ଜାତୀୟ

ସଦୟ ହେଲା ‘ନିସର୍ଗ’

ମୁମ୍ବାଇ/ନୂଆଦିଲ୍ଲୀ,୪।୬: ଦେଶର ଆର୍ଥିକ ରାଜଧାନୀ ମୁମ୍ବାଇ ବାତ୍ୟା ‘ନିସର୍ଗ’ ପ୍ରଭାବରୁ ବର୍ତ୍ତିଯାଇଛି। ମୁମ୍ବାଇରେ ସେଭଳି କୌଣସି ବଡ଼ଧରଣର କ୍ଷୟକ୍ଷତି ହୋଇ ନ ଥିବା ଜଣାପଡ଼ିଛି। ମହାରାଷ୍ଟ୍ରର ମୁମ୍ବାଇଠାରୁ…

4 years ago

୬ରେ ସେନାଧିକାରୀ ସ୍ତରୀୟ ଆଲୋଚନା

ନୂଆଦିଲ୍ଲୀ,୪ା୬: ସୀମା ବିବାଦକୁ ନେଇ ଲଦାଖ ପୂର୍ବାଞ୍ଚଳରେ ଭାରତ ଓ ଚାଇନା ସେନା ମୁହାଁମୁହିଁ ହୋଇଥିବାବେଳେ ଏହାର ସମାଧାନ ଲାଗି ୬ ତାରିଖରେ ଦୁଇ ଦେଶର ଉଚ୍ଚ…

4 years ago

ଆଇବି ଅଫିସର ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର

ନୂଆଦିଲ୍ଲୀ,୪ା୬: ଉତ୍ତରପୂର୍ବ ଦିଲ୍ଲୀରେ ଦଙ୍ଗା ସୃଷ୍ଟି କରିବା ଏବଂ ଗୋଇନ୍ଦା ବ୍ୟୁରୋ (ଆଇବି) ଅଫିସର ଅଙ୍କିତ୍‌ ଶର୍ମାଙ୍କୁ ହତ୍ୟା ପଛରେ ଗଭୀର ଷଡ଼ଯନ୍ତ୍ର ଥିଲା। ନିଲମ୍ବିତ ଏଏପି…

4 years ago

ଗିଲ୍‌ଗିଟ୍‌ ବାଲତିସ୍ତାନରେ ବୌଦ୍ଧ କୀର୍ତ୍ତି ଭାଙ୍ଗିଦେଲେ

ନୂଆଦିଲ୍ଲୀ,୪ା୬(ପି.ଟି.): ପାକିସ୍ତାନର ଗିଲ୍‌ଗିଟ୍‌ ବାଲତିସ୍ତାନରେ ଥିବା ଏକ ବୌଦ୍ଧ ଐତିହ୍ୟକୁ ଭାଙ୍ଗିଦିଆଯାଇଛି। ଏହାକୁ ନେଇ ବୁଧବାର ଭାରତ ପକ୍ଷରୁ ଆପତ୍ତି ଉଠାଯାଇଛି। ବହିର୍ବ୍ୟାପାର ମନ୍ତ୍ରଣାଳୟ ମୁଖପାତ୍ର ଅନୁରାଗ…

4 years ago

୫୦% କୋଭିଡ୍‌ ମୃତକଙ୍କ ବୟସ ୬୦ ଉପରେ

ନୂଆଦିଲ୍ଲୀ,୪ା୬: ଭାରତରେ ବରିଷ୍ଠ ବ୍ୟକ୍ତିଙ୍କ ସଂଖ୍ୟା ମୋଟ ଜନସଂଖ୍ୟାର ୧୦ ପ୍ରତିଶତ ହୋଇଥିବାବେଳେ କୋଭିଡ୍‌-୧୯ ମୃତ୍ୟୁରେ ଏମାନଙ୍କ ସଂଖ୍ୟା ୫୦% ଥିବା ସରକାର ସୂଚନା ଦେଇଛନ୍ତି। ୭୩…

4 years ago

ହାତୀକୁ ଖୁଆଇଦେଲେ ବାଣଭର୍ତ୍ତି ସପୁରି

ନୂଆଦିଲ୍ଲୀ/ଥିରୁଭାନନ୍ଥପୁରମ୍‌, ୪।୬: ନିରୀହ ପ୍ରାଣୀଙ୍କ ପ୍ରତି ମନୁଷ୍ୟର ବର୍ବରତା ସୀମା ଟପିବାରେ ଲାଗିଛି। ହେଲେ ନିକଟର କେରଳ ରାଜ୍ୟର ମଲ୍ଲାପୁରମ୍‌ରୁ ଆସିଥିବା ପ୍ରାଣୀ ନିଷ୍ଠୁରତାର ହୃଦୟ ବିଦାରକ…

4 years ago

ଅତ୍ୟାବଶ୍ୟକ ସାମଗ୍ରୀରୁ ଆଳୁ, ପିଆଜ, ଡାଲି ବାଦ୍‌

ନୂଆଦିଲ୍ଲୀ,୩ା୬(ପି.ଟି.): ଦେଶରେ ପୁଞ୍ଜିିନିବେଶ ବଢ଼ାଇବା ଲକ୍ଷ୍ୟରେ ଅତ୍ୟାବଶ୍ୟକ ସାମଗ୍ରୀ ଆଇନରେ ସଂଶୋଧନ ପ୍ରସ୍ତାବକୁ କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଅତ୍ୟାବଶ୍ୟକ ସାମଗ୍ରୀ ଆଇନ ପୁଞ୍ଜିନିବେଶ…

4 years ago

ମୁମ୍ବାଇ ଆସିବା ପୂର୍ବରୁ ଦୁର୍ବଳ ହେଲା ନିସର୍ଗ: ବର୍ଷା ଜାରି, ଟଳିଲା ବଡ଼ ବିପଦ

ମୁମ୍ବାଇ, ୩।୬: ମୁମ୍ବାଇ ମୁହାଁ ହେବା ପୂର୍ବରୁ ସାମୁଦ୍ରିକ ଝଡ଼ ନିସର୍ଗ ଦୁର୍ବଳ ହୋଇଯାଇଛି। ଏହା ଦକ୍ଷିଣ ଦିଗରେ ଆଗକୁ ଗତି କରିଛି। ଫଳରେ ମୁମ୍ବାଇ ଉପରେ…

4 years ago

୨୪ ଘଣ୍ଟାରେ ସୁସ୍ଥ ହେଲେ ୪ ହଜାର ୭୭୬

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଥମିବାର ନାଁ ଧରୁନି। ଗତ ୨୪ ଘଣ୍ଟା ମଧ୍ୟରେ ୪ ହଜାର ୭୭୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।…

4 years ago

ସ୍ଥିତିରେ ସୁଧାର ଆସିଲେ ଆରମ୍ଭ ହେବ ଅନ୍ତର୍ଜାତୀୟ ବିମାନ ଉଡ଼ାଣ: ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ

ନୂଆଦିଲ୍ଲୀ, ୩।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ସ୍ଥିତିରେ ସୁଧାର ଆସିଲେ ଖୁବ୍‌ ଶୀଘ୍ର ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଆରମ୍ଭ ହେବ ବୋଲି ବେସାମରିକ ବିମାନ ଚଳାଚଳ…

4 years ago