ଜାତୀୟ

ପୁଣି ଡରାଇଲାଣି କରୋନା: ଦିନକରେ ୫୬ହଜାରରୁ ଅଧିକ ସଂକ୍ରମିତ,୨୭୧ ମୃତ

ନୂଆଦିଲ୍ଲୀ,୩୦।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି।…

3 years ago

ଫାରୁଖ ଅବଦୁଲ୍ଲା କରୋନା ସଂକ୍ରମିତ: ପୂରା ପରିବାର ଏବେ କ୍ୱାରାଣ୍ଟାଇନରେ

ନୂଆଦିଲ୍ଲୀ,୩୦।୩: ନ୍ୟାଶ୍‌ନାଲ କନଫରେନ୍ସ ଅଧ୍ୟକ୍ଷ ଫାରୁକ ଅବଦୁଲ୍ଲା କରୋନା ସଂକ୍ରମିତ ହୋଇଥିବା ଜଣାପଡିଛି। ପୁଅ ଓମାର ଅବଦୁଲ୍ଲା ଟୁଇଟ କରି ଏ ବିଷୟରେ ସୂଚନା ଦେଇଛନ୍ତି। ସେ…

3 years ago

ହୋଲି ପାଳନକୁ ବିରୋଧ କରିବାରୁ ମହିଳାଙ୍କୁ ହତ୍ୟା

ଲକ୍ଷ୍ନୌ,୨୯।୩ : ଉତ୍ତର ପ୍ରଦେଶର ଏଟାଓ୍ବା ଜିଲାର ମେବତି ତୋଲା ଅଞ୍ଚଳରେ ହୋଲି ପାଳନକୁ ବିରୋଧ କରିବାରୁ ଜଣେ ମହିଳାଙ୍କୁ ପିଟିପିଟି ହତ୍ୟା କରାଯାଇଛି। ଏହି ଆକ୍ରମଣରେ…

3 years ago

ଖେଳୁ ଖେଳୁ ଫାଶିରେ ଝୁଲି ପଡ଼ିଲା ୯ ବର୍ଷୀୟା ଝିଅ

ହାଇଦ୍ରାବାଦ,୨୯।୩ : ଗତ ସପ୍ତାହରେ ୯ ବର୍ଷୀୟା ଝିଅର ଝୁଲନ୍ତା ମୃତଦେହ ଉଦ୍ଧାର କରିଥିଲା ହାଇଦ୍ରାବାଦ୍‌ ପୋଲିସ। ଏହି ସନ୍ଦେହଜନକ ମୃତ୍ୟୁ ମାମଲାର ପୋଲିସ ତନାଘନା କରୁଛି।…

3 years ago

ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ: ପିଏସ୍‌ଓ ଶହୀଦ୍‌, ଜଣେ କାଉନସିଲରଙ୍କ ମୃତ୍ୟୁ

ଶ୍ରୀନଗର,୨୯।୩: ଜମ୍ମୁ-କଶ୍ମୀରର ସୋପୋରରେ ବିଡ଼ିସି ବୈଠକରେ ଆତଙ୍କବାଦୀ ଆକ୍ରମଣ ହୋଇଛି। ଏଥିରେ ଜଣେ ପିଏସ୍‌ଓ ଶହୀଦ ହୋଇଥିବାବେଳେ ଜଣେ କାଉସିଲରଙ୍କର ମୃତ୍ୟୁ ଘଟିଛି। ପିଏସ୍‌ଓଙ୍କ ନାମ ମୁସ୍ତାକ…

3 years ago

ସି-୬୦ କମାଣ୍ଡୋଙ୍କୁ ସଫଳତା: ଗଡ଼ିଲା ୫ ମାଓବାଦୀଙ୍କ ମୁଣ୍ଡ

ଗଡ଼ଚିରୋଲି,୨୯।୩: ମହାରାଷ୍ଟ୍ରର ଗଡ଼ଚିରୋଲି ଜିଲାର ଖେଡ଼ା ଅଞ୍ଚଳରେ ସି-୬୦ କମାଣ୍ଡୋଙ୍କୁ ସର୍ଚ୍ଚ ଅପରେଶନ୍‌ରେ ବଡ଼ ସଫଳତା ମିଳିଛି। ସ୍ଥାନୀୟ ଖୋବ୍ରା ମେଢ଼ା ଜଙ୍ଗଲରେ ମାଓବାଦୀମାନେ ସି-୬୦ କମାଣ୍ଡୋଙ୍କ…

3 years ago

ସ୍କୁଟିରେ ମିନି ସ୍କୁଲ

ସାଗର,୨୯।୩: କରୋନା ସଂକ୍ରମଣ ଯୋଗୁ ଦେଶର ବହୁ ଅଞ୍ଚଳରେ ସ୍କୁଲ କଲେଜ ବନ୍ଦ ରହିଛି। ଏପରିସ୍ଥଳେ ଅନ୍‌ଲାଇନ୍‌ରେ ପାଠପଢ଼ା ଜାରି ରହିଛି। ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇବା ପାଇଁ…

3 years ago

କ୍ଷମତା ଦଖଲ ଲକ୍ଷ୍ୟ: ହ୍ବିଲ୍‌ଚେୟାରରେ ବସି ପ୍ରଚାର କଲେ ମମତା

କୋଲକାତା,୨୯।୩: ପଶ୍ଚିମବଙ୍ଗରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ମତଦାନ ଏପ୍ରିଲ୍‌ ୧ରେ କରାଯିବ। ଭାଜପା ରାଜ୍ୟରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସରକାରଙ୍କ ହଟାଇବା ଲାଗି ପ୍ରୟାସ…

3 years ago

ଶରଦ ପଓ୍ବାର ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୨୯।୩: ଏନ୍‌ସିପି ଅଧ୍ୟକ୍ଷ ଶରଦ ପଓ୍ବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କ ପେଟରେ ଯନ୍ତ୍ରଣା ହେବାରୁ ଚିକିତ୍ସା ଲାଗି ତାଙ୍କୁ ବ୍ରିଚ୍‌ କ୍ୟାଣ୍ଡି ହସ୍ପିଟାଲ ନିଆଯାଇଛି। ସେଠାର…

3 years ago

ଲକ୍ଷେ ମୁହାଁ କରୋନା: ଗୋଟିଏ ଦିନରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୬୮ ହଜାର ଟପିଲା

ନୂଆଦିଲ୍ଲୀ,୨୯।୩: ଦେଶରେ କରୋନାର ସଂକ୍ରମଣର ଦ୍ୱିତୀୟ ଲହର ଜାରି ରହିଛି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ିବାରେ ଲାଗିଛି। ଏବେ ଦେଶରେ ନୂଆ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ…

3 years ago