ଜାତୀୟ

୩,୮୪୦ ‘ଶ୍ରମିକ ସ୍ପେଶାଲ’ ଟ୍ରେନ୍‌: ଯାତ୍ରା କରିଛନ୍ତି ୫୨ ଲକ୍ଷରୁ ଅଧିକ ଶ୍ରମିକ

ନୂଆଦିଲ୍ଲୀ,୨୯।୫: ରେଲଓ୍ବେ ବୋର୍ଡର ଅଧ୍ୟକ୍ଷ ବିନୋଦ କୁମାର ଯାଦବ ଶୁକ୍ରବାର ସୂଚନା ଦେଇଛନ୍ତି, ଗତ ପ୍ରାୟ ୧ ସପ୍ତାହ ହେବ ପ୍ରତିଦିନ ପାଖାପାଖି ୩ ଲକ୍ଷ ପ୍ରବାସୀ…

4 years ago

ପରଲୋକରେ ଛତିଶଗଡର ପ୍ରଥମ ମୁଖ୍ୟମନ୍ତ୍ରୀ ଅଜିତ୍‌ ଯୋଗୀ

ରାୟପୁର,୨୯।୫: ଛତିଶଗଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଅଜିତ ଯୋଗୀଙ୍କ ଶୁକ୍ରବାର ପରଲୋକ ଘଟିଛି। ସେ ୨୦ ଦିନ ହେବ ହୃଦଘାତରେ ପୀଡିତ ହୋଇ ରାୟପୁର ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ।…

4 years ago

ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡର ‌: ତେଜସ୍ବୀଙ୍କ ଘର ଆଗରେ ବିଧାୟକ, କର୍ମୀଙ୍କ ଭିଡ

ପାଟନା,୨୯।୫: ଗୋପାଳଗଞ୍ଜ ଟ୍ରିପଲ୍‌ ମର୍ଡରକୁ ନେଇ ବିହାର ରାଜନୀତି ସରଗରମ ହୋଇପଡିଛି। ଏହି ଘଟଣାରେ ଅଭିଯୁକ୍ତଙ୍କୁ ତୁରନ୍ତ ଗିରଫ ଦାବିରେ ଅଡି ବସିଛି ବିରୋଧୀ ଦଳ ଆରଜେଡି।…

4 years ago

ଦିଲ୍ଲୀର ଏଲ୍‌ଜି କାର୍ଯ୍ୟାଳୟରେ ୪ ଜଣଙ୍କୁ କରୋନା

ନୂଆଦିଲ୍ଲୀ,୨୯।୫: ଦେଶର ରାଜଧାନୀ ଦିଲ୍ଲୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧି ପାଉଛି। ଶୁକ୍ରବାର ଦିଲ୍ଲୀର ଲେଫ୍ଟନାଣ୍ଟ ଗଭର୍ଣ୍ଣର ଅନିଲ ବୈଜଲଙ୍କ କାର୍ଯ୍ୟାଳୟରେ ୪ ଜଣ…

4 years ago

ବଢିବ କି ଲକ୍‌ଡାଉନ୍‌… ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଅମିତ ଶାହ

ନୂଆଦିଲ୍ଲୀ,୨୯।୫: କରୋନା ଯୋଗୁ ଦେଶରେ ଲାଗୁ କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ମେ ୩୧ରେ ଶେଷ ହେବ। ଆଗକୁ ଏହା ବୃଦ୍ଧି କରାଯିବ କି ନାହିଁ ତାହାକୁ…

4 years ago

ଲକ୍‌ଡାଉନ୍‌ ୪.୦: ମାତ୍ର ୧୨ ଦିନରେ ୭୦ ହଜାର ନୂଆ କରୋନା ରୋଗୀ ଚିହ୍ନଟ, ୧୭୦୦ ମୃତ

ନୂଆଦିଲ୍ଲୀ,୨୦।୫: କରୋନା ସଙ୍କଟ ଯୋଗୁ ଦେଶରେ ଜାରି କରାଯାଇଥିବା ଚତୁର୍ଥ ପର୍ଯ୍ୟାୟ ଲକ୍‌ଡାଉନ୍‌ ଦୁଇ ଦିନ ମଧ୍ୟରେ ଶେଷ ହେବ। ଲକଡାଉନ ୪.୦ର ମାତ୍ର ୧୨ ଦିନ…

4 years ago

ପଶ୍ଚିମବଙ୍ଗ କ୍ୟାବିନେଟ୍‌ ମନ୍ତ୍ରୀ, ସ୍ତ୍ରୀଙ୍କୁ କରୋନା

କୋଲକତା,୨୯।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ପଶ୍ଚିମବଙ୍ଗରେ କରୋନା ସ୍ଥିତ ଜଟିଳ ହୋଇପଡିଛି। ପଶ୍ଚିମବଙ୍ଗ ସରକାରର କ୍ୟାବିନେଟ୍‌ ମନ୍ତ୍ରୀ ସୁଜିତ୍‌ ବୋଷ…

4 years ago

୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୧୧୬ ପୋଲିସକର୍ମୀ କରୋନା ପଜିଟିଭ୍‌

ମୁମ୍ବାଇ, ୨୭।୫: ଦେଶରେ ଲଗାତାର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭ ହଜାର ୪୬୬ଟି ମାମଲା ସାମ୍ନାକୁ ଆସିଥିବାବେଳେ ୧୭୫ଜଣଙ୍କ…

4 years ago

ସଂସଦର ଜଣେ ଅଧିକାରୀ କରୋନା ପଜିଟିଭ୍‌: ଆନେକ୍ସି ଭବନର ଦ୍ୱିତୀୟ ମହଲା ସିଲ୍‌

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ସ୍ଥିତ ସଂସଦରେ ରାଜ୍ୟସଭା ସଚିବାଳୟର ଜଣେ ଅଧିକାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନିର୍ଦ୍ଦେଶକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ତାଙ୍କ ପୁରା…

4 years ago

ବାଂଲାଦେଶ ଆତଙ୍କବାଦୀ ଅବ୍‌ଦୁଲ କରିମ ଗିରଫ

କୋଲକତା,୨୯।୫: ବାଂଲାଦେଶ ଆତଙ୍କବାଦୀ ସଂଗଠନ ଜମାତ୍‌-ଉଲ-ମୁଜାହିଦୀନର ସଦସ୍ୟ ଅବ୍‌ଦୁଲ କରିମଙ୍କୁ କୋଲକତା ପୋଲିସର ସ୍ପେସାଲ ଟାସ୍କ ଫୋର୍ସ ଗିରଫ କରିଛି। ପଶ୍ଚିମବଙ୍ଗର ମୁର୍ଶିଦାବାଦ ଜିଲାରୁ କରିମଙ୍କୁ ଗିରଫ…

4 years ago