ଜାତୀୟ

ଏକ ଦେଶ ଏକ ନିର୍ବାଚନ ଏବେ ଭାରତର ମୁଖ୍ୟ ଆବଶ୍ୟକତା: ମୋଦି

ନୂଆଦିଲ୍ଲୀ,୨୬।୧୧: ଏକ ଦେଶ ଏକ ନିର୍ବାଚନ ଏବେ ଭାରତର ମୁଖ୍ୟ ଆବଶ୍ୟକତା। ଏହାଦ୍ୱାରା ସମୟ ଏବଂ ଅର୍ଥର ଅପଚୟ ରୋକା ଯାଇପାରିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…

4 years ago

ମେହବୁବାଙ୍କୁ ଝଟ୍‌କା: ୩ ପିଡ଼ିପି ସଦସ୍ୟ ଦେଲେ ଇସ୍ତଫା

ଶ୍ରୀନଗର,୨୬।୧୧: ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫ୍‌ତିଙ୍କୁ ବଡ଼ ଝଟ୍‌କା ଲାଗିଛି। ତାଙ୍କ ରାଜନୈତିକ ଦଳ ପିଡ଼ିପିରୁ ୩ ଜଣ ସଦସ୍ୟ ଇସ୍ତଫା ଦେଇଛନ୍ତି। ଦଳର କାର୍ଯ୍ୟରେ…

4 years ago

ସୁଶୀଲ ମୋଦିଙ୍କ ଟୁଇଟ୍‌କୁ ହଟାଇଲା ଟୁଇଟର

ପାଟନା,୨୬ ।୧୧: ବିହାରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସୁଶୀଲ କୁମାର ମୋଦି ପୂର୍ବତନ ମୁଖମନ୍ତ୍ରୀ ଲାଲୁ ପ୍ରସାଦ ଯାଦବ ଭାରତୀୟ ଜନତା ପାର୍ଟି(ଭାଜପା) ନେତାଙ୍କ ସହ ଭିତିରିଆ ସମ୍ପର୍କ…

4 years ago

ପରିବେଶ ମନ୍ତ୍ରୀ ଗୋପାଲ ରାୟ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୨୬।୧୧: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ଏହା କବଳରୁ ସାଧାରଣ ଜନତାଙ୍କଠାରୁ ଆରମ୍ଭ କରି ଭିଭିଆଇପି ମଧ୍ୟ ବର୍ତ୍ତି ପାରିନାହାନ୍ତି।…

4 years ago

ଗୋଆରେ ଲାଗିବ ମାରାଡୋନାଙ୍କ ବିଶାଳ ପ୍ରତିମା

ପଣଜୀ,୨୬।୧୧: ଆର୍ଜେଣ୍ଟିନାର ମହାନ ଫୁଟବଲର ଡିଏଗୋ ମାରାଡୋନାଙ୍କ ବିୟୋଗରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ସ୍ମୃତିରେ ଏକ ବିଶାଳ ପ୍ରତିମା ସ୍ଥାପନ କରିବେ ବୋଲି ଘୋଷଣା…

4 years ago

ଆନ୍ଦୋଳନକାରୀଙ୍କ ଉପରେ ପାଣିମାଡ ଅମାନବୀୟ: କେଜରିୱାଲ

ନୂଆଦିଲ୍ଲୀ,୨୬ ।୧୧: କେନ୍ଦ୍ରର ମୋଦି ସରକାରଙ୍କ ଦ୍ୱାରା ଆଗତ କୃଷି ନୀତିକୁ ନେଇ ବୁଧବାର ହରିୟାଣା ଓ ଦିଲ୍ଲୀ ସୀମାରେ କୃଷକମାନେ ବିରୋଧ ପ୍ରଦର୍ଶନ କରିଥିଲେ ।…

4 years ago

କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ ୫୦ମିଟର ପର୍ଯ୍ୟନ୍ତ ହେବ ସିଲ୍‌: ଯୋଗୀ ସରକାର

ଲକ୍ଷ୍ନୌ,୨୬।୧୧: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ନୂଆ ନିୟମ ପ୍ରଣୟନ କରାଯାଇଛି। କରୋନା ଆକ୍ରାନ୍ତ ବାସ କରୁଥିବା ଅଞ୍ଚଳରେ…

4 years ago

୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର: ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଅନୁସାରେ ୧୮ ବର୍ଷରୁ ଅଧିକ ବୟସ୍କ ଯୁବତୀ ନିଜ ପସନ୍ଦର ଯୁବକଙ୍କ ସହିତ ରହିବାକୁ ସ୍ବତନ୍ତ୍ର। ସେ ସାବାଳିକା ହୋଇଥିବାରୁ ଏହା ତାଙ୍କର…

4 years ago

କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ: ଲୋକ ସଭା ବାଚସ୍ପତି

ନୂଆଦିଲ୍ଲୀ,୨୬।୧୧: ଭାରତୀୟ ସମ୍ବିଧାନ ଶ୍ରେଷ୍ଠତମ। କୌଣସି ସରକାର ସମ୍ବିଧାନକୁ ବିପଦରେ ପକାଇ ପାରିବେ ନାହିଁ। ଲୋକ ସଭା ବାଚସ୍ପତି ଓମ୍‌ ବିରଳା ସମ୍ବିଧାନ ଦିବସ ଅବସରରେ ଗୁରୁବାର…

4 years ago

ଦେହଜୀବୀଙ୍କୁ କରୋନା ସହାୟତା: ମାସକୁ ୫ ହଜାର ସହିତ ୫ କିଲୋ ରାଶନ

ମୁମ୍ବାଇ,୨୬।୧୧: କରୋନା ମହାମାରୀ ସଂକ୍ରମଣ ଯୋଗୁ ମୁମ୍ବାଇରେ ବାସ କରୁଥିବା ୫,୬୦୦ରୁ ଅଧିକ ଦେହଜୀବୀଙ୍କ ଆର୍ଥିକ ସ୍ଥିତି ଖରାପ ହୋଇଯାଇଛି। ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଉଦ୍ଧବ…

4 years ago