ଜାତୀୟ

ଜଳ ସଂରକ୍ଷଣ ପାଇଁ ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ‘ରାଷ୍ଟ୍ରୀୟ ଜଳ ପୁରସ୍କାର’

ଦେଓଘର, ୨୯।୧୦: ଜଳ ସଂରକ୍ଷଣ କ୍ଷେତ୍ରରେ ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଝାଡ଼ଖଣ୍ଡର ଦେଓଘର ସତ୍‌ସଙ୍ଗ ଆଶ୍ରମକୁ ‘ରାଷ୍ଟ୍ରୀୟ ଜଳ ପୁରସ୍କାର-୨୦୧୯’ ପ୍ରଦାନ କରାଯିବ। ଭାରତ ସରକାରଙ୍କ ଜଳ…

4 years ago

ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ

ଅହମଦାବାଦ୍‌,୨୯।୧୦:ଗୁଜରାଟର ପୂର୍ବତନ ମୁଖ୍ୟମନ୍ତ୍ରୀ କେଶୁଭାଇ ପଟେଲଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୯୨ ବର୍ଷ ହୋଇଥିଲା। ନିଃଶ୍ୱସାପ୍ରଶ୍ୱାସ ନେବାରେ ଅସୁବିଧା ଅନୁଭବ କରିବାରୁ ଗୁରୁବାର ସକାଳେ ତାଙ୍କୁ…

4 years ago

ବାୟୁ ପ୍ରଦୂଷଣ କଲେ କୋଟିଏ ଜରିମାନା, ୫ ବର୍ଷ ଜେଲ

ନୂଆଦିଲ୍ଲୀ, ୨୯।୧୦: ଦିଲ୍ଲୀରେ ବାୟୁ ପ୍ରଦୂଷଣସ୍ତର ସଙ୍କଟ ଜନକ ସ୍ଥିତିରେ ପହଞ୍ଚିଛି। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାରଙ୍କ ପକ୍ଷରୁ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଦିଲ୍ଲୀ…

4 years ago

ରାଗିଲେ ମାୟାବତୀ: ସମାଜବାଦୀ ପାର୍ଟିକୁ ହରାଇବାକୁ ଭାଜପାକୁ ଦେବେ ଭୋଟ

ଲକ୍ଷ୍ନୌ,୨୯ ।୧୦: ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ ଗୁରୁବାର ଏକ ବଡ ବୟାନ ଦେଇଛନ୍ତି । ସେ କହିଛନ୍ତି ଆମ ଦଳ ଲୋକ ସଭା ନିର୍ବାଚନ…

4 years ago

ଦିଗ୍‌ବିଜୟଙ୍କ ଭାଇରାଲ ଅଡିଓକୁ ନେଇ ଉଠିଲା ବିବାଦ

ଭୋପାଳ,୨୯ ।୧୦: ମଧ୍ୟପ୍ରଦେଶରେ ୨୮ ବିଧାନସଭା ଆସନରେ ଉପ ନିର୍ବାଚନ ବାକି ଅଛି । ଇତିମଧ୍ୟରେ କଂଗ୍ରେସର ବରିଷ୍ଠ ନେତା ଦିଗ୍‌ବିଜୟ ସିଂଙ୍କ ବୟାନକୁ ନେଇ ବିବାଦ…

4 years ago

ଏସ୍‌ପି ପତାକା ରଙ୍ଗରେ ରଙ୍ଗେଇଲା ରେଲଓ୍ବେ ହସ୍ପିଟାଲ ଶୌଚାଳୟ: ତେଜିଲା ଅସନ୍ତୋଷ

ଗୋରଖପୁର, ୨୯।୧୦: ଉତ୍ତରପ୍ରଦେଶରେ ସମାଜବାଦୀ ପାର୍ଟି(ଏସ୍‌ପି)ର ପତାକା ରଙ୍ଗରେ ଗୋରଖପୁର ରେଲଓ୍ବେ ହସ୍ପିଟାଲର ଶୌଚାଳୟକୁ ରଙ୍ଗାଯାଇଛି। ଏହାର ଫଟୋ ଏବଂ ଭିଡ଼ିଓ ସୋସିଆଲ ମିଡ଼ିଆରେ ଭାଇରାଲ ହେବା…

4 years ago

ପୋଲିସଙ୍କୁ ସୁପ୍ରିମ୍‌କୋର୍ଟଙ୍କ ତାଗିଦ୍‌: ସୀମା ଅତିକ୍ରମ ନ କରିବାକୁ ପରାମର୍ଶ

ନୂଆଦିଲ୍ଲୀ, ୨୯।୧୦: ସୋସିଆଲ୍‌ ମିଡ଼ିଆରେ କରାଯାଉଥିବା ପୋଷ୍ଟକୁ ନେଇ ସୁପ୍ରିମ୍‌କୋର୍ଟ ପୋଲିସଙ୍କୁ ତାଗିଦ୍‌ କରିଛନ୍ତି। ଲୋକଙ୍କୁ ଏନେଇ ଅଯଥା ହଇରାଣ ନ କରିବାକୁ ସୁପ୍ରିମ୍‌କୋର୍ଟ କହିଛନ୍ତି। ପୋଲିସ…

4 years ago

ସମସ୍ତ ଦେଶବାସୀଙ୍କୁ ମିଳିବ କରୋନା ଟିକା: ମୋଦି

ନୂଆଦିଲ୍ଲୀ,୨୯ ।୧୦: କରୋନା ଭାଇରସ ସଂକ୍ରମଣ ଦେଶଠାରୁ ବିଦେଶ ପର୍ଯ୍ୟନ୍ତ ସବୁଠାରେ ବୃ୍‌ଦ୍ଧି ପାଇବାରେ ଲାଗିଛି । ଇତିମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଖ୍ୟା ୮୦ ଲକ୍ଷ…

4 years ago

ଦେଶରେ ୮୦ ଲକ୍ଷ ଅତିକ୍ରମ କଲା କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୨୯ ।୧୦: ଦେଶରେ କରୋନା ସଂକ୍ରମଣ ବେଳକୁ ବେଳ ବଢିପାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୪୯,୮୮୧ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ…

4 years ago

ଡିୟୁ କୁଳପତି ନିଲମ୍ବିତ

ନୂଆଦିଲ୍ଲୀ,୨୯।୧୦: କର୍ତ୍ତବ୍ୟରେ ଅବହେଳା ପାଇଁ ଦିଲ୍ଲୀ ବିଶ୍ୱବିଦ୍ୟାଳୟ (ଡିୟୁ)ର କୁଳପତି ପ୍ରଫେସର ଯୋଗେଶ ତ୍ୟାଗୀଙ୍କୁ ନିଲମ୍ବନ କରାଯାଇଛି। ନିକଟରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଯୁକ୍ତିରେ କୁଳପତି ନେଇଥିବା ନିଷ୍ପତ୍ତି…

4 years ago