Advertisement

ଜାତୀୟ

ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦିପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି

ପଡୋଶୀ ଦେଶରେ ଭୟଙ୍କର ଭୂମିକମ୍ପ: ସାହାଯ୍ୟର ହାତ ବଢ଼ିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୮ା୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ମିଆଁମାର ଏବଂ ଥାଇଲ୍ୟାଣ୍ଡରେ ହୋଇଥିବା ଭୟଙ୍କର ଭୂମିକମ୍ପ ଉପରେ ଚିନ୍ତା ପ୍ରକାଶ କରିଛନ୍ତି ଏବଂ କହିଛନ୍ତି ଯେ ଭାରତ ଦୁଇ…

2 days ago
ମୁସକାନ, ପ୍ରଗତି ପରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା: ସ୍ୱାମୀଙ୍କୁ କଫିରେ ବିଷ ପିଆଇଲେ ସ୍ତ୍ରୀମୁସକାନ, ପ୍ରଗତି ପରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା: ସ୍ୱାମୀଙ୍କୁ କଫିରେ ବିଷ ପିଆଇଲେ ସ୍ତ୍ରୀ

ମୁସକାନ, ପ୍ରଗତି ପରେ ଆଉ ଏକ ଚାଞ୍ଚଲ୍ୟକର ଘଟଣା: ସ୍ୱାମୀଙ୍କୁ କଫିରେ ବିଷ ପିଆଇଲେ ସ୍ତ୍ରୀ

ନୂଆଦିଲ୍ଲୀ,୨୮ା୩: ସମ୍ପ୍ରତି ସ୍ତ୍ରୀମାନେ ସେମାନଙ୍କ ପ୍ରେମିକଙ୍କ ସହାୟତାରେ ସ୍ୱାମୀଙ୍କୁ ହତ୍ୟା କରିବାର ଖବର ବହୁତ ବଢ଼ିଯାଇଛି। ପ୍ରଥମେ ମୁସକାନ, ତା’ପରେ ପ୍ରଗତି ଏବେ ମୁଜାଫରପୁରର ପିଙ୍କି ନାମକ…

2 days ago
Family Dispute: ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣି, କହିଲେ ଶେଷ ହେଉଛି ପରିବାରFamily Dispute: ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣି, କହିଲେ ଶେଷ ହେଉଛି ପରିବାର

Family Dispute: ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣି, କହିଲେ ଶେଷ ହେଉଛି ପରିବାର

ନୂଆଦିଲ୍ଲୀ,୨୮।୩: ପରିବାର ଭାଙ୍ଗିଯିବା ଉପରେ ଚିନ୍ତା ପ୍ରକାଶ କରି ସୁପ୍ରିମକୋର୍ଟ ଗୁରୁବାର କହିଛନ୍ତି ଯେ ଭାରତରେ ଲୋକମାନେ ‘ବସୁଧୈବ କୁଟୁମ୍ବକମ’ ନୀତିରେ ବିଶ୍ୱାସ କରନ୍ତି କିନ୍ତୁ ସେମାନଙ୍କ…

3 days ago
କେଜ୍‌ରିୱାଲଙ୍କ ବିରୋଧରେ FIR: ଏପ୍ରିଲ ୧୮ରେ ଶୁଣାଣିକେଜ୍‌ରିୱାଲଙ୍କ ବିରୋଧରେ FIR: ଏପ୍ରିଲ ୧୮ରେ ଶୁଣାଣି

କେଜ୍‌ରିୱାଲଙ୍କ ବିରୋଧରେ FIR: ଏପ୍ରିଲ ୧୮ରେ ଶୁଣାଣି

ନୂଆଦିଲ୍ଲୀ,୨୮।୩: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଆମ ଆଦମୀ ପାର୍ଟିର ରାଷ୍ଟ୍ରୀୟ ସଂଯୋଜକ ଅରବିନ୍ଦ କେଜରିୱାଲଙ୍କ ସମସ୍ୟା ଶେଷ ହେବାର ନାଁ ଧରୁନି। ନିର୍ବାଚନରେ ଶେଚନୀୟ ପରାଜୟ…

3 days ago
ବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟ

ବାକ୍ ସ୍ୱାଧୀନତା ସମାଜର ଅବିଚ୍ଛେଦ୍ୟ ଅଂଶ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮ା୩: ସୁପ୍ରିମ କୋର୍ଟ ଶୁକ୍ରବାର କହିଛନ୍ତି ଯେ ଅଭିବ୍ୟକ୍ତି ସ୍ୱାଧୀନତା ଏକ ସୁସ୍ଥ ସଭ୍ୟ ସମାଜର ଏକ "ଅବିଚ୍ଛେଦ୍ୟ ଅଂଶ"। ସୋସିଆଲ ମିଡିଆରେ କଂଗ୍ରେସ ସାଂସଦ ଇମ୍ରାନ…

3 days ago
Gold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲାGold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା

Gold Rate Today: ପୁଣି ମହଙ୍ଗା ହେଲା ସୁନା: ୯୦ ହଜାର ଟପିଲା

ମୁମ୍ବାଇ,୨୮।୩: ସପ୍ତାହର ଶେଷ ବ୍ୟବସାୟ ଦିନ ଶୁକ୍ରବାର ଭାରତୀୟ ଷ୍ଟକ ବଜାରରେ ହ୍ରାସ ପରିଲକ୍ଷିତ ହେଉଛି। ବଜାରର ମୁଖ୍ୟ ସୂଚକାଙ୍କ ସେନସେକ୍ସ ପ୍ରାୟ ୧୫୦ ପଏଣ୍ଟ ହ୍ରାସ…

