ଜାତୀୟ

୨୨ ହଜାର ଟଙ୍କାରେ ୨ ମାସର ଶିଶୁ ବିକ୍ରି କଲେ ପ୍ରବାସୀ ଶ୍ରମିକ

ହାଇଦ୍ରାବାଦ,୨୮।୫: କରୋନା ମହାମାରୀ ଯୋଗୁ ଭାରତରେ ପ୍ରବାସୀ ଶ୍ରମିକଙ୍କ ସମସ୍ୟା ବଢ଼ିବାରେ ଲାଗିଛି। ସମ୍ପ୍ରତି ତେଲଙ୍ଗାନାରେ ଜଣେ ପ୍ରବାସୀ ଶ୍ରମିକ ଖାଇବାକୁ ନ ପାଇ ନିଜର ୨…

4 years ago

୧୨ଶହ କିଲୋମିଟର ସାଇକେଲ ଚଳାଇ ଅସୁସ୍ଥ ପିତାଙ୍କୁ ଘରେ ପହଞ୍ଚାଇଥିବା ଜ୍ୟୋତିଙ୍କ ଉପରେ ନିର୍ମାଣ କରାଯିବ ଫିଲ୍ମ !

ପାଟନା,୨୮।୫: କରୋନା ମହାମାରୀକୁ ନେଇ ଦେଶରେ ଲକ୍‌ଡାଉନ ଚାଲିଥିବା ବେଳେ ନିଜ ଅସୁସ୍ଥ ପିତାଙ୍କୁ ହରିୟାଣାର ଗୁରୁଗ୍ରାମରୁ ଦୀର୍ଘ ୧୨୦୦ କିଲୋମିଟର ସାଇକେଲରେ ବସାଇ ବିହାରର ଦରଭଙ୍ଗାରେ…

4 years ago

ଫେଲ୍‌ ମାରିଲା ପୁଲଓ୍ବାମା ଭଳି ଆତଙ୍କବାଦୀ ଆକ୍ରମଣ

ଜମ୍ମୁ,୨୮।୫: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ପୁଲଓ୍ବାମା ଭଳି ଏକ ବଡ ଧରଣର ଆତଙ୍କବାଦୀ ଆକ୍ରମଣକୁ ପଣ୍ଡ କରି ଦିଆଯାଇଛି। ପୁଲଓ୍ବାମା ଜିଲା ଅବିଗୁଣ୍ଡ ରାଜପୋରା…

4 years ago

ପଙ୍ଗପାଳ ଘଉଡ଼େଇବା ପାଇଁ ବାଜୁଛି ଡିଜେ

ଭୋପାଳ,୨୮।୫: ଭାରତ ଉପରେ ଗୋଟିଏ ପରେ ଗୋଟିଏ ବିପଦ ମାଡ଼ି ଆସୁଛି। ଏବେ ଉତ୍ତରପୂର୍ବ ଭାରତର ୫ ରାଜ୍ୟର ଚାଷ ଜମିରେ ପାକିସ୍ତାନୀ ପଙ୍ଗପାଳ ଆତଙ୍କ ସୃଷ୍ଟି…

4 years ago

ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧,୫୮,୩୩୩ ଛୁଇଁଲା

ନୂଆଦିଲ୍ଲୀ,୨୮।୫: ଦେଶରେ ସାଙ୍ଘାତିକ ହେଲାଣି କରୋନା ସ୍ଥିତି। ଗତ ୨୪ ଘଣ୍ଟାରେ ୬,୫୬୬ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ…

4 years ago

ଅନ୍‌ଲାଇନ୍‌ରେ ଯୌନ ବେପାର

ବେଙ୍ଗାଲୁରୁ,୨୮ା୫: ମହାମାରୀ କରୋନା ଭୟରେ ଦେହଜୀବୀମାନେ ବାହାରକୁ ବାହାରୁ ନାହାନ୍ତି। ଫଳରେ ସେମାନଙ୍କ ବେପାର ଠପ୍‌ ହୋଇଯାଇଛି। ଲୋକମାନେ ମଧ୍ୟ କରୋନା ଭୟରେ ସେମାନଙ୍କ ସହ ମିଳାମିଶା…

4 years ago

ନିଷିଦ୍ଧାଞ୍ଚଳରେ ଜରୁରୀ ଔଷଧର ହୋମ୍‌ ଡେଲିଭରି ସମ୍ଭବ

ନୂଆଦିଲ୍ଲୀ,୨୮ା୫(ପି.ଟି.): କରୋନା ସଂକ୍ରମଣ ରୋକିବା ଲାଗି ନିଷିଦ୍ଧାଞ୍ଚଳ ଘୋଷିତ ସ୍ଥାନଗୁଡ଼ିକରେ ମାଆ ଓ ଶିଶୁମାନଙ୍କ ସ୍ବାସ୍ଥ୍ୟ ଯେପରି ପ୍ରଭାବିତ ନ ହୁଏ, ସେଥିପାଇଁ କ୍ୟାଲସିୟମ, ଆଇରନ/ଫୋଲିକ୍‌ ଏସିଡ,…

4 years ago

ପାଣିଘେରରେ ୩ ଲକ୍ଷ ଲୋକ

ଗୁଆହାଟୀ,୨୮ା୫: ଆସାମରେ ବର୍ଷର ପ୍ରଥମ ବନ୍ୟା ଦେଖିବାକୁ ମିଳିଥିବା ବେଳେ ରାଜ୍ୟର ୧୧ ଜିଲା ଜଳମଗ୍ନ ହୋଇପଡ଼ିଛି। ପ୍ରାୟ ୩ ଲକ୍ଷ ଲୋକ ଏହାଦ୍ୱାରା ପ୍ରଭାବିତ ହୋଇଛନ୍ତି।…

4 years ago

୨୦୨୧ ଯାଏ ରହିବ କରୋନା

ନୂଆଦିଲ୍ଲୀ,୨୮ା୫(ପି.ଟି.): ଭାରତରେ କରୋନା ସଂକ୍ରମଣ ୨୦୨୧ ପର୍ଯ୍ୟନ୍ତ ରହିବ। ଏହାର ସଂକ୍ରମଣକୁ କମାଇବାକୁ ହେଲେ କୋଭିଡ୍‌ ପରୀକ୍ଷାକୁ ଅତ୍ୟଧିକ ବଢ଼ାଇବାକୁ ପଡ଼ିବ ବୋଲି ବୁଧବାର ସ୍ବାସ୍ଥ୍ୟ ବିଶେଷଜ୍ଞ…

4 years ago

ମାଗଣାରେ ଜମି ନେଇଛ, ଚିକିତ୍ସା ପାଇଁ ଟଙ୍କା ମାଗୁଛ

ନୂଆଦିଲ୍ଲୀ,୨୮ା୫(ପି.ଟି.): ସରକାରଙ୍କଠାରୁ ମାଗଣାରେ ଜମି ନେଇ ପ୍ରତିଷ୍ଠା କରାଯାଇଥିବା ଘରୋଇ ହସ୍ପିଟାଲଗୁଡ଼ିକରେ କରୋନା ରୋଗୀଙ୍କୁ କାହିଁକି ମାଗଣାରେ ଚିକିତ୍ସା କରାଯିବ ନାହିଁ। ଦେଶରେ କୋଭିଡ୍‌-୧୯ ସଂକ୍ରମଣ ବୃଦ୍ଧି…

4 years ago