ଜାତୀୟ

କୋବ୍ରା ପାଇଁ ରାସ୍ତା ଜାମ

ବାଙ୍ଗାଲୋର, ୧୨।୨: ଦୁର୍ଘଟଣା କାରଣରୁ ଆମ ଦେଶରେ ଟ୍ରାଫିକ ସମସ୍ୟା ଦେଖାଦେବା ସାଧାରଣ କଥା। କିନ୍ତୁ କର୍ନାଟକର ଉଡୁପି ଅଞ୍ଚଳରେ ଏକ ଭିନ୍ନ କାରଣରୁ   ଧରି ରାସ୍ତାରେ…

4 years ago

୭ ମହାପଞ୍ଚାୟତରେ ଯୋଗଦେବେ ରାକେଶ ଟିକାଏତ୍‌

ଗାଜିଆବାଦ୍‌, ୧୨।୨: ଭାରତୀୟ କିଷାନ ୟୁନିୟନ ନେତା ରାକେଶ ଟିକାଏତ୍‌ ହରିୟାଣା, ମହାରାଷ୍ଟ୍ର ଓ ରାଜସ୍ଥାନରେ ଚାଲିଥିବା ୭ଟି କୃଷକଙ୍କ ବୈଠକରେ ଯୋଗଦେବେ।  ଏହି ମହାପଞ୍ଚାୟତ ଆସନ୍ତା…

4 years ago

କର୍ପୋରେଟରଙ୍କ ଉପରେ ବାରମ୍ବାର ଗାଡ଼ି ଚଢ଼ାଇ ହତ୍ୟା କଲେ ଦୁର୍ବୃତ୍ତ, ଭିଡିଓ ଭାଇରାଲ

ଇଷ୍ଟ ଗୋଦାବରୀ, ୧୨।୨- ଆନ୍ଧ୍ର ପ୍ରଦେଶର କାକିନାଡାଠାରେ କର୍ପୋରେଟରଙ୍କୁ ଗୁରୁବାର ରାତିରେ ବିଭତ୍ସ ହତ୍ୟା କରିଛନ୍ତି  ଦୁର୍ବୃତ୍ତ। କର୍ପୋରେଟର ଜଣଙ୍କ ହେଲେ କାମ୍‌ପାରା ରମେଶ। ବିଳମ୍ବିତ ରାତିରେ…

4 years ago

ବାଣ କାରଖାନାରେ ଅଗ୍ନିକାଣ୍ଡ: ୧୧ ମୃତ

ଚେନ୍ନାଇ,୧୨।୨: ତାମିଲନାଡୁ ବିରୁଧନଗର ସ୍ଥିତ ଏକ ବାଣ କାରଖାନାରେ ଶୁକ୍ରବାର ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୧ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୪ରୁ ଅଧିକ ଆହତ ହୋଇଥିବା…

4 years ago

ତାମିଲନାଡୁ ବାଣ କାରଖାନାରେ ଭୟଙ୍କର ଅଗ୍ନିକାଣ୍ଡ

ବିରୁଧନଗର,୧୨ ।୨: ତାମିଲନାଡୁର ବିରୁଧନଗରରେ ଥିବା ଏକ ବାଣ କାରଖାନାରେ ଶୁକ୍ରବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି । ଏଥିରେ ଏପର୍ଯ୍ୟନ୍ତ ୬ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା…

4 years ago

ଜ୍ୱାଇଁ ସମସ୍ତଙ୍କ ଘରେ ଅଛନ୍ତି, ହେଲେ କଂଗ୍ରେସରେ ଏହା ଏକ ବିଶେଷ ନାମ: ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୨ ।୨: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ଶୁକ୍ରବାର ରାଜ୍ୟ ସଭାରେ ବଜେଟକୁ ନେଇ ହେଉଥିବା ଚର୍ଚ୍ଚାର ଉତ୍ତର ଦେବାକୁ ଯାଇ କଂଗ୍ରେସକୁ ଟାର୍ଗେଟ କରିଛନ୍ତି । ଏଥିପାଇଁ…

4 years ago

ବିଧାନସଭା ନିର୍ବାଚନ ପୂର୍ବରୁ ମମତାଙ୍କୁ ଆଉ ଏକ ଝଟ୍‌କା

କୋଲକାତା,୧୨ ।୨: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଶୁକ୍ରବାର ଲାଗିଛି ଆଉ ଏକ ଧକ୍କା । ତ୍ରୁଣମୂଳ କଂଗ୍ରେସ(ଟିଏମ୍‌ସି) ନେତା ତଥା ଏମ୍‌ପି…

4 years ago

କେନ୍ଦ୍ର ସରକାର-ଟୁଇଟରକୁ ସୁପ୍ରିମକୋର୍ଟଙ୍କ ନୋଟିସ

ନୂଆଦିଲ୍ଲୀ,୧୨ ।୨: କେନ୍ଦ୍ର ସରକାର ଓ ଟୁଇଟରକୁ ସୁପ୍ରିମକୋର୍ଟ ଶୁକ୍ରବାର ଏକ ଜନହିତକର ଆବେଦନର ଶୁଣାଣି ସମୟରେ ନୋଟିସ ଜାରି କରିଛନ୍ତି । ସୁପ୍ରିମକୋର୍ଟ କେନ୍ଦ୍ର, ଟୁଇଟର…

4 years ago

ଗୁଗଲ୍‌ ସିଇଓଙ୍କ ସମେତ ୧୮ ନାଁରେ ମାମଲା ରୁଜୁ

ବାରାଣସୀ,୧୨।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ ନିର୍ବାଚନମଣ୍ଡଳୀ ବାରାଣସୀର ଭେଲୁପୁର ପୋଲିସ ଷ୍ଟେଶନରେ ଏକ ଏଫଆଇଆର ମାମଲା ରୁଜୁ ହୋଇଛି। ଆଇଟି ଆକ୍ଟ ଅଧୀନରେ ଏହି ଏଫ୍‌ଆଇଆର୍‌…

4 years ago

ରାମ ମନ୍ଦିର ନିର୍ମାଣ : ଗୋଟିଏ ମାସରେ ଟ୍ରଷ୍ଟର ଖାତାକୁ ଆସିଲାଣି ୧ହଜାର କୋଟି ଟଙ୍କା

ଲକ୍ଷ୍ନୌ,୧୨ ।୨: ଅଯୋଧ୍ୟାରେ ରାମ ମନ୍ଦିର ନିର୍ମାଣ ପାଇଁ ପାଣ୍ଠି ଏକାଠି କରିବା କାର୍ଯ୍ୟ ଯୋରସୋରରେ ଚାଲିଛି । ସାରା ଦେଶରେ ପାଖାପାଖି ଦେଢ ଲକ୍ଷ ଟୋଲି…

4 years ago