ଜାତୀୟ

ବିଗିଡ଼ିବ ଭାରତୀୟ ଅର୍ଥ ବ୍ୟବସ୍ଥା

ନୂଆଦିଲ୍ଲୀ,୨୦ା୧୧:କୋଭିଡ୍‌-୧୯ ମହାମାରୀ ଯୋଗୁ ସାରା ବିଶ୍ୱ ବର୍ତ୍ତମାନ ସଙ୍କଟ ସ୍ଥିତି ଦେଇ ଗତି କରୁଛି। ଏବେ ଆମେରିକା ପରେ ଭାରତ ଦ୍ୱିତୀୟ ସର୍ବାଧିକ କ୍ଷତିଗ୍ରସ୍ତ ଦେଶ ଭାବେ…

4 years ago

ପିଓକେରେ ଭାରତର ଷ୍ଟ୍ରାଇକ ଖବରକୁ ଖଣ୍ଡନ କଲା ସେନା

ନୂଆଦିଲ୍ଲୀ,୧୯ା୧୧-ଭାରତୀୟ ସେନା ଗୁରୁବାର ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ରେ ‘ପିନ୍‌ପଏଣ୍ଟ ଷ୍ଟ୍ରାଇକ୍‌’ କରିଛି ବୋଲି କେତେକ ଜାତୀୟ ଗଣମାଧ୍ୟମରେ ମିଛ ରିପୋର୍ଟ ପ୍ରକାଶ ପାଇଛି। ନିୟନ୍ତ୍ରଣରେଖା (ଏଲ୍‌ଓସି) ସେପଟେ…

4 years ago

କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡାଙ୍କୁ କରୋନା

ନୂଆଦିଲ୍ଲୀ,୧୯।୧୧-କେନ୍ଦ୍ରମନ୍ତ୍ରୀ ସଦାନନ୍ଦ ଗୌଡା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ଗୁରୁବାର ଗୌଡା ନିଜେ ଟୁଇଟ କରି ସୂଚନା…

4 years ago

ପିଓକେରେ ଆକ୍ରମଣ କଲା ଭାରତ

ନୂଆଦିଲ୍ଲୀ,୧୯।୧୧-ଭାରତୀୟ ସେନା ଗୁରୁବାର ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ରେ ‘ପିନ୍‌ପଏଣ୍ଟ ଷ୍ଟ୍ରାଇକ୍‌’ କରିଛି। ନିୟନ୍ତ୍ରଣରେଖା (ଏଲ୍‌ଓସି) ସେପଟେ ଥିବା ଆତଙ୍କବାଦୀମାନଙ୍କୁ ପାକିସ୍ତାନୀ ସେନା ଭାରତକୁ ଅନୁପ୍ରବେଶ କରାଇବା ପାଇଁ…

4 years ago

ମୁମ୍ବାଇ ଆକ୍ରମଣର ମାଷ୍ଟର ମାଇଣ୍ଡ ହାଫିଜ ସଇଦକୁ ୧୦ ବର୍ଷ ଜେଲ୍‌

ନୂଆଦିଲ୍ଲୀ,୧୯।୧୧- ମୁମ୍ବାଇ ଆତଙ୍କବାଦୀ ଆକ୍ରମଣର ମାଷ୍ଟରମାଇଣ୍ଡ ତଥା ଆତଙ୍କବାଦୀ ସଙ୍ଗଠନ ଜମାତ୍‌ ଉଦ୍‌ ଦାଓ୍ବା (ଜେୟୁଡି) ମୁଖ୍ୟ ହାଫିଜ୍‌ ସଇଦଙ୍କୁ ଗୁରୁବାର ୧୦ ବର୍ଷ ଜେଲ ଦଣ୍ଡାଦେଶ…

4 years ago

ମାଲଦା ପ୍ଲାଷ୍ଟିକ କାରଖାନାରେ ଭୟଙ୍କର ବିସ୍ଫୋରଣ: ୫ ମୃତ

ମାଲଦା,୧୯ା୧୧-ପଶ୍ଚିମବଙ୍ଗର ମାଲଦା ଜିଲା ସୁଜାପୁର ଅଞ୍ଚଳରେ ଥିବା ଏକ ପ୍ଲାଷ୍ଟିକ କାରଖାନାରେ ଗୁରୁବାର ଭୟଙ୍କର ବିସ୍ଫୋରଣ ଘଟିଛି। ଏଥିରେ ୫ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ଅନେକ ଗୁରୁତର…

4 years ago

କେଜରିୱାଲ ସରକାରଙ୍କ ନିଷ୍ପତ୍ତି: ମାସ୍କ ନ ପିନ୍ଧିଲେ ଦେବାକୁ ପଡିବ ଦୁଇ ହଜାର ଟଙ୍କା ଜରିମାନା

ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ମହାମାରୀ ପୁଣିଥରେ ମାଡି ଯାଇଛି । ସଂକ୍ରମିତଙ୍କ ମୃତ୍ୟୁକୁ ଦେଖିଲେ ଗତ ୨୪ ଘଣ୍ଟାରେ ସର୍ବାଧିକ ମୃତ୍ୟୁ ରେକର୍ଡ କରାଯାଇଛି…

4 years ago

କରୋନା ଯୋଦ୍ଧାଙ୍କ ପିଲା ପାଇବେ ଏମ୍‌ବିବିଏସ୍ ପାଠ୍ୟକ୍ରମରେ ସ୍ୱତନ୍ତ୍ର ସୁବିଧା: ସ୍ୱାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ମହାମାରୀ ସମୟରେ ଆଗଧାଡିର ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡା. ହର୍ଷ ବର୍ଦ୍ଧନ ଏକ ବଡ଼ ଘୋଷଣା କରିଛନ୍ତି । ସେ…

4 years ago

ରାଜଧାନୀରେ ଗାଡ଼ି ଚଳାଇବା ସମୟରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ!

ନୂଆଦିଲ୍ଲୀ,୧୯ ।୧୧: ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମଣ ପୁଣିଥରେ ବଢି ଯାଇଛି । ଏହାକୁ ଦେଖି ବୁଧବାର ସରକାର ହାଇକୋର୍ଟଙ୍କୁ କହିଛନ୍ତି ଯେ ରାଜଧାନୀରେ ଗାଡ଼ି ଚଳାଇବା…

4 years ago

କେନ୍ଦ୍ର ସରକାରଙ୍କୁ ଟାର୍ଗେଟ କଲେ ରାହୁଲ

ନୂଆଦିଲ୍ଲୀ,୧୯ ।୧୧: ଦେଶରେ କରୋନା ଭାଇରସ ସଂକ୍ରମଣ ସଂଖ୍ୟା ବେଳକୁ ବେଳ ବଢିବାରେ ଲାଗିଛି । ଏହାକୁ ନେଇ କଂଗ୍ରେସ ନେତା ରାହୁଲ ଗାନ୍ଧୀ କେନ୍ଦ୍ର ସରକାରଙ୍କୁ…

4 years ago