ଜାତୀୟ

ଶହେ କୋଟି ଭାରତୀୟ କରୋନାରେ ଆକ୍ରାନ୍ତ ହେବା ଆଶଙ୍କା: ନୀତି ଆୟୋଗ

ନୂଆଦିଲ୍ଲୀ, ୨୪।୯: ଦେଶରେ କରୋନା ସଂକ୍ରମଣ ଥମିବାର ନା ଧରୁନି। ଏବେ ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୯୦ ହଜାରରୁ ଅଧିକ ରହୁଛି। ଏଭଳି ଧାରା ଜାରି…

4 years ago

୭ ରାଜ୍ୟରେ ୪୩ ପୋଲ: ସୀମାରେ ଶୀଘ୍ର ପହଞ୍ଚିବ ଅସ୍ତ୍ରଶସ୍ତ୍ର

ନୂଆଦିଲ୍ଲୀ, ୨୪।୯: ଏଲ୍‌ଏସିରେ ଏଣିକି ଭାରତୀୟ ଯବାନଙ୍କ ପାଖରେ ଶୀଘ୍ର ଆବଶ୍ୟକ ସହାୟତା ତଥା ଅସ୍ତ୍ରଶସ୍ତ୍ର ପହଞ୍ଚିପାରିବ। ଅରୁଣାଚଳଠାରୁ ଲଦାଖ ମଧ୍ୟରେ ସଡ଼କ ପଥର ବିକାଶ କାର୍ଯ୍ୟ…

4 years ago

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ

ଶ୍ରୀନଗର, ୨୪।୯: ସିଆର୍‌ପିଏଫ୍‌ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି। ଗୁରୁବାର ସକାଳେ କାଶ୍ମୀରର ବୁଦଗାଓଁ ଜିଲାର ଚାଦୋରା ଅଞ୍ଚଳରେ ହୋଇଥିବା ଏହି ଆତଙ୍କବାଦୀ ଆକ୍ରମଣରେ…

4 years ago

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର, ୨୪।୯: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଗୁରୁବାର ସକାଳେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଅଓ୍ବନ୍ତିପୋରାର ତ୍ରାଲ୍‌ ଅଞ୍ଚଳର ମାଘମାଠାରେ କିଛି ଆତଙ୍କବାଦୀ ଲୁଚି ଥିବା ଖବର…

4 years ago

ବିଦେଶୀ ଅନୁଦାନ ସଂଶୋଧନ ବିଲ୍‌କୁ ଅନୁମୋଦନ

ନୂଆଦିଲ୍ଲୀ,୨୪।୯: ବିଦେଶୀ ଅନୁଦାନ ନିୟନ୍ତ୍ରଣ ସଂଶୋଧନ ବିଲ୍‌-୨୦୨୦ ରାଜ୍ୟ ସଭାରେ ବୁଧବାର ଗୃହୀତ ହୋଇଛି। ପୂର୍ବରୁ ଏହା ଲୋକ ସଭାରେ ଗୃହୀତ ହୋଇଥିବାରୁ ଏହି ସଂଶୋଧନ ବିଲ୍‌…

4 years ago

୩ ଶ୍ରମ ସଂସ୍କାର ବିଲ୍‌ ସଂସଦରେ ପାରିତ

ନୂଆଦିଲ୍ଲୀ,୨୪।୯(ପି.ଟି.): ପାର୍ଲାମେଣ୍ଟରେ ବୁଧବାର ୩ଗୋଟି ଶ୍ରମ ସଂସ୍କାର ବିଲ୍‌କୁ ଅନୁମୋଦନ ମିଳିଛି। ଏହି ବିଲ୍‌ କମ୍ପାନୀଗୁଡ଼ିକର ପ୍ରତିବନ୍ଧକକୁ ଦୂର କରିବ। ଏଥିସହ ଯେଉଁ କମ୍ପାନୀରେ ୩୦୦ ପର୍ଯ୍ୟନ୍ତ…

4 years ago

ଓଏନଜିସି କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ସୁରତ,୨୪।୯: ଗୁଜରାଟର ସୁରତରେ ଥିବା ତୈଳ ଏବଂ ପ୍ରାକୃତିକ ଗ୍ୟାସ ନିଗମ (ଓଏନଜିସି) କାରଖାନାରେ ଅଗ୍ନିକାଣ୍ଡ ଘଟିଛି। ଗୁରୁବାର ଭୋରୁ ଏହି ନିଆଁ ଲାଗିଥିବା ଜଣାପଡିଛି। ଘଟଣାସ୍ଥଳରେ…

4 years ago

ସ୍କୁଲରେ ସିଗାରେଟ ଟାଣୁଥିଲେ ପ୍ରିନ୍ସପାଲ: ଜଣାପଡ଼ିବା ପରେ…

ପାଟଣା, ୨୪।୯: ବିହାର ଭାଗଲପୁରର ଏକ ସରକାରୀ ବିଦ୍ୟାଳୟରେ ପ୍ରିନ୍ସପାଲଙ୍କୁ ସିଗାରେଟ ଟାଣିବା ମହଙ୍ଗା ପଡ଼ିଛି। କରୋନା ମହାମାରୀ ଯୋଗୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିଛି। କିନ୍ତୁ…

4 years ago

କରୋନାରେ ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗାଡିଙ୍କ ପରଲୋକ

ନୂଆଦିଲ୍ଲୀ, ୨୩।୯: କରୋନାରେ ପୀଡ଼ିତ ରେଳ ରାଷ୍ଟ୍ରମନ୍ତ୍ରୀ ସୁରେଶ ଅଙ୍ଗାଡିଙ୍କର ବୁଧବାର ଦିଲ୍ଲୀ ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୬୫ ବର୍ଷ ହୋଇଥିଲା।…

4 years ago

ହସ୍ପିଟାଲରେ ଭର୍ତ୍ତି ହେଲେ ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ

ନୂଆଦିଲ୍ଲୀ, ୨୩।୯: କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ବୁଧବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଆମ୍‌ ଆଦ୍‌ମୀ ପାର୍ଟିର ଏହି ୪୮…

4 years ago