ଜାତୀୟ

ମହାରାଷ୍ଟ୍ର କ୍ୟାବିନେଟ୍‌ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ଆକ୍ରାନ୍ତ

ମୁମ୍ବାଇ,୧୨।୬: ମହାରାଷ୍ଟ୍ରର ପୁଣି ଜଣେ ମନ୍ତ୍ରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନସିପିର ବରିଷ୍ଠ ନେତା ତଥା କ୍ୟାବିନେଟ ମନ୍ତ୍ରୀ ଧନଞ୍ଜୟ ମୁଣ୍ଡେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।…

4 years ago

ରେକର୍ଡ ଭାଙ୍ଗିଲା କରୋନା: ୨୪ ଘଣ୍ଟାରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ, ୩୯୬ ମୃତ

ନୂଆଦିଲ୍ଲୀ,୧୨।୬ : ମହାମାରୀ କରୋନା ଶୁକ୍ରବାର ଭାରତରେ ରେକର୍ଡ ଭାଙ୍ଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୧୧ ହଜାର ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ମୋଟ…

4 years ago

ବ୍ରିଟେନକୁ ଟପି ଚତୁର୍ଥ ସ୍ଥାନରେ ଭାରତ

ନୂଆଦିଲ୍ଲୀ, ୧୨ା୬:ମହାମାରୀ କରୋନା ଲୋକଙ୍କ ଜୀବନ ଜୀବିକା ଛଡ଼ାଇ ନେବା ସହ ଉଗ୍ରରୂପ ଧାରଣ କରିବାରେ ଲାଗିଛି। ବିଶ୍ୱରେ ୭୫ ଲକ୍ଷରୁ ଅଧିକ ଲୋକ ଭୂତାଣୁ ଆକ୍ରାନ୍ତ…

4 years ago

ଆତ୍ମନିର୍ଭର ଭାରତ ନିର୍ମାଣରେ କୋଭିଡ୍‌ ଏକ ସୁଯୋଗ: ମୋଦି

କୋଲକାତା,୧୨ା୬(ପି.ଟି.):ଆତ୍ମନିର୍ଭର ଭାରତ ନିର୍ମାଣ ଲାଗି କୋଭିଡ୍‌-୧୯ ସଙ୍କଟକୁ ଏକ ସୁଯୋଗରେ ରୂପାନ୍ତରିତ କରାଯିବା ଆବଶ୍ୟକ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି। ଗୁରୁବାର ଭିଡିଓ କନ୍‌ଫରେନ୍ସ ଜରିଆରେ…

4 years ago

୧୦୦ କୋଟିର ହେରୋଇନ ଜବତ

ନୂଆଦିଲ୍ଲୀ/ଶ୍ରୀନଗର,୧୨ା୬:ପାକିସ୍ତାନ ପ୍ରାୟୋଜିତ ଏକ ବଡ଼ ଧରଣର ନିଶାଦ୍ରବ୍ୟ କାରବାର ର଼୍ୟାକେଟର ପର୍ଦ୍ଦଫାସ୍‌ କରିଛି ଜମ୍ମୁ-କଶ୍ମୀରର ହଣ୍ଡଓ୍ବାରା ପୋଲିସ। ଏହି ଘଟଣାରେ ସମ୍ପୃକ୍ତ ୩ ଲଶ୍କର-ଇ-ତୋଇବା ଆତଙ୍କବାଦୀ ଗିରଫ…

4 years ago

ରାଜ୍ୟ ସଭା ନିର୍ବାଚନ ପୂର୍ବରୁ ଘୋଡ଼ାବେପାର

ଜୟପୁର, ୧୨ା୬:ମଧ୍ୟପ୍ରଦେଶରେ କମଳନାଥ ସରକାର ପରେ ଭାଜପା ଏବେ ରାଜସ୍ଥାନ ସରକାରକୁ ଭାଙ୍ଗିବା ଲାଗି ପ୍ରୟାସ ଜାରି ରଖିଛି। ବିଶେଷକରି ଜୁନ୍‌ ୧୯ରେ ରାଜ୍ୟ ସଭା ଭୋଟ…

4 years ago

ଥମୁନି ସୀମା ବିବାଦ

ନୂଆଦିଲ୍ଲୀ, ୧୨ା୬:ପୂର୍ବ ଲଦାଖ ଅଞ୍ଚଳରେ ଶାନ୍ତି ଫେରାଇ ଆଣିବା ଲାଗି ଭାରତ ଓ ଚାଇନା ଆଲୋଚନା ଟେବୁଲକୁ ଯାଇ ସୈନ୍ୟ ପ୍ରତ୍ୟାହାର କରିଥିଲେ। ସେନା ଅଧିକାରୀସ୍ତରୀୟ ଆଲୋଚନା…

4 years ago

ତିନି ଅଧ୍ୟାଦେଶ, ଫଳ ଶୂନ

ନୂଆଦିଲ୍ଲୀ,୧୨ା୬:ମୋଦି ସରକାରଙ୍କ ୩ ତରବରିଆ ଅଧ୍ୟାଦେଶ କୃଷିକୁ ସହାୟକ ହୋଇପାରେ, ଚାଷୀଙ୍କୁ ନୁହେଁ। କୃଷି ମାର୍କେଟିଂ ଆଇନଗୁଡ଼ିକ ମଧ୍ୟରୁ କୌଣସି ଗୋଟିଏର କରୋନା ଭାଇରସ୍‌ କିମ୍ବା ଲକ୍‌ଡାଉନ୍‌…

4 years ago

ମହାରାଷ୍ଟ୍ରରେ ମୌସୁମୀ

ମୁମ୍ବାଇ,୧୧।୬: ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଗୁରୁବାର ମହାରାଷ୍ଟ୍ରରେ ପହଞ୍ଚିଥିବା ସୂଚନା ଦେଇଛନ୍ତି ମହାରାଷ୍ଟ୍ର ପାଣିପାଗ ବିଭାଗର ବିଶେଷଜ୍ଞ କେଏସ୍‌ ହୋସାଲିକର। ଏଥର ମହାରାଷ୍ଟ୍ରରେ ଭଲ ବର୍ଷା…

4 years ago

ଇରାନରୁ ୨୩୩ ଭାରତୀୟଙ୍କୁ ନେଇ ଗୁଜରାଟ ପହଞ୍ଚିଲା ଆଇଏନ୍‌ଏସ୍‌ ଶାର୍ଦ୍ଦୁଳ

ପୋରବନ୍ଦର,୧୧।୬: ଭାରତୀୟ ନୌସେନା ଜାହାଜ ଶାର୍ଦ୍ଦୁଳ ୨୩୩ ଭାରତୀୟଙ୍କୁ ଇରାନର ବନ୍ଦର ଆବାସରୁ ଆଣି ଗୁରୁବାର ଗୁଜରାଟର ପୋରବନ୍ଦରରେ ପହଞ୍ଚିଛି। ବନ୍ଦେ ଭାରତ ମିଶନର ‘ଅପରେଶନ ସମୁଦ୍ର…

4 years ago