ଜାତୀୟ

ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ

ଶ୍ରୀନଗର, ୮।୪: ଜମ୍ମୁ-କଶ୍ମୀରର ଶୋପିଆନ ଜିଲାରେ ଗୁରୁବାର ସୁରକ୍ଷା ବଳ ସହ ଗୁଳି ବିନିମୟ ବେଳେ ୩ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଶୋପିଆନ ସହରର ଜନ…

3 years ago

ଭାରତୀୟ ସେନା ଅଧିକାରୀଙ୍କ ନାମରେ ୨ ଗିନିଜ୍‌ ଓ୍ବାଲର୍‌ଡ ରେକର୍ଡ

ନୂଆଦିଲ୍ଲୀ, ୮।୪ : ଭାରତୀୟ ସେନା ଲ୍ୟୁଟନାଣ୍ଟ କର୍ନଲ ଭରତ ପନ୍ନୁ ଏକାକି ସାଇକେଲ ଚାଳନାରେ ଦୁଇଟି ଗିନିଜ ଓ୍ବାଲର୍‌ଡ ରେକର୍ଡର ଅଧିକାରୀ ହୋଇଛନ୍ତି। ଗତ ବର୍ଷ…

3 years ago

ମୁଖ୍ୟମନ୍ତ୍ରୀ କରୋନା ଆକ୍ରାନ୍ତ: ମାର୍ଚ୍ଚ ୩ରେ ନେଇଥିଲେ ପ୍ରଥମ ଟିକା

ଥିରୁବନନ୍ତପୁରମ୍‌, ୮।୪: କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏ ନେଇ ନିଜେ ମୁଖ୍ୟମନ୍ତ୍ରୀ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ବର୍ତ୍ତମାନ ତାଙ୍କର…

3 years ago

୨ ହାତ ବାନ୍ଧି ରାକେଶ୍ୱରଙ୍କୁ ପ୍ରଜାକୋର୍ଟରେ ହାଜର କରିଥିଲେ ମାଓବାଦୀ

ନୂଆଦିଲ୍ଲୀ,୮।୪: କୋବ୍ରା ବାଟାଲିୟନର କମାଣ୍ଡୋ ରାକେଶ୍ୱର ସିଂ ମାନହାସଙ୍କୁ ଛାଡିବା ପୂର୍ବରୁ ମାଓବାଦୀମାନେ ଜଙ୍ଗଲ ନିକଟସ୍ଥ ଗାଁରେ ପ୍ରଜାକୋର୍ଟ କରିଥିଲେ। ପ୍ରଜାକୋର୍ଟରେ ମାଓବାଦୀମାନେ ରାକେଶ୍ୱରଙ୍କୁ ଦୁଇ ହାତ…

3 years ago

ମୁକୁଳିଲେ ଅପହୃତ କମାଣ୍ଡୋ

ନୂଆଦିଲ୍ଲୀ, ୮ା୪- ମାଓବାଦୀଙ୍କ କବଳରୁ ମୁକୁଳିଲେ ଅପହୃତ ଯବାନ। ସିଆରପିଏଫ୍‌ର କୋବ୍ରା ବାଟାଲିୟନର କମାଣ୍ଡୋ ରାକେଶ୍ୱର ସିଂ ମାନ୍‌ହାସଙ୍କୁ ୧୦୦ରୁ ଅଧିକ ଘଣ୍ଟା ପରେ ମୁକ୍ତ କରିଛନ୍ତି…

3 years ago

୯ମ ରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ବାତିଲ

ମୁମ୍ବାଇ,୮।୪: ମହାରାଷ୍ଟ୍ରରେ କରୋନା ସ୍ଥିତି ସଙ୍ଗୀନ ହୋଇପଡିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୯ମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପରୀକ୍ଷା ବାତିଲ ଘୋଷଣା କରିଛନ୍ତି। ଫଳରେ…

3 years ago

ମୋଦି ଡାକିଥିବା ମୁଖ୍ୟମନ୍ତ୍ରୀମାନଙ୍କ ବୈଠକରେ ଯୋଗଦେବେ ନାହିଁ ମମତା

କୋଲକତା,୮।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଗୁରୁବାର ଡକାଯାଇଥିବା ଏକ ଡିଜିଟାଲ ବୈଠକରେ ଯୋଗଦେବେ ନାହିଁ। ରାଜ୍ୟ ସରକାର ସୂତ୍ର ଗୁରୁବାର…

3 years ago

କରୋନା ରୋଗୀଙ୍କ ଅନ୍ତିମ ସଂସ୍କାର ପାଇଁ ଘଣ୍ଟା ଘଣ୍ଟା କରିବାକୁ ପଡ଼ୁଛି ଅପେକ୍ଷା

ଲକ୍ଷ୍ନୌ, ୮।୪: ଉତ୍ତରପ୍ରଦେଶରେ ବଢୁଥିବା କରୋନା ମାମଲା ଚିନ୍ତାର କାରଣ ପାଲଟିଛି। ସଂକ୍ରମଣର ରୋକିବା ପାଇଁ ସରକାର ସମସ୍ତ ପ୍ରକାର ଉଦ୍ୟମ କରୁଛନ୍ତି। ଯେଉଁ ଜିଲା ଗୁଡିକରେ…

3 years ago

ଅନ୍‌ଲାଇନ୍‌ରେ ବୋର୍ଡ ପରୀକ୍ଷା: ୧ ଲକ୍ଷରୁ ଅଧିକ ଛାତ୍ରୀଛାତ୍ର କଲେ ହସ୍ତାକ୍ଷର

ନୂଆଦିଲ୍ଲୀ,୮।୪: ସିବିଏସ୍‌ଇର ଦଶମ ଏବଂ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ଆଉ ୩ ସପ୍ତାହ ସମୟ ରହିଛି। ଏହା ମେ ୪ରେ ଆରମ୍ଭ ହେବ। ଏପରିସ୍ଥଳେ…

3 years ago

ଭାଜପା ଶାସିତ ରାଜ୍ୟକୁ ମିଳୁଛି ଅଧିକ ଡୋଜ୍‌ : ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅଭିଯୋଗ

ମୁମ୍ବାଇ,୮।୪: କେନ୍ଦ୍ର ସରକାର କରୋନା ଟିକା ଯୋଗାଣରେ ଭେଦଭାବ କରୁଛନ୍ତି। ଭାଜପା ଶାସିତ ରାଜ୍ୟଗୁଡ଼ିକୁ ଅଧିକ ସଂଖ୍ୟକ ଡୋଜ୍‌ ଯୋଗାଇ ଦିଆଯାଉଥିବାବେଳେ ଅଣ-ଭାଜପା ଶାସିତ ରାଜ୍ୟ ପ୍ରତି…

3 years ago