ଜାତୀୟ

ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ୧୩୧ କରୋନା ଯୋଦ୍ଧା ସଂକ୍ରମିତ

ମୁମ୍ବାଇ,୨୮।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବେଳକୁ ବେଳ ସଙ୍ଗିନ ହେବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୧୩୧ ଜଣ ପୋଲିସ କରୋନାରେ ସଂକ୍ରମିତ ହେବା…

4 years ago

ଚାଲି ଚାଲି ଯାଉଥିବା ପ୍ରବାସୀ ଶ୍ରମିକଙ୍କୁ ତୁରନ୍ତ ଆଶ୍ରୟ ଦିଅ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୮।୫: କରୋନା ଭାଇରସ ସଂକ୍ରମଣକୁ ଏଡାଇବାକୁ ଯାଇ ଦେଶରେ ଚାଲିଥିବା ଲକ୍‌ଡାଉନ ସମୟରେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଲେଣି ପ୍ରବାସୀ ଶ୍ରମିକ। ଏମାନେ ନିଜ…

4 years ago

ରେଡିମେଡ୍‌ ପୋଷାକ ଟ୍ରାଏଲ୍‌ କରିପାରିବେନି ଗ୍ରାହକ: ପୋଷାକକୁ କରାଯିବ କ୍ୱାରାଣ୍ଟାଇନ

ଇନ୍ଦୋର,୨୮।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଆର୍ଥିକ ସ୍ଥିତିରେ ସୁଧାର ଅଣାଯିବା ଲାଗି ଧୀରେଧୀରେ ବିଭିନ୍ନ ବ୍ୟବସାୟିକ ସଂସ୍ଥା ଖୋଲିବା ଉପରେ…

4 years ago

ପ୍ରବାସୀ ଶ୍ରମିକଙ୍କ ଦୁଃଖ ଭାଜପାକୁ ଛାଡ଼ି ଅନ୍ୟମାନେ ଅନୁଭବ କରିପାରୁଛନ୍ତି: ସୋନିଆ ଗାନ୍ଧୀ

ନୂଆଦିଲ୍ଲୀ,୨୮।୫: କରୋନା ମହାମାରୀ ସଙ୍କଟ ସମୟରେ ପ୍ରବାସୀ ଶ୍ରମିକଙ୍କ ଦୁଃଖ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏହାକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଭାଜପାକୁ ସମାଲୋଚନା…

4 years ago

ଭୋପାଳରୁ ଦିଲ୍ଲୀ ଯାତ୍ରା କରିବାକୁ ପୂରା ବିମାନ ବୁକ୍‌ କଲେ ଗୋଟିଏ ପରିବାରର ୪ ସଦସ୍ୟ

ଭୋପାଳ,୨୮।୫: ମଧ୍ୟପ୍ରଦେଶର ରାଜଧାନୀ ଭୋପାଳର ରାଜା ଭୋଜ ବିମାନ ବନ୍ଦରରୁ ଗତ ସୋମବାରଠାରୁ ଘରୋଇ ବିମାନ ଚଳାଚଳ ଆରମ୍ଭ ହୋଇଛି। ଏହାସହ ଚାର୍ଟର ବିମାନ ଚଳାଚଳ ପାଇଁ…

4 years ago

ଭାଜପା ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ: ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୨୮।୫: ଭାଜପାର ରାଷ୍ଟ୍ରୀୟ ପ୍ରବକ୍ତା ସମ୍ବିତ ପାତ୍ରଙ୍କଠାରେ କରୋନା ଲକ୍ଷଣ ଦେଖାଯିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଗୁରୁଗାଓଁ ସ୍ଥିତ ମେଦାନ୍ତ ହସ୍ପିଟାଲରେ ସମ୍ବିତଙ୍କୁ ଚିକିତ୍ସା ଲାଗି…

4 years ago

ଲକ୍‌ଡାଉନ୍‌ରେ ବି ଜାରି ରହିଛି ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ: ଖର୍ଚ୍ଚ ହେବ ୧୮୦୦ କୋଟି

ହାଇଦ୍ରାବାଦ,୨୮।୫: କରୋନା ମହାମାରୀରେ ମଧ୍ୟ ତେଲଙ୍ଗାନାରେ ନିର୍ମିତ ହେଉଥିବା ଲକ୍ଷ୍ମୀ-ନୃସିଂହ ମନ୍ଦିର ନିର୍ମାଣ କାର୍ଯ୍ୟ ଅଟକି ଯାଇନାହିଁ। ଏହି ମନ୍ଦିର ସ୍ଥାନୀୟ ୟଦାଦ୍ରୀ ଭୁବନଗିରି ଜିଲାରେ ରହିଛି।…

4 years ago

କରୋନାକୁ ଦୂରେଇବା ଲାଗି ଛତାକୁ ଅସ୍ତ୍ର କରିଛନ୍ତି ଗ୍ରାମବାସୀ

କୋଚି,୨୮।୫: କରୋନା ମହାମାରୀ ଏବେ ସାରା ବିଶ୍ୱରେ ଦ୍ରୁତ ଗତିରେ ମାଡି ଚାଲିଛି। ଆମ ଦେଶରେ ମଧ୍ୟ ଗୋଟିଏ ଦିନରେ ୬ ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ ଚିହ୍ନଟ…

4 years ago

ମୁଣ୍ଡରେ ବିଭିନ୍ନ ସାମଗ୍ରୀ ବୋହି ଜଙ୍ଗଲରେ ବୁଲିବୁଲି ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି ବିଧାୟିକା: ସୋସିଆଲ୍‌ ମିଡ଼ିଆରେ ଭାଇରାଲ

ନୂଆଦିଲ୍ଲୀ,୨୮।୫: ଭାରତରେ କରୋନା ସଂକ୍ରମଣ ବଢ଼ିଚାଲିଛି। କରୋନା ସଙ୍କଟ ସମୟରେ ବହୁ ବ୍ୟକ୍ତିବିଶେଷ, ସଂସ୍ଥା ତଥା ସରକାରଙ୍କ ପକ୍ଷରୁ ଲୋକଙ୍କ ପାଖରେ ଅତ୍ୟାବଶ୍ୟକ ସାମଗ୍ରୀ ପହଞ୍ଚାଇବା କାର୍ଯ୍ୟ…

4 years ago

କରୋନା ମୁକାବିଲା: ଦେଶର ୫୩୧ ଜିଲାରେ ନାହିଁ ଟେଷ୍ଟିଂ ଲ୍ୟାବ୍‌

ନୂଆଦିଲ୍ଲୀ,୨୮।୫: ଭାରତରେ କରୋନା ସଂକ୍ରମଣ ଥମିବାର ନାଁ ଧରୁନି। ପ୍ରତିଦିନ ସଂକ୍ରମିତ ଏବଂ ମୃତକଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। କରୋନା ମୁକାବିଲା କ୍ଷେତ୍ରରେ ନମୁନା ପରୀକ୍ଷା ଗୁରୁତ୍ୱପୂର୍ଣ୍ଣ…

4 years ago