ଜାତୀୟ

ଏବେ ହଟିବନି ଝୁମ୍ପୁଡ଼ି: ସୁପ୍ରିମ୍‌କୋର୍ଟରେ ଜବାବ ଦେଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ, ୧୪।୯: ରାଜଧାନୀ ଦିଲ୍ଲୀର ରେଳ ଲାଇନ କଡ଼ରେ ଥିବା ୪୮ ହଜାରରୁ ଅଧିକ ଝୁମ୍ପୁଡ଼ି ଘର ହଟାଇବା ନେଇ ସୁପ୍ରିମ୍‌କୋର୍ଟଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଥିଲା।…

4 years ago

ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କ ପରଲୋକ

କୋଲକାତା,୧୪।୯: ପ୍ରସିଦ୍ଧ ଛଉ ନୃତ୍ୟଶିଳ୍ପୀ ଧନଞ୍ଜୟ ମହାତୋଙ୍କର ହୃଦ୍‌ଘାତରେ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କ ୮୫ ବର୍ଷ ହୋଇଥିଲା। ପଶ୍ଚିମବଙ୍ଗର ପୁରୁଲିଆ ଜିଲାର ଏହି ପୁରୁଣା…

4 years ago

ସଂସଦରେ ପ୍ରଥମ ଥର ପାଇଁ ଘଟିଲା ୫ ନୂଆ ଘଟଣା !

ନୂଆଦିଲ୍ଲୀ, ୧୪।୯: ସଂସଦର ମୌସୁମୀ ଅଧିବେଶନ ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଥର ପାଇଁ ସଂସଦରେ ୫ଟି ନୂଆ ଘଟଣା ଘଟିଛି। ସଂସଦ ଆରମ୍ଭ ହେବା ସମୟରେ…

4 years ago

ଟଙ୍କାଏ ଜରିମାନା ଦେଲେ ପ୍ରଶାନ୍ତ ଭୁଷଣ

ନୂଆଦିଲ୍ଲୀ, ୧୪।୯: ନ୍ୟାୟପାଳିକାର ଅବମାନନା କରିଥିବା ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହୋଇଥିବା ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୁଷଣ ସୋମବାର କୋର୍ଟରେ ଟଙ୍କାଏ ଜରିମାନା ଦାଖଲ କରିଛନ୍ତି। ଏକ…

4 years ago

ଲକ୍‌ଡାଉନ ସମୟରେ କେତେ ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ହୋଇଛି ଜାଣି ନାହାନ୍ତି ସରକାର

ନୂଆଦିଲ୍ଲୀ,୧୪ ।୯: ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ସୋମବାର ଆରମ୍ଭ ହୋଇଛି । ଏଥିରେ ବିରୋଧି ଲିଖିତ ଭାବେ ପ୍ରଶ୍ନ ପଚାରୁଛନ୍ତି । କରୋନା ସଙ୍କଟ ଓ ଲକ୍‌ଡାଉନ…

4 years ago

ଭାରତ ନିର୍ମାଣ କରିଛି ବିଶ୍ୱର ସର୍ବୋଚ୍ଚ ରାସ୍ତା: ଏଠାରୁ ଚାଇନା ଉପରେ ରଖାଯିବ କଡ଼ା ନଜର

ନୂଆଦିଲ୍ଲୀ,୧୪ା୯: ଭାରତ ଏପରି ଏକ ରାସ୍ତା ନିର୍ମାଣ କରିଛି, ଯାହା ବିର୍ଶ୍ୱର ସବୁଠୁ ଉଚ୍ଚ ରାସ୍ତା। ଏହି ରାସ୍ତାର ବିଶେଷ କଥା ହେଉଛି,ଏଠାରୁ ଚାଇନାର ପ୍ରତ୍ୟେକ କାର୍ଯ୍ୟକଳାପ…

4 years ago

ଏସ୍‌ଏସ୍‌ଏଫ୍‌: ବିନା ଓ୍ବାରେଣ୍ଟ୍‌ରେ କରିବ ତଲାସୀ

ଲକ୍ଷ୍ନୌ, ୧୪।୯: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ଲାଗି ସ୍ପେଶାଲ ସିକ୍ୟୁରିଟି ଫୋର୍ସ(ଏସ୍‌ଏସ୍‌ଏଫ୍‌) ଗଠନ କରିଛନ୍ତି।  ବିନା ଓ୍ବାରେଣ୍ଟରେ ଯେକୌଣସି…

4 years ago

ସୌଦି ଜେଲର ଗୋଟିଏ ଘରେ ୨୫୦ ଭାରତୀୟ: ଜୀବନ ବଞ୍ଚାଇବା ଲାଗି ମୋଦିଙ୍କୁ କଲେ ଗୁହାରି

ନୂଆଦିଲ୍ଲୀ, ୧୪।୯: ସୌଦିରେ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲକ୍‌ଡାଉନ୍‌ ଜାରି ହୋଇଥିଲା। ଲକ୍‌ଡାଉନ୍‌ ଆଇନର ଉଲ୍ଲଂଘନ କରିଥିବା ଅଭିଯୋଗରେ ୨୫୦ ଜଣ ଭାରତୀୟଙ୍କୁ ସ୍ଥାନୀୟ ପୋଲିସ…

4 years ago

ଭାରାକ୍ରାନ୍ତ ମନ ନେଇ ମନାଲି ଫେରିଲେ କଙ୍ଗନା

ମୁମ୍ବାଇ,୧୪ ।୯: ବଲିଉଡ୍‌ର ଚର୍ଚ୍ଚିତ ନାୟିକା କଙ୍ଗନା ରାନାୱତ ସୋମବାର ନିଜ ହୋମ ଟାଉନ ମନାଲି ଫେରିଛନ୍ତି । ସେପ୍ଟେମ୍ବର ୯ରେ ସେ ମୁମ୍ବାଇ ଗସ୍ତ କରିଥିବା…

4 years ago

ପାକିସ୍ତାନ-ଚାଇନାରୁ ଭାରତକୁ ଆସୁଛି ଡ୍ରଗ୍ସ୍‌

ନୂଆଦିଲ୍ଲୀ, ୧୪।୯: ଦେଶରେ ଡ୍ରଗ୍ସ୍‌ କାରବାର ଯୋଗୁ ଯୁବପିଢ଼ିଙ୍କ ଉପରେ ନକରାତ୍ମକ ପ୍ରଭାବ ପଡୁଛି। ପାକିସ୍ତାନ ଏବଂ ଚାଇନାରୁ ଭାରତକୁ ଚୋରାରେ ଡ୍ରଗ୍ସ୍‌ ଆସୁଛି। ଏନେଇ ଭାଜପା…

4 years ago