ଜାତୀୟ

କରୋନା ମୃତକଙ୍କ ଅନ୍ତିମ ସଂସ୍କାର ନେଇ ପୁଣେରେ ରାଜନୀତି ଆରମ୍ଭ

ପୁଣେ, ୧୬।୬: କରୋନା ସଂକ୍ରମଣ ତାଲିକାରେ ମହାରାଷ୍ଟ୍ର ଦେଶରେ ସମସ୍ତ ରାଜ୍ୟ ମଧ୍ୟରେ ଶୀର୍ଷରେ ରହିଛି। କରୋନା ମୃତକଙ୍କୁ ବହୁ କ୍ଷେତ୍ରରେ ପରିବାର ସଦସ୍ୟ ଛାଡ଼ି ଚାଲିଯାଉଥିବାରୁ…

4 years ago

ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ହସ୍ପିଟାଲରେ ଭର୍ତ୍ତି ହେଲେ ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୬।୬: ଦିଲ୍ଲୀର ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ଓ ଜ୍ୱର ଯୋଗୁ ସୋମବାର ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତାଙ୍କୁ ରାଜୀବ ଗାନ୍ଧୀ…

4 years ago

ଶୋପିଆନ୍‌ରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ, ଅସ୍ତ୍ରଶସ୍ତ୍ର ଜବତ

ଶ୍ରୀନଗର, ୧୬।୬: ଜମ୍ମୁ-କଶ୍ମୀରରେ ଆତଙ୍କବାଦ ବିରୋଧୀ ଲଢ଼େଇରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ଶୋପିଆନ୍‌ ଜିଲାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀ ନିହତ ହୋଇଛନ୍ତି। ସେଠାରୁ ଅସ୍ତ୍ରଶସ୍ତ୍ର ଜବତ…

4 years ago

୨୪ ଘଣ୍ଟାରେ ସୁସ୍ଥ ହେଲେ ୧୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ, ୧୬।୬: କରୋନା ମହାମାରୀ ଯୋଗୁ ଭାରତରେ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ମଙ୍ଗଳବାର ସୁଦ୍ଧା ଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩୪ ହଜାର ୯୧ରେ…

4 years ago

ଶତାବ୍ଦୀ ଶେଷ ସୁଦ୍ଧା ଭାରତ ହେବ ୪.୪ ଡିଗ୍ରୀ ଅଧିକ ଉତ୍ତପ୍ତ

ନୂଆଦିଲ୍ଲୀ,୧୬ା୬(ପି.ଟି.): ଚଳିତ ଶତାବ୍ଦୀର ଶେଷ ସୁଦ୍ଧା ଭାରତର ତାପମାତ୍ରା ୪.୪ ଡିଗ୍ରୀ ସେଲ୍‌ସିୟସ୍‌ ବୃଦ୍ଧି ହୋଇପାରେ। ସେହିପରି ଉଷ୍ମ ପ୍ରବାହର ତୀବ୍ରତା ୩-୪ ଗୁଣ ବଢ଼ିପାରେ ବୋଲି…

4 years ago

ରଥଯାତ୍ରା ନେଇ ସୁପ୍ରିମକୋର୍ଟରେ ପୁଣି ପିଟିଶନ

ଭୁବନେଶ୍ୱର, ୧୬।୬(ବ୍ୟୁରୋ)/ ନୂଆଦିଲ୍ଲୀ(ସ୍ବ.ପ୍ର.): ପୁରୀ ରଥଯାତ୍ରା ସଂକ୍ରାନ୍ତରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରାଯାଇଛି। ହାଇକୋର୍ଟ…

4 years ago

ପ୍ରତିରୋଧ କ୍ଷମତାକୁ ନେଇ ଭାରତ ଦୃଢ଼

ନୂଆଦିଲ୍ଲୀ, ୧୬ା୬: ଭାରତ ଅପେକ୍ଷା ପାକିସ୍ତାନରେ ରହିଛି ଅଧିକ ଅଣୁଅସ୍ତ୍ର। ଚାଇନା ପାଖରେ ପାକିସ୍ତାନ ଅପେକ୍ଷା ଦୁଇଗୁଣା ଅଧିକ ଅଣୁଅସ୍ତ୍ର ରହିଛି। ହେଲେ ଭାରତର ପ୍ରତିରୋଧ କ୍ଷମତା…

4 years ago

୬୫% ବୟସ୍କଙ୍କ ଜୀବିକା ପ୍ରଭାବିତ

ନୂଆଦିଲ୍ଲୀ,୧୬ା୬(ପି.ଟି.): କରୋନାଜନିତ ଲକ୍‌ଡାଉନ ଯୋଗୁ ୬୫ ପ୍ରତିଶତ ବୟସ୍କ ବ୍ୟକ୍ତିଙ୍କ ଜୀବିକା ପ୍ରଭାବିତ ହୋଇଛି। ଏହି ସମୟରେ ସେମାନେ କାମଧନ୍ଦା ହରାଇଛନ୍ତି କିମ୍ବା ସେମାନଙ୍କୁ ମିଳୁଥିବା ବେତନ…

4 years ago

ନେପାଳ ସୀମା ବିବାଦ ପଛରେ ଚାଇନା

ନୂଆଦିଲ୍ଲୀ,୧୬ା୬: ଭାରତ ସହ ଦୀର୍ଘ ଦଶନ୍ଧି ଧରି ଉତ୍ତମ ସମ୍ପର୍କ ରଖିଆସିଥିବା ପଡ଼ୋଶୀ ଦେଶ ନେପାଳ ହଠାତ୍‌ ସୀମା ବିବାଦ ସୃଷ୍ଟି କରିବା ପଛରେ ସେଠାର ଘରୋଇ…

4 years ago

ଚାରି ମହଲାରୁ ୨ପିଲାଙ୍କୁ ଫିଙ୍ଗିଦେଲେ: ଜଣେ ମୃତ

କୋଲକାତା,୧୬ା୬(ଆଇଏଏନ୍‌ଏସ୍‌): କୋଲକାତାର ବୁରାବଜାର ଅଞ୍ଚଳରେ ଏକ ବୀଭତ୍ସ ତଥା ହୃଦୟ ବିଦାରକ ଘଟଣା ଘଟିଛି। ପୂର୍ବ ଶତ୍ରୁତା କାରଣରୁ ଜଣେ ୫୫ ବର୍ଷୀୟ ବ୍ୟକ୍ତି ରବିବାର ରାତିରେ…

4 years ago