ଜାତୀୟ

ହାଇବ୍ରିଡ୍‌ ହେବ ମୌସୁମୀ ଅଧିବେଶନ

ନୂଆଦିଲ୍ଲୀ,୧୩ା୬ : ଏଥର ପାର୍ଲାମେଣ୍ଟର ମୌସୁମୀ ଅଧିବେଶନ ହାଇବ୍ରିଡ୍‌ ହୋଇପାରେ। ଅର୍ଥାତ୍‌ ଉଭୟ ରାଜ୍ୟ ସଭା ଓ ଲୋକ ସଭାରେ ସଦସ୍ୟଙ୍କ ଉପସ୍ଥିତି ବ୍ୟକ୍ତିଗତ ଏବଂ ଭର୍ଚୁଆଲ…

4 years ago

ଘରୋଇ ସଂସ୍ଥାକୁ ସୁପ୍ରିମକୋର୍ଟ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୩ା୬(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ସମୟରେ କର୍ମଚାରୀଙ୍କୁ ସମ୍ପୂର୍ଣ୍ଣ ବେତନ ଦେଇପାରି ନ ଥିବା ଘରୋଇ କମ୍ପାନୀ ବିରୋଧରେ ଜୁଲାଇ ଶେଷ ପର୍ଯ୍ୟନ୍ତ କୌଣସି କାର୍ଯ୍ୟାନୁଷ୍ଠାନ…

4 years ago

ତିରୁପତି ମନ୍ଦିର କର୍ମଚାରୀ କରୋନା ପଜିଟିଭ୍‌: ୨ ଦିନ ଶ୍ରଦ୍ଧାଳୁଙ୍କ ପ୍ରବେଶ ମନା

ତିରୁପତି,୧୨।୬: ତିରୁମାଲା ତିରୁପତି ଦେବସ୍ଥାନମ୍‌(ଟିଟିଡି)ର ଜଣେ କର୍ମଚାରୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତ ଜଣକ ଟିଟିଡିର ସ୍ବାସ୍ଥ୍ୟ ବିଭାଗରେ କାର୍ଯ୍ୟ କରୁଥିବା ଜଣାପଡ଼ିଛି। ଏହାପରେ…

4 years ago

ମହାରାଷ୍ଟ୍ରରେ ବେଲଗାମ ହେଉଛି କରୋନା: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ମୁମ୍ବାଇ,୧୨।୬: ସାରା ବିଶ୍ୱରେ କରୋନା ସଙ୍କଟ ଜଟିଳ ହେବାରେ ଲାଗିଛି। ଦେଶରେ କରୋନା ସଂକ୍ରମଣରେ ସବୁଠାରୁ ଅତ୍ୟଧିକ ପ୍ରଭାବିତ ହୋଇଛି ମହାରାଷ୍ଟ୍ର। ଦିନକୁ ଦିନ ଏଠାରେ ବଢ଼ୁଥିବା…

4 years ago

ଅନ୍‌ଲକ୍‌-୧: ରାତ୍ରକାଳୀନ କର୍ଫ୍ୟୁରେ ରାଜପଥରେ ଚଳାଚଳ କରିବ ଯାନବାହନ

ନୂଆଦିଲ୍ଲୀ ,୧୨।୬: ସାରା ଦେଶରେ କରୋନା ଭାଇରସ୍‌ ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହି ମାମଲାକୁ ଦେଖିଲେ ଅନୁମାନ କରିହେଉଛି ଯେ, ବିନା ଭ୍ୟାକସିନ୍‌ରେ କରୋନା…

4 years ago

ଶ୍ରମ ମନ୍ତ୍ରଣାଳୟର ଆଉ ୨୫ ଅଧିକାରୀ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ,୧୨।୬: ଶ୍ରମ ଓ ରୋଜଗାର ମନ୍ତ୍ରଣାଳୟର ଆଉ ୨୫ଜଣ ଅଧିକାରୀ ଶୁକ୍ରବାର କରୋନା ପଜିଟିଭ୍‌ ହୋଇଥିବା ଜଣାପଡ଼ିଛି। ଏହାକୁ ମିଶାଇ ମନ୍ତ୍ରଣାଳୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬ରେ…

4 years ago

ଡାକ୍ତରଙ୍କୁ ଦରମା ନ ମିଳିବା ନେଇ ମତ ରଖିଲେ ସୁପ୍ରିମକୋର୍ଟ: କହିଲେ, ଯୁଦ୍ଧରେ ସୈନ୍ୟଙ୍କୁ କରିପାରିବ ନାହିଁ ଅସନ୍ତୁଷ୍ଟ

ନୂଆଦିଲ୍ଲୀ,୧୨।୬: କରୋନା ଭାଇରସ୍‌ ବିରୋଧରେ ଯୋଦ୍ଧା ସାଜିଥିବା ଡାକ୍ତରଙ୍କ ଦରମା ନ ମିଳିବା ଏବଂ ତାଙ୍କର ଉପଯୁକ୍ତ ରହଣୀ ବ୍ୟବସ୍ଥାକୁ ନେଇ ଶୁକ୍ରବାର କଡ଼ା ଆଭିମୁଖ୍ୟ ଗ୍ରହଣ…

4 years ago

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ବାସଭବନକୁ ବୋମାରେ ଉଡାଇଦେବାକୁ ମିଳିଲା ଧମକ: ବଢ଼ିଲା ସୁରକ୍ଷା ବ୍ୟବସ୍ଥା

ଲକ୍ଷ୍ନୌ,୧୨।୬: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ବାସଭବନ ଓ ଅନ୍ୟ ଗୁରୁତ୍ୱପୂର୍ଣ୍ଣ ସ୍ଥାନଗୁଡ଼ିକୁ ବୋମାରେ ଉଡ଼ାଇଦେବାକୁ ଧମକ ମିଳିଛି। ଆଉ ଏହି ଧମକ ଏକ କଲ୍‌ ସେଣ୍ଟରରୁ…

4 years ago

ମୃତଦେହ ସହ ହେଉଥିବା ଖରାପ୍‌ ବ୍ୟବହାରକୁ ନେଇ ଦିଲ୍ଲୀ ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨।୬: ଦିଲ୍ଲୀରେ ଦିନକୁ ଦିନ କରୋନା ଭାଇରସ୍‌ ସଂକ୍ରମଣ ବଢ଼ିବା ସହ ଲଗାତର ଖରାପ୍‌ ହେଉଥିବା ସ୍ଥିତିକୁ ନେଇ ଶୁକ୍ରବାର ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି। ଶୁଣାଣି ସମୟରେ…

4 years ago

ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ: ଜଣେ ମୃତ

ସୀତାମଢି,୧୨ ।୬: ଭାରତ-ନେପାଳ ସୀମାରେ ଗୁଳିକାଣ୍ଡ ଘଟିଛି। ଏଥିରେ ଜଣେ ଭାରତୀୟଙ୍କ ମୃତ୍ୟୁ ହୋଇଥିବାବେଳେ ୨ ଜଣ ଆହତ ହୋଇଛନ୍ତି। ସୀମାରେ ଦୁଇ ଦେଶ ମଧ୍ୟରେ ବିବାଦ…

4 years ago