ଜାତୀୟ

ନାତିର ନାମକରଣ କଲେ ମୁକେଶ ଅମ୍ବାନୀ

ମୁମ୍ବାଇ,୨୩।୧୨: ଭାରତର ପ୍ରସିଦ୍ଧ ବ୍ୟବସାୟୀ ମୁକେଶ ଅମ୍ବାନୀ ନିକଟରେ ଜେଜେ ହୋଇଛନ୍ତି। ନାତି ଜନ୍ମ ହେବାର ୧୨ଦିନ ପରେ ଏବେ ଅମ୍ବାନୀ ପରିବାର ନବଜାତର ନାମକରଣ କରିଛନ୍ତି।…

4 years ago

ବିମାନବନ୍ଦରରୁ ଖାଲିସ୍ତାନ ଆତଙ୍କବାଦୀ ଗିରଫ

ନୂଆଦିଲ୍ଲୀ,୨୩।୧୨-ନୂଆଦିଲ୍ଲୀସ୍ଥିତ ଇନ୍ଦିରା ଗାନ୍ଧୀ ବିମାନବନ୍ଦରରୁ ବୁଧବାର ଏନଆଇଏ ଜଣେ ଖାଲିସ୍ତାନ ଆତଙ୍କବାଦୀକୁ ଗିରଫ କରିଛି। ସେ ହେଲା ଗୁରଜିତ ସିଂହ ନିଜ୍ଜର। ପୁଣେ ଖଲିସ୍ତାନୀ ମାମଲାରେ ଏନଆଇଏ…

4 years ago

ଗତ ମାସେ ଭିତରେ ବ୍ରିଟେନରୁ ଭାରତ ଆସିଛନ୍ତି ୫୦ ହଜାରରୁ ଅଧିକ ଲୋକ: ଚାଲିଛି ଠିକଣା ଖୋଜା

ନୂଆଦିଲ୍ଲୀ,୨୩।୧୨: ସମଗ୍ର ବିଶ୍ୱରେ କରୋନା ମାମଲା ହ୍ରାସ ହେବା ପରେ ଲୋକଙ୍କ ସାଧାରଣ ଜୀବନଯାପନ ସ୍ବାଭାବିକ୍‌ ହେବାକୁ ଲାଗିଥିଲା। କିନ୍ତୁ ହଠାତ୍‌ ବ୍ରିଟେନରେ କରୋନା ଭୂତାଣୁର ଏକ…

4 years ago

କୃଷକ ସଂଗଠନର ଚେତାବନୀ: ନିଆଁ ସହ ନ ଖେଳନ୍ତୁ ସରକାର

ନୂଆଦିଲ୍ଲୀ,୨୩।୧୨: କୃଷକ ଆଇନ ବିରୋଧରେ କୃଷକଙ୍କ ଆନ୍ଦୋଳନ ୨୮ତମ ଦିନରେ ପହଞ୍ଚିଛି। ଏହି ଆନ୍ଦୋଳନକୁ ଶେଷ କରିବା ପାଇଁ ସରକାର ପୁଣି ଥରେ ବୁଝାମଣା ପାଇଁ ଏକ…

4 years ago

ବାଜିମାରିଲା ଭାଜପା

ଶ୍ରୀନଗର,୨୯।୧୨: ଜମ୍ମୁ କଶ୍ମୀରରେ ଧାରା ୩୭୦ ହଟାଯିବା ପରେ ପ୍ରଥମ ଜିଲ୍ଲା ବିକାଶ ପରିଷଦ (ଡିଡିସି) ନିର୍ବାଚନରେ ଫାରୁକ ଅବଦୁଲ୍ଲାଙ୍କ ନେତୃତ୍ୱାଧୀନ ଗୁପକାର ମେଣ୍ଟ ଏବଂ ଭାଜପା…

4 years ago

ରାଜନୈତିକ ହିଂସା: ମମତା ସରକାର କାଠଗଡ଼ାରେ

ନୂଆଦିଲ୍ଲୀ,୨୩।୧୨: ପଶ୍ଚିମବଙ୍ଗରେ ଜାରି ରହିଥିବା ରାଜନୈତିକ ହିଂସାକୁ ନେଇ ସୁପ୍ରିମ୍‌କୋର୍ଟରେ ଏକ ମାମଲା ଦାଖଲ କରାଯାଇଛି। ଏହାକୁ ଆଇନଜୀବୀ ବିନିତ ଢଣ୍ଡା ଦାଖଲ କରିଛନ୍ତି। ରାଜ୍ୟରେ ଜାରି…

4 years ago

ପୋଙ୍ଗଲରେ ଜାଲିକାଟ୍ଟୁ: ସରକାର ଦେଲେ ଅନୁମତି, ଖେଳାଳିଙ୍କୁ ଦାଖଲ କରିବାକୁ ପଡ଼ିବ କରୋନା ନେଗେଟିଭ୍‌ ପ୍ରମାଣପତ୍ର

ଚେନ୍ନାଇ,୨୩।୧୨: ପୋଙ୍ଗଲ ଅବସରରେ ତାମିଲନାଡୁରେ ଅନୁଷ୍ଠିତ ହେଉଥିବା ଜାଲିକାଟ୍ଟୁ ଖେଳ ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣ ଯୋଗୁ ଜାଲିକାଟ୍ଟୁ ଅନୁଷ୍ଠିତ ହେବା…

4 years ago

ପୁଣି ଫେରିଲା କରୋନା: ମହାରାଷ୍ଟ୍ର ପରେ କର୍ନାଟକରେ ରାତ୍ରକାଳୀନ କର୍ଫ୍ୟୁ ଜାରି

ବେଙ୍ଗାଲୁରୁ,୨୩।୧୨: ଦେଶର କେତେକ ରାଜ୍ୟରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ପୂର୍ବରୁ ମହାରାଷ୍ଟ୍ରରେ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ସରକାରଙ୍କ ପକ୍ଷରୁ ରାତ୍ରକାଳୀନ…

4 years ago

ରାଜନୈତିକ ହିଂସା: ଶୁଭେନ୍ଦୁ-ତୃଣମୂଳ ସମର୍ଥକ ମୁହାଁମୁହିଁ

କୋଲକାତା,୨୩।୧୨: ପଶ୍ଚିମବଙ୍ଗରେ ରାଜନୈତିକ ହିଂସା ବଢ଼ିବାରେ ଲାଗିଛି। ପୂର୍ବ ମେଦିନାପୁରରେ ଶୁଭେନ୍ଦୁ ଅଧିକାରୀ ଏବଂ କେତେକ ତୃଣମୂଳ କଂଗ୍ରେସ ସମର୍ଥକ ମୁହାଁମୁହିଁ ହୋଇଛନ୍ତି। କିଛି ଦିନ ତଳେ…

4 years ago

କରୋନାର ନୂଆ ସ୍ବରୂପ: ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଦେଲେ ହାଇକୋର୍ଟ

ନୂଆଦିଲ୍ଲୀ,୨୩।୧୨: କରୋନା ଭୂତାଣୁର ନୂଆ ସ୍ବରୂପ ନେଇ ଦିଲ୍ଲୀ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ବ୍ରିଟେନ୍‌ରୁ ଦିଲ୍ଲୀ ଫେରିଥିବା ଲୋକଙ୍କର ଯାଞ୍ଚ୍‌ କରାଯିବା…

4 years ago