3 days ago
ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ ବାହା କରାଇଲେ ସ୍ବାମୀ, ପୂରା ରୋଚକ ଘଟଣା ଜାଣିଲେ…ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ ବାହା କରାଇଲେ ସ୍ବାମୀ, ପୂରା ରୋଚକ ଘଟଣା ଜାଣିଲେ…

ସ୍ତ୍ରୀଙ୍କୁ ପ୍ରେମିକଙ୍କ ସହ ବାହା କରାଇଲେ ସ୍ବାମୀ, ପୂରା ରୋଚକ ଘଟଣା ଜାଣିଲେ…

ସନ୍ଥ କବୀର ନଗର, ୨୮।୩: ଉତ୍ତରପ୍ରଦେଶର ସନ୍ଥ କବୀର ନଗର ଜିଲାରେ ବବ୍‌ଲୁ ନାମକ ଜଣେ ବ୍ୟକ୍ତି ଭୟରେ ନିଜ ସ୍ତ୍ରୀ ରାଧିକାଙ୍କୁ ତାଙ୍କ ପ୍ରେମିକ ବିଶାଲଙ୍କ…

3 days ago
ଚାଇନା ଦେଖାଇଲା ଦାଦାଗିରି ତ ଭାରତ ଲାଗୁ କଲା ‘ପ୍ରଚଣ୍ଡ’ ପ୍ଲାନ!ଚାଇନା ଦେଖାଇଲା ଦାଦାଗିରି ତ ଭାରତ ଲାଗୁ କଲା ‘ପ୍ରଚଣ୍ଡ’ ପ୍ଲାନ!

ଚାଇନା ଦେଖାଇଲା ଦାଦାଗିରି ତ ଭାରତ ଲାଗୁ କଲା ‘ପ୍ରଚଣ୍ଡ’ ପ୍ଲାନ!

ନୂଆଦିଲ୍ଲୀ,୨୮।୩: ଚାଇନା ପ୍ରାୟତଃ ପୂର୍ବ ଲଦାଖ ଏବଂ ସିଆଚେନ ଗ୍ଲେସିୟରରେ ନିଜର ପ୍ରାଧାନ୍ୟ ପ୍ରଦର୍ଶନ କରିବାକୁ ଚେଷ୍ଟା କରେ, କିନ୍ତୁ ଏବେ ଏହାର ପ୍ରାଧାନ୍ୟ କାମ କରିବ…

3 days ago
ମମତା ବାନାର୍ଜୀଙ୍କ ଭାଷଣ ସମୟରେ ଅକ୍ସଫୋର୍ଡରେ ହଙ୍ଗାମା, ପ୍ରଦର୍ଶନକାରୀଙ୍କୁ କହିଲେ-ଆପଣଙ୍କୁ ମିଠା ଖୁଆଇବିମମତା ବାନାର୍ଜୀଙ୍କ ଭାଷଣ ସମୟରେ ଅକ୍ସଫୋର୍ଡରେ ହଙ୍ଗାମା, ପ୍ରଦର୍ଶନକାରୀଙ୍କୁ କହିଲେ-ଆପଣଙ୍କୁ ମିଠା ଖୁଆଇବି

ମମତା ବାନାର୍ଜୀଙ୍କ ଭାଷଣ ସମୟରେ ଅକ୍ସଫୋର୍ଡରେ ହଙ୍ଗାମା, ପ୍ରଦର୍ଶନକାରୀଙ୍କୁ କହିଲେ-ଆପଣଙ୍କୁ ମିଠା ଖୁଆଇବି

ଲଣ୍ଡନ/କୋଲକାତା,୨୮।୩: ଗୁରୁବାର (୨୭ ମାର୍ଚ୍ଚ) ଲଣ୍ଡନର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର କେଲଗ କଲେଜରେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଭାଷଣ ଦେଉଥିବା ସମୟରେ କେତେଜଣ ଛାତ୍ର ହଙ୍ଗାମା କରିଥିଲେ।…

3 days ago
ସ୍ତ୍ରୀକୁ ହତ୍ୟା କରି ସୁଟକେସରେ ମୃତଦେହ ଭର୍ତ୍ତି କଲେ ସ୍ୱାମୀ, ଫୋନ୍ କରି ଶ୍ୱଶୁର ଘର ଲୋକଙ୍କୁ ଜଣାଇଲେସ୍ତ୍ରୀକୁ ହତ୍ୟା କରି ସୁଟକେସରେ ମୃତଦେହ ଭର୍ତ୍ତି କଲେ ସ୍ୱାମୀ, ଫୋନ୍ କରି ଶ୍ୱଶୁର ଘର ଲୋକଙ୍କୁ ଜଣାଇଲେ

ସ୍ତ୍ରୀକୁ ହତ୍ୟା କରି ସୁଟକେସରେ ମୃତଦେହ ଭର୍ତ୍ତି କଲେ ସ୍ୱାମୀ, ଫୋନ୍ କରି ଶ୍ୱଶୁର ଘର ଲୋକଙ୍କୁ ଜଣାଇଲେ

ବେଙ୍ଗାଲୁରୁ,୨୮ା୩: ବେଙ୍ଗାଲୁରୁ ପୋଲିସ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି ଯିଏ ତାଙ୍କ ସ୍ତ୍ରୀଙ୍କୁ ହତ୍ୟା କରି ତାଙ୍କ ମୃତଦେହକୁ ସୁଟକେସରେ ଭର୍ତ୍ତି କରି ପୁଣେ ପଳାଇ ଯାଇଥିବା…

3 days ago