ଜାତୀୟ

କୁମ୍ଭମେଳାରେ ପ୍ରତିଦିନ ୫୦ ଲକ୍ଷ ଶ୍ରଦ୍ଧାଳୁ ବୁଡ଼ ପକାଇବେ

ଡେରାଡୁନ୍‌, ୭।୧୦: ଆଗକୁ କୁମ୍ଭମେଳା ଆସୁଛି। ୨୦୨୧ ଜାନୁୟାରୀ ୧୪ରେ କୁମ୍ଭମେଳାର ଆରମ୍ଭ ହେବ। ଏହି ସମୟରେ ପ୍ରତିଦିନ ୩୫ରୁ ୫୦ ଲକ୍ଷ ପର୍ଯ୍ୟନ୍ତ ଶ୍ରଦ୍ଧାଳୁ ହରିଦ୍ୱାରର…

4 years ago

ପାଲାନିସାମି ଏଆଇଏଡିଏମ୍‌କେର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ଚେନ୍ନାଇ, ୭।୧୦: ଆସନ୍ତା ୨୦୨୧ ତାମିଲନାଡୁ ବିଧାନସଭା ନିର୍ବାଚନରେ ଏଆଇଏଡିଏମ୍‌କେ ପକ୍ଷରୁ ବର୍ତ୍ତମାନର ମୁଖ୍ୟମନ୍ତ୍ରୀ ଇଡାପାଡ୍ଡି କେ. ପାଲାନିସାମିଙ୍କୁ ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଭାବେ ଘୋଷଣା କରାଯାଇଛି। ଏନେଇ…

4 years ago

ସାମ୍ପ୍ରଦାୟିକ ଦଙ୍ଗା ଷଡ଼ଯନ୍ତ୍ର: ମରିସସ୍‌ରୁ ଆସିଥିଲା ୫୦ କୋଟି

ନୂଆଦିଲ୍ଲୀ, ୭।୧୦: ଉତ୍ତରପ୍ରଦେଶ ହାଥରସ୍‌ ମାମଲାରେ ସାମ୍ପ୍ରଦାୟିକ ଦଙ୍ଗା ଷଡ଼ଯନ୍ତ୍ର ପାଇଁ ମରିସସ୍‌ରୁ ୫୦ କୋଟି ଟଙ୍କା ଆସିଥିଲା। ଏସମ୍ପର୍କରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡ଼ି) ପକ୍ଷରୁ ସୂଚନା ଦିଆଯାଇଛି।…

4 years ago

ଶାହିନବାଗ ମାମଲା: ରାସ୍ତାରେ ଧାରଣା ଦେବା ଭୁଲ, କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୭।୧୦: ଦିଲ୍ଲୀର ଶାହିନବାଗ୍‌ ମାମଲା ନେଇ ସୁପ୍ରିମକୋର୍ଟ(ଏସ୍‌ସି) ବୁଧବାର ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ସରକାରଙ୍କୁ ବିରୋଧ କରି ସର୍ବସାଧାରଣ ରାସ୍ତାରେ ଧାରଣା ଦେବା ଅନ୍ୟାୟ ଏବଂ…

4 years ago

ହାଥରସ୍‌ ପୀଡ଼ିତାଙ୍କୁ ହତ୍ୟା କରିଛନ୍ତି ତାଙ୍କ ଭାଇ !

ଲକ୍ଷ୍ନୌ, ୭।୧୦: ଉତ୍ତରପ୍ରଦେଶର ହାଥରସ୍‌ ମାମଲାରେ ପ୍ରତି ଦିନ ନୂଆନୂଆ ଖବର ଆସିବାରେ ଲାଗିଛି। ଏବେ ଅଭିଯୁକ୍ତଙ୍କ ଆଇନଜୀବୀ ଏ.ପି.ସିଂଙ୍କ ମନ୍ତବ୍ୟ ନେଇ ଚର୍ଚ୍ଚା ଆରମ୍ଭ ହୋଇଛି।…

4 years ago

ଭାରତୀୟ ସେନାଙ୍କ ହାତରେ ଅତ୍ୟାଧୁନିକ ରାଇଫଲ: ଚାଇନାର ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୭।୧୦: ଭାରତୀୟ ସେନାଙ୍କ ହାତରେ ଏବେ ସିଗ୍‌ ସୌସର ଆସଲ୍ଟ ରାଇଫଲ ରହିବ। କେନ୍ଦ୍ର ସରକାର ୭୨ ହଜାର ୫୦୦ଟି ରାଇଫଲ କିଣିବା ପ୍ରସ୍ତାବକୁ ମଞ୍ଜୁରୀ…

4 years ago

କଣ୍ଟେନ୍‌ମେଣ୍ଟ ଜୋନ୍‌ରେ ଉତ୍ସବ ମନା

ନୂଆଦିଲ୍ଲୀ,୭।୧୦: କରୋନା ଯୋଗୁ କେତେକ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଏ ସବୁ ଜୋନ୍‌ରେ କୌଣସି ଉତ୍ସବ କାର୍ଯ୍ୟକ୍ରମ କରାଯାଇପାରବ ନାହିଁ ବୋଲି ମଙ୍ଗଳବାର…

4 years ago

ନୀତୀଶଙ୍କ ନେତୃତ୍ୱକୁ ଭାଜପାର ସମର୍ଥନ

ପାଟନା,୭।୧୦: ବିହାର ବିଧାନସଭା ନିର୍ବାଚନ ପୂର୍ବରୁ ଏନ୍‌ଡିଏରେ ଦେଖାଦେଇଥିବା ଫାଟ କ୍ରମଶଃ ମଳିନ ପଡ଼ିଯାଇଛି। ଚିରାଗ ପାଶ୍ୱାନଙ୍କ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ଜେଡିୟୁକୁ ବିରୋଧ କରିବ ଓ…

4 years ago

ଟଳିଲେ ୩ ଆତଙ୍କବାଦୀ

ଶ୍ରୀନଗର,୭।୧୦: ଜମ୍ମୁ କଶ୍ମୀରର ଶୋପିଆନରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ଘଟିଛି। ଶୋପିଆନର ସୁଜନ ଜନପୋରା ଅଞ୍ଚଳରେ ହୋଇଥିବା ଏନକାଉଣ୍ଟରରେ ୩ଜଣ ଆତଙ୍କବାଦୀ ନିହତ…

4 years ago

ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ଚାକିରି ଦେବେ ସରକାର

କୋଲକାତା, ୬।୧୦: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ହାତୀ ଆକ୍ରମଣରେ ମୃତ୍ୟୁବରଣ କରିଥିବା ଲୋକଙ୍କ ସମ୍ପର୍କୀୟଙ୍କୁ ହୋମ୍‌ଗାର୍ଡ ଚାକିରି ଦେବାକୁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଘୋଷଣା କରିଛନ୍ତି।…

4 years ago