ଜାତୀୟ

ଶିବରାଜ-ସିନ୍ଧିଆ ଟଣାଓଟରା: ଛିଣ୍ଡୁନି ବିଭାଗ ଭାଗବଣ୍ଟା

ଭୋପାଳ, ୫।୭: ମଧ୍ୟପ୍ରଦେଶ ରାଜନୀତିରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମଧ୍ୟରେ ଟଣାଓଟରା ଜାରି ରହିଛି। ଇତିମଧ୍ୟରେ ମନ୍ତ୍ରୀମଣ୍ଡଳ ସମ୍ପ୍ରସାରଣ କରିବାକୁ ୩…

4 years ago

ଡରାଇ ଚାଲିଛି କରୋନା: ୨୪ ଘଣ୍ଟାରେ ୨୪ହଜାର ଅତିକ୍ରମ କରି ପୁଣି କଲା ରେକର୍ଡ

ନୂଆଦିଲ୍ଲୀ,୫।୭: ସମସ୍ତଙ୍କ ଚିନ୍ତା ବଢାଇ ଚାଲଛି କରୋନା ସଂକ୍ରମଣ। ଦେଶରେ ସଂକ୍ରମଣର ସଂଖ୍ୟା ରେକର୍ଡ ପରେ ରେକର୍ଡ କରି ଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ…

4 years ago

ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ପୁଣି ଆକ୍ରମଣ: ଆଇଇଡ଼ି ବିସ୍ଫୋରଣ କଲେ ଆତଙ୍କବାଦୀ

ଶ୍ରୀନଗର, ୫।୭: ଜମ୍ମୁ-କଶ୍ମୀର ପୁଳଓ୍ବାମା ଜିଲାରେ ରବିବାର ପୁଣି ସିଆର୍‌ପିଏଫ୍‌ ପାଟ୍ରୋଲିଂ ଟିମ୍‌ ଉପରେ ଆତଙ୍କବାଦୀ ଆକ୍ରମଣ କରିଛନ୍ତି। ସକାଳ ୭ଟା ୪୦ରେ ଆତଙ୍କବାଦୀମାନେ ୧୮୨ ବାଟାଲିୟନ…

4 years ago

ଦେହରେ ଲାଗିଲା ୧୭ ଗୁଳି: ତେବେ ବି ଏହି ଯବାନଙ୍କ ଯୋଗୁ ଟାଇଗର ହିଲ୍‌ରେ ଉଡ଼ିଲା ତ୍ରିରଙ୍ଗା

ନୂଆଦିଲ୍ଲୀ, ୫।୭: କାରଗିଲ୍‌ର ଟାଇଗର ହିଲ୍‌କୁ ୨୧ ବର୍ଷ ତଳେ ଭାରତ ନିଜ ଅଧିନକୁ ଆଣିଥିଲା। ୧୯୯୯ରେ ଜୁଲାଇ ୫ରେ ପରମବୀର ଚକ୍ର ବିଜେତା ସୁବେଦାର ଯୋଗେନ୍ଦ୍ର…

4 years ago

ମଙ୍ଗଳୟାନ ଉଠାଇଲା ‘ଫାବୋସ୍‌’ ଫଟୋ

ବେଙ୍ଗାଲୁରୁ,୫ା୭ : ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ମଙ୍ଗଳୟାନ(ମାର୍ସ ଅର୍ବିଟର ମିଶନ)ରେ ଥିବା ମାର୍ସ କଲର କ୍ୟାମେରା (ଏମ୍‌ସିସି) ମଙ୍ଗଳ ଗ୍ରହର ବୃହତ୍ତମ ଚନ୍ଦ୍ର ‘ଫୋବୋସ୍‌’ର…

4 years ago

ଚକ୍ରବୂ୍ୟହରେ ଚାଇନା

ନୂଆଦିଲ୍ଲୀ,୫ା୭: ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି)ଅତିକ୍ରମ କରି ଲଦାଖର କେତେକ ଅଞ୍ଚଳକୁ ଅକ୍ତିଆର କରିବା ପାଇଁ ଚାଇନା ଭାରତ ସହ ସୀମାବିବାଦ ବଢ଼ାଇଥିବାବେଳେ ସେପଟେ ଅନ୍ୟ ପଡୋଶୀ…

4 years ago

ମାଟିରେ ମିଶିଲା ଗ୍ୟାଙ୍ଗ୍‌ଷ୍ଟର ବିକାଶଙ୍କ ଘର

ଲକ୍ଷ୍ନୌ,୫ା୭(ପି.ଟି./ଆଇଏଏନ୍‌ଏସ୍‌): ଉତ୍ତରପ୍ରଦେଶର କୁଖ୍ୟାତ୍‌ ଗ୍ୟାଙ୍ଗ୍‌ଷ୍ଟର ବିକାଶ ଦୁବେଙ୍କୁ ଧରିବା ପାଇଁ ପୋଲିସ ତନାଘନା ଆରମ୍ଭ କରିଛି। ଜେସିବି ଲଗାଇ ତାଙ୍କ ଘରକୁ ମାଟିରେ ମିଶାଇ ଦିଆଯାଇଛି। ଏହି…

4 years ago

‘ବୈଜ୍ଞାନିକ ଗବେଷଣା ନିର୍ଦ୍ଦେଶ ଅନୁସାରେ କରାଯିବା ଅନୁଚିତ’

ନୂଆଦିଲ୍ଲୀ,୫।୭: ମହାମାରୀ କରୋନା ଭୂତାଣୁକୁ ରୋକିବା ଲାଗି ପ୍ରସ୍ତୁତ କରାଯାଉଥିବା ଟିକାକୁ ନେଇ ରାଜନୀତି ଆରମ୍ଭ ହୋଇଛି। ସିପିଏମ୍‌ ମହାସଚିବ ସୀତାରାମ ୟେଚୁରୀ କହିଛନ୍ତି, ଭାରତୀୟ ଆୟୁର୍ବିଜ୍ଞାନ…

4 years ago

‘ମୋଦି ରାଜଧର୍ମ ପାଳନ କରନ୍ତୁ’

ନୂଆଦିଲ୍ଲୀ,୫ା୭ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲେହରେ ଯବାନମାନଙ୍କୁ ସମ୍ବୋଧିତ କରିବାର ଦିନକ ପରେ କଂଗ୍ରେସ ତାଙ୍କୁ ରାଜଧର୍ମ ପାଳନ କରିବାକୁ ପରାମର୍ଶ ଦେଇଛି। ଚାଇନାର ଅତିକ୍ରମଣ…

4 years ago

‘କରୋନାର ସ୍ଥାୟୀ ପ୍ରତିକାର ଦେଇପାରିବ ବୁଦ୍ଧଙ୍କ ବାଣୀ’

ନୂଆଦିଲ୍ଲୀ,୫ା୭(ପି.ଟି.): ଭଗବାନ ବୁଦ୍ଧଙ୍କ ବାର୍ତ୍ତାର ଏବେ ମଧ୍ୟ ପ୍ରାସଙ୍ଗିକତା ରହିଛି ବୋଲି ରାଷ୍ଟ୍ରପତି ରାମନାଥ କୋବିନ୍ଦ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପ୍ରକାଶ କରିଛନ୍ତି। ସାରା ବିଶ୍ୱ…

4 years ago