ଜାତୀୟ

କଂଗ୍ରେସରେ ସବୁ ଗଧ ଅଛନ୍ତି, କାହିଁକି ଏମିତି କହିଲେ ଭାଜପା ନେତ୍ରୀ

ନୂଆଦିଲ୍ଲୀ,୧୨।୭: ରାଜସ୍ଥାନର ଶାସକ ଦଳ କଂଗ୍ରେସର ଦୁଇ କ୍ଷମତା କେନ୍ଦ୍ର ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ ଏବଂ ଉପମୁଖ୍ୟମନ୍ତ୍ରୀ ସଚିନ ପାଇଲଟଙ୍କ ମଧ୍ୟରେ ଥିବା ଅସନ୍ତୋଷ ସାମ୍ନାକୁ ଆସିଛି।…

4 years ago

ରାଜସ୍ଥାନ କଂଗ୍ରେସ ସଙ୍କଟ: କପିଲଙ୍କ ପ୍ରଶ୍ନ, ଆମେ କେବେ ଜାଗି ଉଠିବୁ

ନୂଆଦିଲ୍ଲୀ,୧୨।୭: କଂଗ୍ରେସର ବରିଷ୍ଠ ନେତା କପିଲ ସିବଲ ରାଜସ୍ଥାନରେ କଂଗ୍ରେସ ସଙ୍କଟକୁ ନେଇ ଉଦବେଗ ପ୍ରକାଶ କରିଛନ୍ତି। ରାଜସ୍ଥାନ ମୁଖ୍ୟାମନ୍ତ୍ରୀ ଅଶୋକ ଗେହଲୋତ ରାଜ୍ୟରେ ଭାଜପା କଂଗ୍ରେସ…

4 years ago

ମହିଳା କନଷ୍ଟେବଳଙ୍କୁ ଭାଜପା ମନ୍ତ୍ରୀଙ୍କ ପୁଅ ଦେଲେ ଧମକ: ‘ଏକ ବର୍ଷ ପର୍ଯ୍ୟନ୍ତ ତୁମକୁ ଏଭଳି ଛିଡ଼ା କରି ରଖିପାରିବି’

ନୂଆଦିଲ୍ଲୀ,୧୨।୭: ଗୋଟିଏ ବର୍ଷ ପର୍ଯ୍ୟନ୍ତ ତୁମକୁ ଏଭଳି ଛିଡ଼ା କରି ରଖିପାରିବି। ଜଣେ ମହିଳା କନଷ୍ଟେବଳଙ୍କୁ ଏଭଳି କିଛି ଧମକ ଦେଇ ଚର୍ଚ୍ଚାକୁ ଆସିଛନ୍ତି ଭାଜପାର ଜଣେ…

4 years ago

ବିକାଶ ଦୁବେଙ୍କ ଅପରାଧ ଦୁନିଆ ଛାଡ଼ିବାକୁ ଚାହୁଁଥିଲେ ଅମର, ଜାଣନ୍ତୁ ଏହାର କାରଣ

ଲକ୍ଷ୍ନୌ,୧୨ା୭: ଉତ୍ତରପ୍ରଦେଶର କାନପୁର ଏନ୍‌କାଉଣ୍ଟରର ମୁଖ୍ୟ ଅଭିଯୁକ୍ତ ବିକାଶ ଦୁବେଙ୍କ ଡାହାଣ ହାତ ଥିଲେ ସାର୍ପ ସୁଟର ଅମର ଦୁବେ। ବର୍ତ୍ତମାନ ଦୁହିଁଙ୍କ ମୃତ୍ୟୁ ପରେ ନୂଆ…

4 years ago

୧୫-୩୦ ଦିନ ମଧ୍ୟରେ ଦୁଇଗୁଣା ହେବ ସଂକ୍ରମଣ: ସ୍ବାସ୍ଥ୍ୟମନ୍ତ୍ରୀ

ବେଙ୍ଗାଲୁରୁ,୧୨।୭: ଦେଶରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ଆସନ୍ତା ୧୫-୩୦ ଦିନ ମଧ୍ୟରେ କର୍ନାଟକରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଗୁଣା ବୃଦ୍ଧି…

4 years ago

ପାଇଲଟ ସାଜିବାକୁ ସଚିନଙ୍କ ଇଛା: ବହୁମତ ପାଇଁ ଆବଶ୍ୟକ ୧୦୧ ସଦସ୍ୟ

ଜୟପୁର, ୧୨।୭: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ସରକାରଙ୍କ ଉପରେ ସଙ୍କଟ ମାଡ଼ିଆସୁଛି। ସଚିନ ପାଇଲଟ ଏବେ ରାଜ୍ୟର ପାଇଲଟ ସାଜିବାକୁ ଇଛା କରିଛନ୍ତି। ତେବେ ଶାସନ…

4 years ago

ଐଶ୍ୱର୍ଯ୍ୟା, ଝିଅ ଆରାଧ୍ୟାଙ୍କ ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ,୧୨।୭: ବଲିଉଡ୍‌ ନାୟିକା ତଥା ଅମିତାଭ ବଚ୍ଚନଙ୍କ ବୋହୂ ଐଶ୍ୱର୍ଯ୍ୟା ରାୟ ବଚ୍ଚନ କରୋନାରେ ପୀଡ଼ିତ ଥିବା ସୂଚନା ମିଳିଛି। କେବଳ ସେ ନୁହେଁ ତାଙ୍କ ଝିଅ…

4 years ago

ଆଧାର କାର୍ଡ ଦେଖାଇଲେ ମିଳିବ କରୋନା ଔଷଧ ‘ରେମଡେସିଭିର୍‌’

ମୁମ୍ବାଇ, ୧୨।୭: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ଥମିବାର ନା ଧରୁନି। କରୋନା ମହାମାରୀ ସମୟରେ ରାଜ୍ୟରେ ମାସ୍କ, ସାନିଟାଇଜର ଏବଂ କରୋନା ଔଷଧ ‘ରେମଡେସିଭିର୍‌’ର କଳାବଜାରି ବଢ଼ିଚାଲିଛି।…

4 years ago

ସପ୍ତାହରେ ୫ ଦିନ ଖୋଲିବ ସରକାରୀ କାର୍ଯ୍ୟାଳୟ

ଲକ୍ଷ୍ନୌ, ୧୨।୭: ଉତ୍ତରପ୍ରଦେଶରେ କରୋନା ସଂକ୍ରମଣ ବଢ଼ିଚାଲିଛି। ଏହାକୁ ରୋକିବା ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପଦକ୍ଷେପ ଗ୍ରହଣ କରାଯାଇଛି। ଏଣିକି ରାଜ୍ୟରେ…

4 years ago

ବେପରୁଆ ଭାବେ କରୋନା ରୋଗୀଙ୍କ ମୃତଦେହକୁ ଅଟୋରିକ୍ସାରେ ବୁହାଗଲା

ନିଜାମାବାଦ,୧୨।୭: ଦେଶରେ ବେଳକୁ ବେଳ କରୋନା ସଂକ୍ରମଣ ବଢି ବଢି ଚାଲିଥିବା ବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଏପରିସ୍ଥଳେ ହସ୍ପିଟାଲ କର୍ମଚାରୀଙ୍କ ଏକ…

4 years ago