତ ମେଡିସିନର ରପ୍ତାନୀ ଉପରେ ଲାଗିଲା ପ୍ରତିବନ୍ଧକ

ନୂଆଦିଲ୍ଲୀ, ୧୧ା୪- ଦେଶରେ ହୁ ହୁ ହୋଇ ବଢ଼ୁଥିବା କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ରେମଡେସିଭିର ଇଞ୍ଜେକଶନର ରପ୍ତାନୀ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି। ସରକାରଙ୍କ…

3 years ago

ନୋଏଡ଼ା ଅଗ୍ନିକାଣ୍ଡ: ୨ ଶିଶୁ ଜୀବନ୍ତ ଦଗ୍ଧ

ନୂଆଦିଲ୍ଲୀ, ୧୧ା୪- ନୋଏଡାର ସେକ୍ଟର ୬୩ରେ ରବିବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଏହି ଘଟଣାରେ ୩ ବର୍ଷର ୨ ଜଣ ଶିଶୁଙ୍କ ମୃତ୍ୟୁ ଘଟିଥିବା ପୋଲିସ…

3 years ago