ଜାତୀୟ

ଭାରତ ଗସ୍ତରେ ଆମେରିକାର ପ୍ରତିରକ୍ଷା ସଚିବ

ୱାଶିଂଟନ/ନୂଆଦିଲ୍ଲୀ,୧୯।୩: ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଜେ ଅଷ୍ଟିନ ୩ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶନିବାର ଅଷ୍ଟିନ…

4 years ago

ଭୋଜିରେ ଛେପ ଲଗାଇ ରୁଟି ଦେଉଥିଲେ, ଗିରଫ ଯୁବକଙ୍କ ନାମରେ ଲାଗିଲା ଏନ୍‌ଏସ୍‌ଏ

ମିରଟ,୧୯ା୩: ଗତ ଫେବୃୟାରୀରେ ଉତ୍ତରପ୍ରଦେଶ ମିରଟରେ ଏକ ବିବାହ ଉତ୍ସବରେ ରୁଟିରେ ଛେପ ପକାଇ ଲୋକଙ୍କୁ ଖାଇବାକୁ ଦେଉଥିବା ଏକ ଭିଡିଓ ସାମ୍ନାକୁ ଆସିଥିଲା। ଅଭିଯୋଗ ପରେ…

4 years ago

ପଶ୍ଚିମବଙ୍ଗକୁ ଦୁର୍ଯ୍ୟୋଧନ, ଦୁଃଶାସନ ଦରକାର ନାହାନ୍ତି

ନୂଆଦିଲ୍ଲୀ,୧୯।୩ : ପଶ୍ଚିମବଙ୍ଗକୁ ଦୁର୍ଯ୍ୟଧନ, ଦୁଶାସନ ଦରକାର ନାହାନ୍ତି। ଏଭଳି କହି ଭାଜପାର ନେତୃତ୍ୱକୁ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୂର୍ବ ମେଦିନିପୁରର ଇଗ୍ରାଠାରେ…

4 years ago

ମାର୍ଚ୍ଚ ୩୧ ଯାଏ ସ୍କୁଲ-କଲେଜ ବନ୍ଦ

ଚଣ୍ଡିଗଡ଼,୧୯।୩: ପୁଣି ଥରେ ଚିନ୍ତା ବଢ଼ାଇଲାଣି କରୋନା ସଂକ୍ରମଣ। ଦେଶର ୬ଟି ରାଜ୍ୟରେ ଦ୍ରୁତଗତିରେ ମାମଲା ବଢ଼ୁଥିବା ନଜର ଆସୁଥିବା ବେଳେ ସେଥିରେ ପଞ୍ଜାବ ରହିଛି। ବିଶେଷକରି…

4 years ago

ମୋଦିଙ୍କ ମୁହଁ ଦେଖିବାକୁ ଚାହୁଁନାହିଁ: ମମତା ବାନାର୍ଜୀ

କୋଲକାତା,୧୯।୩: ପଶ୍ଚିମବଙ୍ଗରେ ପ୍ରଥମ ପର୍ଯ୍ୟାାୟ ନିର୍ବାଚନ ପାଇଁ ତାରିଖ ଯେତିକି ପାଖେଇ ଆସୁଛି, ରାଜନୈତିକ ଦଳଗୁଡ଼ିକ ମଧ୍ୟରେ ବାକ୍‌ବିତଣ୍ଡା ବଢ଼ିବାରେ ଲାଗିଛି। ଶୁକ୍ରବାର ପୁଣି ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

4 years ago

ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି: ପାଓ୍ବାରଙ୍କୁ ଭେଟିଲେ ଅନିଲ ଦେଶମୁଖ

ନୂଆଦିଲ୍ଲୀ,୧୯।୩: ଆଣ୍ଟିଲିଆ ମାମଲା ପରେ ମହାରାଷ୍ଟ୍ରରେ ରାଜନୈତିକ ଅସ୍ଥିରତା ଜାରି ରହିଛି। ରାଷ୍ଟ୍ରବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଶରଦ ପାୱାର ଏବଂ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ…

4 years ago

୪ ବର୍ଷ ପୂରଣ କରି ରେକର୍ଡ କଲେ ଯୋଗୀ ସରକାର

ଲକ୍ଷ୍ନୌ,୧୯।୩: ଉତ୍ତରପ୍ରଦେଶରେ ଯୋଗୀ ଆଦିତ୍ୟନାଥଙ୍କ ନେତୃତ୍ୱରେ ଭାଜପା ସରକାର ୪ ବର୍ଷ ପୂରଣ କରିଛନ୍ତି। ମାର୍ଚ୍ଚ ୧୯, ୨୦୧୭ରେ ଗୋରଖପୁର ଲୋକ ସଭା ନିର୍ବାଚନମଣ୍ଡଳୀର ତତ୍କାଳୀନ ଏମ୍‌ପି…

4 years ago

ମାର୍ଚ୍ଚ ୨୧ରେ ଭାଜପାର ଘୋଷଣାପତ୍ର

ନୂଆଦିଲ୍ଲୀ,୧୯।୩: ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ମାର୍ଚ୍ଚ ୨୧ରେ ଘୋଷଣାପତ୍ର ଜାରି କରିବ। କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଉପସ୍ଥିତିରେ ଭାଜପା ଘୋଷଣା ପତ୍ର ଜାରି…

4 years ago

ଟିକେଟ୍‌ ଦେବା ସତ୍ତ୍ୱେ ଭାଜପାରେ ମିଶିବାକୁ ମନା କଲେ ତୃଣମୂଳ କଂଗ୍ରେସ ନେତ୍ରୀ

କୋଲକାତା,୧୯।୩: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ୨୦୨୧ ପାଇଁ ପ୍ରାର୍ଥୀ ଚୟନ ଚାଲିଛି। ଏବେ ଦଳଳେ ମିଶି ନ ଥିବା ଦୁଇ ପ୍ରାର୍ଥୀଙ୍କୁ ଟିକେଟ୍‌ ଦେଇ ଚର୍ଚ୍ଚାକୁ ଆସିଛି…

4 years ago

ସ୍ତ୍ରୀଙ୍କ ପାଇଁ ନିର୍ବାଚନ ପୋଷ୍ଟର ଲଗାଉଥିଲେ ସ୍ବାମୀ, ଚାଲିଗଲା ଜୀବନ

ଲକ୍ଷ୍ନୌ,୧୯।୩: ଉତ୍ତରପ୍ରଦେଶର ହରଦୋଇ ଜିଲାର ଗ୍ରାମୀଣ ଅଞ୍ଚଳରେ ପଞ୍ଚାୟତ ନିର୍ବାଚନକୁ ନେଇ ଏକ ଦୁଃଖଦ ଘଟଣା ଘଟିଛି। ସରପଞ୍ଚ ପଦବୀରେ ଠିଆ ହୋଇଥିବା ଆଶାୟୀ ପ୍ରାର୍ଥୀଙ୍କ ସ୍ବାମୀଙ୍କର…

4 years ago