ଜାତୀୟ

ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: କେନ୍ଦ୍ର ସରକାରଙ୍କ ମତାମତ ଲୋଡ଼ିଲେ ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ଧାର୍ମିକ ସ୍ଥଳ ବନ୍ଦ ରହିଛି। ଧାର୍ମିକସ୍ଥଳ ଖୋଲିବା ନେଇ ଦାଖଲ କରାଯାଇଥିବା ଏକ ଆବେଦନ ଉପରେ ସୁପ୍ରମ୍‌କୋର୍ଟ…

4 years ago

ଯଦି ଅଭିଯୋଗ ସତ ପ୍ରମାଣିତ ହୁଏ ତେବେ ୧୦୦ ଥର ଉଠ୍‌ବସ୍‌ ହେବି: ଜାଣନ୍ତୁ ଏପରି କାହିଁକି କହିଲେ ମମତା

କୋଲକାତା,୯।୯: ପଶ୍ଚିମବଙ୍ଗରେ ବେଶ୍‌ ଧୁମ୍‌ଧାମରେ ଦୂର୍ଗାପୂଜା ପାଳିତ ହୋଇଥାଏ। ହେଲେ ଚଳିତ ବର୍ଷ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଦୁର୍ଗାପୂଜା ପାଇଁ ଅନୁମତି ଦେଇ…

4 years ago

ଅବସର ପରେ ପୁନର୍ନିଯୁକ୍ତି ମନା

ଡେରାଡୁନ୍‌, ୯।୯: ଏବେ ଅବସର ଗ୍ରହଣ କରିଥିବା ସରକାରୀ କର୍ମଚାରୀଙ୍କୁ ଆଉ ପୁନର୍ନିଯୁକ୍ତି ମିଳିବ ନାହିଁ। ଏନେଇ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ତ୍ରିବେନ୍ଦ୍ର ସିଂ ରାଉତଙ୍କ ସରକାର ନୂଆ…

4 years ago

୨୧ ଦିନରେ ଦେଶକୁ କରୋନା ମୁକ୍ତ କରାଇବା ବଦଳରେ ଅର୍ଥବ୍ୟବସ୍ଥାକୁ ଡୁବେଇଲେ ମୋଦି

ନୂଆଦିଲ୍ଲୀ, ୯।୯: ଦେଶର ଅର୍ଥବ୍ୟବସ୍ଥା ନେଇ ବିରୋଧୀ ଦଳଙ୍କ ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କୁ ଘେରିବା ଜାରି ରହିଛି। ଏନେଇ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ…

4 years ago

ରାଷ୍ଟ୍ରପତି ଭବନରେ ଆତ୍ମହତ୍ୟା କଲେ ହାବିଲଦାର

ନୂଆଦିଲ୍ଲୀ,୯।୯: ରାଷ୍ଟ୍ରପତି ଭବନରେ ରହୁଥିବା ସେନାର ଜଣେ ହାବିଲଦାର ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଟେକ୍‌ ବାହାଦୂର। ପୋଲିସ ମୃତଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ଆରଏମଲ…

4 years ago

ପିଏମ୍‌ କିଷାନ ଯୋଜନାରେ ୧୧୦ କୋଟି ହେରଫେର୍‌: ୮୦ କର୍ମଚାରୀ ଚାକିରିରୁ ବିଦା

ନୂଆଦିଲ୍ଲୀ, ୯।୯: ଦେଶରେ ଚାଷୀଙ୍କ ବିକାଶ ପାଇଁ ପ୍ରଣୟନ ହୋଇଥିବା ‘ପିଏମ୍‌ କିଷାନ ଯୋଜନା’ରେ ୧୧୦ କୋଟିରୁ ଅଧିକ ଟଙ୍କା ହେରଫେର୍‌ ସମ୍ପର୍କରେ ଜଣାପଡ଼ିଛି। ଅନ୍‌ଲାଇନ୍‌ରେ ଟଙ୍କା…

4 years ago

ଭାରତ-ଚାଇନା ମଧ୍ୟରେ ମଧ୍ୟସ୍ଥତା କରିବାକୁ ମନା କଲା ରୁଷ

ମସ୍କୋ,୯।୯:ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କର ରୁଷର ରାଜଧାନୀ ମସ୍କୋରେ ପହଞ୍ଚିଛନ୍ତି। ବୈଦେଶିକ ମନ୍ତ୍ରୀ ଏଠାରେ ସାଂଘାଇ ସହଯୋଗ ସଂଗଠନ (ଏସସିଓ) ବୈଦେଶିକ ମନ୍ତ୍ରୀ ବୈଠକରେ ଯୋଗଦେବେ। ଏହି…

4 years ago

୨୧ରୁ ଖୋଲିବ ସ୍କୁଲ: ଜାରି ହେଲା ମାର୍ଗଦର୍ଶିକା

ନୂଆଦିଲ୍ଲୀ, ୯।୯: କରୋନା ମହାମାରୀ ସଂକ୍ରମଣ ଯୋଗୁ ବନ୍ଦ ଥିବା ସ୍କୁଲ ସେପ୍ଟେମ୍ବର ୨୧ରୁ ଖୋଲିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ଅନୁମତି ଦିଆଯାଇଛି। ନବମରୁ ଦ୍ୱାଦଶ…

4 years ago

ଅଶୋକ ଲେଲାଣ୍ଡ୍‌ ଚେୟାରମ୍ୟାନ୍‌ଙ୍କ ପରଲୋକ

ଚେନ୍ନାଇ,୯।୯: ହିନ୍ଦୁଜା ଗ୍ରୁପର ପ୍ରମୁଖ କମ୍ପାନୀ ଅଶୋକ ଲେଲାଣ୍ଡର ଚେୟାରମ୍ୟାନ ଆରଜେ ଶାହାନୀଙ୍କ ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୯ ବର୍ଷ ହୋଇଥିଲା। ଶାହାନୀ ଦୀର୍ଘ…

4 years ago

ମୃତ୍ୟୁ ହାର କମୁଛି, ବଢୁଛି ସୁସ୍ଥ ହେବା ସଂଖ୍ୟା: ୫ ରାଜ୍ୟରେ ସ୍ଥିତିରେ ଆସୁନି ସୁଧାର

ନୂଆଦିଲ୍ଲୀ, ୯।୯: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ତେବେ ଦେଶରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହାର କମୁଥିବା ବେଳେ ସୁସ୍ଥ…

4 years ago