ଜାତୀୟ

୩ ଭାଜପା ନେତାଙ୍କୁ ଗୁଳି କରି ହତ୍ୟା

ଶ୍ରୀନଗର,୩୦।୧୦: ଆତଙ୍କବାଦୀଙ୍କ ଟାର୍ଗେଟରେ ଏବେ ନେତା। ଦକ୍ଷିଣ କଶ୍ମୀରର କୁଲଗାମ ଜିଲା ଗୁରୁବାର ଆତଙ୍କବାଦୀମାନେ ୩ ଜଣ ସ୍ଥାନୀୟ ଭାଜପା କର୍ମୀଙ୍କୁ ହତ୍ୟା କରିଛନ୍ତି। ସେମାନେ ହେଲେ…

4 years ago

ସର୍ଦ୍ଦାର ପଟେଲ ପ୍ରାଣୀ ଉଦ୍ୟାନର ଉଦ୍‌ଘାଟନ କଲେ ମୋଦି

ଅହମଦାବାଦ,୩୦ ।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଶୁକ୍ରବାର ସେଠାରେ ପହଞ୍ଚିଛନ୍ତି । ପ୍ରଥମେ ମୋଦି ନର୍ମଦା ଜିଲାର କେବଡିୟା ପହଞ୍ଚି ସେଠାରେ…

4 years ago

ବାୟୁ ପ୍ରଦୂଷଣ ରୋକିବ ନୂଆ ଆଇନ

ନୂଆଦିଲ୍ଲୀ,୩୦ା୧୦(ପି.ଟି.):ଦିଲ୍ଲୀ-ଜାତୀୟ ରାଜଧାନୀ ଅଞ୍ଚଳ (ଏନ୍‌ସିଆର୍‌)ରେ ବାୟୁ ପ୍ରଦୂଷଣ ରୋକିବା ଲାଗି କେନ୍ଦ୍ର ସରକାର ଏକ ନୂଆ ଆଇନ ଆଣିଛନ୍ତି। ଆଇନରେ ପ୍ରଦୂଷଣକୁ ଏକ ଅପରାଧ ଭାବେ ନିଆଯାଇଛି।…

4 years ago

ଦିଲ୍ଲୀରେ ବାୟୁ ପ୍ରଦୂଷଣ ଭାଙ୍ଗିଲା ରେକର୍ଡ, ଜଳୁଛି ଆଖି

ନୂଆଦିଲ୍ଲୀ,୩୦।୧୦: ଦୀପାବଳି ପୂର୍ବରୁ ରାଜଧାନୀ ଦିଲ୍ଲୀରେ ବାୟୁ ପ୍ରଦୂଷଣ ଚିନ୍ତାଜନକ ହୋଇଛି। ଶୁକ୍ରବାର ଦିଲ୍ଲୀର ବୱାନା ଅଞ୍ଚଳରେ ବାୟୁ ଗୁଣବତ୍ତର ସୂଚକାଙ୍କ(ଏକ୍ୟୁଆଇ) ଚଳିତ ସିଜିନ୍‌ରେ ରେକର୍ଡ ଭାଙ୍ଗିଛି।…

4 years ago

ସଭାମଞ୍ଚରୁ ଖସିପଡିଲେ କଂଗ୍ରେସ ନେତା

ପାଟନା,୩୦।୧୦: ବିହାର ବିଧାନସଭାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଶେଷ ହୋଇ। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଏବେ ପ୍ରଚାର ଜୋରଦାର ଚାଲିଛି। ଜଲେ ବିଧାନସଭା ଆସନରୁ ପ୍ରାର୍ଥୀ…

4 years ago

ଆଇସିଏମ୍‌ଆର୍‌ର ବଡ ଘୋଷଣା: କରୋନା ମୁକାବିଲା କରିବ ବିସିଜି ଟିକା

ନୂଆଦିଲ୍ଲୀ, ୩୦।୧୦: ମହାମାରୀ କରୋନା ରୋକିବାକୁ ଏବେ ବିଶ୍ୱର ଅନେକ ଦେଶ ଟିକା ପ୍ରସ୍ତୁତିରେ ଲାଗିପଡିଛନ୍ତି। ଏହି ସମୟରେ ଆଇସିଏମ୍‌ଆର୍‌ ଏକ ଆଶ୍ୱସ୍ତିକର ଖବର ଦେଇଛି। ଆଇସିଏମ୍‌ଆର୍‌…

4 years ago

କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୋଦି

ଗାନ୍ଧିନଗର,୩୦।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯାଇଛନ୍ତି। ଶୁକ୍ରବାର ସକାଳେ ଗାନ୍ଧିନଗରରେ ପହଞ୍ଚି ଗୁଜୁରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି…

4 years ago

ଇଦ୍‌-ଏ-ମିଲାଦ୍‌ର ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୩୦।୧୦: ଆଜି ସମଗ୍ର ଦେଶରେ ମହମ୍ମଦଙ୍କ ଜନ୍ମଦିନ ଇଦ୍‌-ଏ-ମିଲାଦ୍‌ ପାଳନ କରାଯାଉଛି। ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କଂଗ୍ରେସ ନେତା ରାହୁଲ…

4 years ago

ଭାରତୀୟ ବଂଶୋଦ୍ଭବ ସିଚେଲ୍ସ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩୦ା୧୦:ଭାରତୀୟ ବଂଶୋଦ୍ଭବ ପୂଜକ ଓ୍ବାଭେଲ ରାମକଲଓ୍ବାନ ସିଚେଲ୍ସର ରାଷ୍ଟ୍ରପତି ନିର୍ବାଚିତ ହୋଇଛନ୍ତି। ସେ ତାଙ୍କର ପ୍ରତିଦ୍ୱନ୍ଦ୍ୱୀ ପ୍ରାର୍ଥୀ ଡାନ୍ନି ଫଉର୍‌ଙ୍କୁ ପରାସ୍ତ କରିଛନ୍ତି। ରାମକଲଓ୍ବାନଙ୍କ ଅଜା ବିହାର…

4 years ago

କେନ୍ଦ୍ରକୁ ଡିସେମ୍ବର ୩୧ ଯାଏ ମହଲତ

ନୂଆଦିଲ୍ଲୀ,୩୦ା୧୦(ପି.ଟି.):ଭାରତୀୟ ନୌସେନାରେ ମହିଳା ଏସ୍‌ଏସ୍‌ସି ଅଫିସରମାନଙ୍କୁ ସ୍ଥାୟୀ କମିଶନ ପ୍ରଦାନ ପାଇଁ ସୁପ୍ରିମକୋର୍ଟ ଦେଇଥିବା ରାୟର କାର୍ଯ୍ୟକାରିତା ହୋଇ ନ ଥିବାରୁ ଅଦାଲତ ଗୁରୁବାର ଏହାର ସମୟସୀମାକୁ…

4 years ago