ଜାତୀୟ

ଦିଲ୍ଲୀର କରୋନା ସ୍ଥିତି ଅସମ୍ଭାଳ: ପ୍ରତି ଘଣ୍ଟାରେ ୫ ଜଣଙ୍କର ହେଉଛି ମୃତ୍ୟୁ

ନୂଆଦିଲ୍ଲୀ,୨୪।୧୧: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ଏଠାରେ ପ୍ରତି ଘଣ୍ଟାଏରେ ୫ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଛି। ଲଗାତାର ୪ ଦିନ…

4 years ago

କେରଳ ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶ ସ୍ଥଗିତ

ଥିରୁଭାନନ୍ତପୁରମ୍‌, ୨୪।୧୧: ବିରୋଧୀ ଦଳ, ଗଣମାଧ୍ୟମ ଓ ସିଭିଲ୍‌ ସୋସାଇଟିର ତୀବ୍ର ପ୍ରତିବାଦ ଫଳରେ କେରଳ ସରକାର ପୋଲିସ ଆଇନ ସଂଶୋଧନ ଅଧ୍ୟାଦେଶର କାର୍ଯ୍ୟକାରିତାକୁ ସ୍ଥଗିତ ରଖିଛନ୍ତି।…

4 years ago

କୋଭିଡ୍‌ ନେଗେଟିିଭ୍‌ ସାର୍ଟିଫିକେଟ୍‌ ବିନା ମହାରାଷ୍ଟ୍ର ମନା

ମୁମ୍ବାଇ, ୨୪ା୧୧: ମହାରାଷ୍ଟ୍ର ସରକାର ଦିଲ୍ଲୀ, ରାଜସ୍ଥାନ, ଗୁଜରାଟ ଓ ଗୋଆବାସୀଙ୍କ ଯାତ୍ରା ଉପରେ ସୋମବାର କଟକଣା ଲଗାଇଛନ୍ତି। କରୋନା ଆର୍‌ଟିପିସିଆର୍‌ ନେଗେଟିଭ୍‌ ସାର୍ଟିଫିକେଟ ବିନା ଏହି…

4 years ago

ଏଥର ସକାଳ-ସନ୍ଧ୍ୟା ନୁହେଁ ଠିକ୍ ସମୟରେ ହେବ ଶପଥ ଗ୍ରହଣ: ଫଡନବିଶ

ମୁମ୍ବାଇ,୨୪ ।୧୧: ମହାରାଷ୍ଟ୍ର ରାଜନୀତି ପୁଣି ହୋଇଛି ସରଗରମ । କେନ୍ଦ୍ରମନ୍ତ୍ରୀ ରାଓସାହେବ ଦାନୱେ ପାଟିଲ ଦାବି କରିଛନ୍ତି ଯେ ମହାରାଷ୍ଟ୍ରରେ ଖୁବ୍‌ଶୀଘ୍ର ଭାରତୀୟ ଜନତା ପାର୍ଟି(ଭାଜପା)…

4 years ago

ଅକ୍ସଫୋର୍ଡ ଟିକା ୯୦% ଫଳପ୍ରଦ

ନୂଆଦିଲ୍ଲୀ, ୨୪।୧୧(ପି.ଟି.): ଅକ୍ସଫୋର୍ଡ ଟିକା ପାଖାପାଖି ୯୦ ପ୍ରତିଶତ ଫଳପ୍ରଦ ହୋଇପାରିବ ଓ ଏହାର କୌଣସି ପାର୍ଶ୍ୱ ପ୍ରତିକ୍ରିୟା ନାହିଁ ବୋଲି ବ୍ରିଟେନ କମ୍ପାନୀ ଅଷ୍ଟ୍ରାଜେନିକା ସୋମବାର…

4 years ago

ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟଙ୍କୁ କରୋନା

ଡେରାଡୁନ,୨୩।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି ଉତ୍ତରାଖଣ୍ଡ ରାଜ୍ୟପାଳ ବେବି ରାଣୀ ମୌର୍ଯ୍ୟ। ଏ ନେଇ  ସେ ଟୁଇଟ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି, ମୋର କରୋନା…

4 years ago

ପରଲୋକରେ ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତରୁଣ ଗୋଗୋଇ

ଗୌହାଟୀ,୨୩।୧୧-ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ତରୁଣ ଗୋଗୋଇଙ୍କ ସୋମବାର ପରଲୋକ ହୋଇଯାଇଛି। ଗୌହାଟୀସ୍ଥିତ ଏକ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ…

4 years ago

ଏହି ରାଜ୍ୟରେ ଡିସେମ୍ବର ୩୧ ଯାଏଁ ସ୍କୁଲ, କଲେଜ ବନ୍ଦ: ୪ଟି ଜିଲାରେ ରାତ୍ରକାଳୀନ କର୍ଫ୍ୟୁ ଘୋଷଣା

ଶିମଲା,୨୩।୧୧: ହିମାଚଳ ପ୍ରଦେଶରେ କରୋନାର ବର୍ଦ୍ଧିତ ମାମଲାକୁ ଦେଖି ଡିସେମ୍ବର ୩୧ ଯାଏଁ ରାଜ୍ୟର ସମସ୍ତ ସ୍କୁଲ ଓ କଲେଜ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ…

4 years ago

ମଙ୍ଗଳବାର ୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିବେ ମୋଦି: ଭ୍ୟାକ୍ସିନ ଉପରେ ହୋଇପାରେ ଚର୍ଚ୍ଚା

ନୂଆଦିଲ୍ଲୀ,୨୩।୧୧: ଭାରତରେ ଦିନକୁ ଦିନ କରୋନା ସଂକ୍ରମଣ ବେକାବୁୁ ହେବାରେ ଲାଗିଛି। କିଛି ଦିନରୁ ଭାରତରେ କରୋନା ସଂକ୍ରମଣ ମାମଲା ୫୦ହଜାରୁ ତଳକୁ ଥିବା ବେଳେ ଆଉ…

4 years ago

ଏକ ମିନିଟ୍‌ରେ ୬୮ ବୋତଲର ଠିପି ଖୋଲି ଗିନିଜ୍‌ ଓ୍ବାର୍ଲ୍‌ଡ ରେକର୍ଡରେ ନାଁ ଲେଖାଇଲେ ବ୍ୟକ୍ତି

ହାଇଦ୍ରାବାଦ,୨୩।୧୧: ପ୍ରାୟ ସମୟରେ ଦେଖାଯାଏ, କୋଲ୍ଡ ଡ୍ରିଙ୍କ୍ସ ଖୋଲିବାକୁ ଓପ୍‌ନର ନ ମିଳିଲେ, ଲୋକେ ନିଜ ଦାନ୍ତରେ ଖୋଲିଥାନ୍ତି। ହେଲେ କେବେ କାହାକୁ ମୁଣ୍ଡରେ ବୋତଲର ଠିପି…

4 years ago