ଜାତୀୟ

ଛେଳି ହତ୍ୟା ଅଭିଯୋଗରେ ମିଳିଲା ଏମିତି ଦଣ୍ଡ

ରାଞ୍ଚି,୨।୮: ଝାଡଖଣ୍ଡର ଗିରିଡିହ ଜିଲାର ମୁଫାସିଲ ପୋଲିସ ଷ୍ଟେସନ ଅଞ୍ଚଳର ଘାଗାଡିହା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଛେଳି ହତ୍ୟା ଅଭିଯୋଗରେ ଦୁଇଜଣ ଦଳିତ ଯୁବକଙ୍କୁ…

4 years ago

ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କୁ କରୋନା

ଲକ୍ଷ୍ନୌ,୨।୮-ଉତ୍ତରପ୍ରଦେଶ ଭାଜପା ଅଧ୍ୟକ୍ଷ ସ୍ବତନ୍ତ୍ର ଦେବ ସିଂହଙ୍କ ରବିବାର କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ଟୁଇଟ କରି ସୂଚନା ଦେଇଛନ୍ତି। ପ୍ରାଥମିକ କରୋନା…

4 years ago

ରାଜ୍ୟପାଳଙ୍କୁ କରୋନା

ଚେନ୍ନାଇ,୨।୮: ଏବେ ସାରା ଦେଶରେ କରୋନା ସ୍ଥିତି ଅସମ୍ଭାଳ ହୋଇପଡିଛି। ଏବେ କରୋନାରେ ବଡ ବଡ ନେତା ଆକ୍ରାନ୍ତ ହେଉଥିବା ଦେଖାଯାଇଛି। ଏହିକ୍ରମରେ ତାମିଲନାଡୁ ରାଜ୍ୟପାଳ ବନୱାରିଲାଲ…

4 years ago

ପୋଲିସ ଗାଡିରେ ବସି ଫଟୋ ଉଠାଇବା ମହଙ୍ଗା ପଡ଼ିଲା: ବନ୍ଧା ହେଲେ ୩ ଯୁବକ

ମୁଜାଫାନଗର,୨।୮-ପୋଲିସ ଗାଡିରେ ବସି ଫଟୋ ଉଠାଇ ଭାଇରାଲ କରିବା ୩ ଯୁବକଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ ଉତ୍ତରପ୍ରଦେଶ ପୋଲିସ ରବିବାର ସମ୍ପୃକ୍ତ ଯୁବକଙ୍କୁ ଗିରଫ କରିଛି।…

4 years ago

ଏଣିକି ହେଲମେଟ୍‌ ଉପରେ ନଜର ରଖିବେ ସରକାର, ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୨।୮:ସାଧାରଣତଃ ଚାଲାଣରୁ ବର୍ତ୍ତିବା ପାଇଁ କିଛି ଲୋକ ଯେକୌଣସି ପ୍ରକାରର ହେଲମେଟ ପିନ୍ଧନ୍ତି। ଯାହା ସୁରକ୍ଷା ଦୃଷ୍ଟିକୋଣରୁ ବେଳେବେଳେ ବିପଜ୍ଜନକ ପ୍ରମାଣିତ ହୁଏ। କାରଣ ସଡ଼କ ଦୁର୍ଘଟଣା…

4 years ago

ଅମିତ ଶାହାଙ୍କୁ କରୋନା, ମେଡିକାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨।୮: ସ୍ବରାଷ୍ଟ୍ର୍ୟ ମନ୍ତ୍ରୀ ଅମିତ ଶାହା କରୋନା ଆକ୍ରାନ୍ତ ହୋଇଥିବା ଜଣାପଡିଛି। ଏକଥା ସେ ନିଜେ ଟୁଇଟ୍‌ କରି ସୂଚନା ଦେଇଛନ୍ତି। କରୋନା ପଜିଟିଭ୍‌ ଜଣାପଡିବା ପରେ…

4 years ago

ରାମଲଲାଙ୍କ ଲଡୁ: ପୁଲଓ୍ବାମା କେଶର-କେରଳ କାଜୁ-ଅଷ୍ଟ୍ରେଲିଆ ବେସନ ଆଉ…

ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ଉତ୍ସବ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ସମ୍ପନ୍ନ ହେବ। ଏନେଇ ରାମଲଲାଙ୍କୁ ଲାଗିହେବାକୁ ଥିବା ଲଡୁ ପ୍ରସ୍ତୁତି…

4 years ago

ଭୂମି ପୂଜନ ପାଇଁ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ

ଅଯୋଧ୍ୟା,୨।୮: ଅଗଷ୍ଟ ୫ରେ ଅଯୋଧ୍ୟାରେ ରାମମନ୍ଦିରର ଭୂମି ପୂଜନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯିବ। ଏନେଇ ସୁନ୍ନି ଓ୍ବାକଫ ବୋର୍ଡକୁ ନିମନ୍ତ୍ରଣ କରାଯାଇଛି। ଏହି ଉତ୍ସବ…

4 years ago

ସମସ୍ୟା ନ ସୁଧୁରିଲେ ମୋଦିଙ୍କ ଇସ୍ତଫା ଦାବି କରିିବେ ଲୋକେ: ସଞ୍ଜୟ ରାଉତ

ମୁମ୍ବାଇ,୨।୮: ଭାରତରେ ଦେଖାଦେଇଥିବା କରୋନା ମହାମାରୀ ରୋକିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଅସଫଳ ରହିଛନ୍ତି। ସେହିପରି ଆର୍ଥିକ ସଙ୍କଟର ସମାଧାନ କରିବାକୁ ସରକାର ଅସମର୍ଥ। ଏପରି…

4 years ago

କରୋନାର ଭୟଙ୍କର ଚିତ୍ର: ଆକ୍ରାନ୍ତଙ୍କ ମୃତ୍ୟୁ ହେବା ଯୋଗୁ ଆମ୍ବୁଲାନ୍ସ ଛାଡ଼ି ପଳାଇଲେ ସ୍ବାସ୍ଥ୍ୟକର୍ମୀ

ପାଟଣା,୨।୮: ମହାମାରୀ କରୋନା ଭୟରେ ଲୋକଙ୍କ ମଧ୍ୟରୁ ମାନବିକତା ହଜିବାକୁ ବସିଲାଣି। ବିହାରର ସୁପୌଲରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି। ଜଣେ କରୋନା ସଂକ୍ରମିତଙ୍କ ମୃତ୍ୟୁ…

4 years ago