ଜାତୀୟ

କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଲା କେଜରିଓ୍ବାଲଙ୍କ ନମୁନା

ନୂଆଦିଲ୍ଲୀ,୯।୬: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ସୋମବାର ଗଳାରେ ଦରଜ ଅନୁଭବ କରିବା ସହ ଜ୍ୱର ଲାଗିବାରୁ ସେ ନିଜକୁ ହୋମ ଆଇସୋଲେଶନରେ ରଖିଥିଲେ। କରୋନା ଭଳି…

4 years ago

୧୫ ଦିନ ମଧ୍ୟରେ ଘରକୁ ଫେରିବେ ସମସ୍ତ ପ୍ରବାସୀ ଶ୍ରମିକ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୯।୬: ଲକ୍‌ଡାଉନ ଯୋଗୁ ବାହାର ରାଜ୍ୟରେ ଫସି ରହିଥିବା ସମସ୍ତ ପ୍ରବାସୀ ଶ୍ରମିକଙ୍କୁ ୧୫ ଦିନ ମଧ୍ୟରେ ସେମାନଙ୍କ ନିଜ ନିଜ ରାଜ୍ୟରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛନ୍ତି…

4 years ago

ଥରିଲା ଜମ୍ମୁ-କଶ୍ମୀର

ଶ୍ରୀନଗର,୯।୬: ଜମ୍ମୁ-କଶ୍ମୀରରେ ମଙ୍ଗଳବାର ପୂର୍ବାହ୍ନ ୮ଟା ୧୬ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୯ ଥିଲା ବୋଲି ଜମ୍ମୁ-କଶ୍ମୀର ବିପର୍ଯ୍ୟୟ ପରିଚାଳନା ବିଭାଗ…

4 years ago

ଦେଶରେ ୨୪ ଘଣ୍ଟାରେ ୧୦ ହଜାର ଛୁଇଁବାକୁ ଯାଉଛି କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ,୯।୬: ଦେଶରେ ବେଳକୁ ବେଳ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ମଙ୍ଗଳବାର ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ତେବେ ଗତ…

4 years ago

କରୋନା ଲଢ଼େଇରେ ବିଜୟୀ ହେଉଛନ୍ତି ଯୋଦ୍ଧା: ଯବାନଙ୍କ ସୁସ୍ଥ ହାର ୭୦ ପ୍ରତିଶତରୁ ଅଧିକ

ନୂଆଦିଲ୍ଲୀ, ୯।୬: କରୋନା ମହାମାରୀ ଯୋଗୁ ଭାରତୀୟ ସେନାରେ ମଧ୍ୟ ସଙ୍କଟ ଦେଖାଦେଇଛି। ତେବେ କରୋନା ଲଢ଼େଇରେ ଯବାନମାନେ ବିଜୟୀ ହେବାରେ ଲାଗିଛନ୍ତି। ଆକ୍ରାନ୍ତ ଯବାନଙ୍କ ସୁସ୍ଥ…

4 years ago

୪ ରାଜ୍ୟରେ ଖୋଲିଲାନି ଧାର୍ମିକ ସ୍ଥଳ

ନୂଆଦିଲ୍ଲୀ,୯ା୬(ପି.ଟି.): ଅନ୍‌ଲକ୍‌ ୧ର ଦ୍ୱିତୀୟ ପର୍ଯ୍ୟାୟରେ ସୋମବାର ଦେଶର ବିଭିନ୍ନ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳରେ ମନ୍ଦିର ଓ ଧର୍ମୀୟ କୀର୍ତ୍ତିରାଜି ଖୋଲିଛି। କେନ୍ଦ୍ରର ଅନୁମତି ସତ୍ତ୍ୱେ…

4 years ago

ସୀମା ଶାନ୍ତ: ଭିତରେ ଚାଲିଛି ପ୍ରସ୍ତୁତି

ନୂଆଦିଲ୍ଲୀ, ୯ା୬: କମାଣ୍ଡର ସ୍ତରୀୟ ଆଲୋଚନା ପରେ ଭାରତ-ଚାଇନା ସୀମା ଶାନ୍ତ ରହିଛି। ଲଦାଖ ସୀମାରେ ଚାଇନା ଓ ଭାରତୀୟ ସୈନ୍ୟଙ୍କ ମାସେ ହେଲା ଲାଗି ରହିଥିବା…

4 years ago

ଗୈରସୈଣ ଉତ୍ତରାଖଣ୍ଡର ଦ୍ୱିତୀୟ ରାଜଧାନୀ

ଡେରାଡୁନ୍‌,୯ା୬(ପି.ଟି.): ଚାମୋଲି ଜିଲାର ଗୈରସୈଣକୁ ଉତ୍ତରାଖଣ୍ଡର ଗ୍ରୀଷ୍ମକାଳୀନ ରାଜଧାନୀ ଭାବେ ସୋମବାର ଘୋଷଣା କରାଯାଇଛି। ପ୍ରଶାସନ ପାଇଁ ଏହାକୁ ଏକ ଆଦର୍ଶ ସ୍ଥାନ ଭାବେ ବିକଶିତ କରାଯିବ…

4 years ago

୧୦ ରାଜ୍ୟରେ ଘରକୁ ଘର ସର୍ଭେ ଲାଗି ପରାମର୍ଶ

ନୂଆଦିଲ୍ଲୀ,୯ା୬(ପି.ଟି.): କରୋନା ସଂକ୍ରମଣ ବଢ଼ୁଥିବା ୧୦ ରାଜ୍ୟର ୩୮ ଜିଲା ଅନ୍ତର୍ଗତ ୪୫ଟି ପୌରସଂସ୍ଥାରେ ଘରକୁ ଘର ସର୍ଭେ କରିବା ସହ କୋଭିଡ୍‌-୧୯ ପରୀକ୍ଷା ବଢ଼ାଇବା ପାଇଁ…

4 years ago

ଏୟାର ଇଣ୍ଡିଆକୁ ମିଳିବ ବି୭୭୭ ବିମାନ

ନୂଆଦିଲ୍ଲୀ,୯ା୬: ଭାରତର ରାଷ୍ଟ୍ରପତି, ଉପରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଲାଗି ଆସନ୍ତା ସେପ୍ଟେମ୍ବର ସୁଦ୍ଧା ଏୟାର ଇଣ୍ଡିଆକୁ ବୋଇଂ କମ୍ପାନୀ ଦୁଇଟି ଅତ୍ୟାଧୁନିକ ବି୭୭୭ ବିମାନ ଯୋଗାଇଦେବ।…

4 years ago