ଜାତୀୟ

ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ପତି ଗିରଫ

କୋଲ୍ଲମ,୨୬।୫: କେରଳର କୋଲ୍ଲମରେ ସର୍ପ ଦଂଶନ କରାଇ ପତ୍ନୀଙ୍କୁ ମାରିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ପୋଲିସ ଗିରଫ କରିଛି। ପୋଲିସର କହିବା ମୁତାବକ ଘଟଣାଟି ମେ’୬ରେ ଘଟିଥିଲା।…

4 years ago

ସ୍କୁଲ ଯାଇପାରୁ ନାହାନ୍ତି ୩୨କୋଟି ଛାତ୍ରୀଛାତ୍ର

ନୂଆଦିଲ୍ଲୀ,୨୬।୫: କରୋନା ଭାଇରସ୍‌ ଯୋଗୁ ସାରା ବିଶ୍ୱ ପ୍ରଭାବିତ ହୋଇଥିବାବେଳେ ଭାରତ ମଧ୍ୟ ଏଥିରୁ ବାଦ୍‌ ପଡ଼ିନାହିଁ। ଲକ୍‌ଡାଉନ ଯୋଗୁ ଦେଶର ଅର୍ଥନୀତିଠାରୁ ଆରମ୍ଭ କରି ଶିକ୍ଷା,…

4 years ago

ହିମାଚଳରେ ବଢ଼ିଲା ଲକ୍‌ଡାଉନ୍‌ ଅବଧି

ଶିମଲା,୨୬ା୫: ହିମାଚଳ ପ୍ରଦେଶରେ କରୋନା ଭୂତାଣୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ୨୧୪ରେ ପହଞ୍ଚିଥିବା ବେଳେ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଅବଧିକୁ ୫ ସପ୍ତାହ ଲାଗି ବୃଦ୍ଧି…

4 years ago

ଧରାହେଲା ଗୁପ୍ତଚର ପାରା

ଶ୍ରୀନଗର,୨୬ା୫: ଜମ୍ମୁ-କଶ୍ମୀରର କଠୁଆ ଜିଲାରୁ ସ୍ଥାନୀୟ ଲୋକେ ଏକ ଗୁପ୍ତଚର ପାରାକୁ ଧରିଛନ୍ତି। ପାକିସ୍ତାନରୁ ଆସିଥିବା ଏହି ପାରା ହୀରାନଗର ସେକ୍ଟରରେ ଉଡୁଥିବାବେଳେ ମନ୍ୟାରି ଗ୍ରାମର ଲୋକେ…

4 years ago

ଜୁଲାଇରୁ ସ୍କୁଲ ଖୋଲିବାକୁ ଯୋଜନା

ନୂଆଦିଲ୍ଲୀ,୨୬ା୫: ଲକ୍‌ଡାଉନ ପରେ ପ୍ରଥମେ ଗ୍ରୀନ୍‌ ଓ ଅରେଞ୍ଜ ଜୋନ୍‌ରେ ସ୍କୁଲ ଖୋଲିବା ପାଇଁ କେନ୍ଦ୍ର ସରକାର ଯୋଜନା କରୁଛନ୍ତି। ତେବେ ପ୍ରଥମ ପର୍ଯ୍ୟାୟରେ ଅଷ୍ଟମ ଶ୍ରେଣୀ…

4 years ago

ଅଶୋକ ଚଭନଙ୍କୁ କରୋନା

ମୁମ୍ବାଇ,୨୬ା୫: ମହାରାଷ୍ଟ୍ର କ୍ୟାବିନେଟ ମନ୍ତ୍ରୀ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଚଭନଙ୍କ ଠାରେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ବରିଷ୍ଠ କଂଗ୍ରେସ ନେତା ଚଭନ ଏବେ ପୂର୍ତ୍ତ…

4 years ago

ମାଇଗ୍ରେଶନ କମିଶନ ଗଠନ କରିବେ ୟୁପି ସରକାର

ଲକ୍ଷ୍ନୌ,୨୬ା୫(ପି.ଟି.): କରୋନା ମହାମାରୀ ଜନିତ ଲକ୍‌ଡାଉନ ଯୋଗୁ ବିଭିନ୍ନ ରାଜ୍ୟରେ କାମଧନ୍ଦା ହରାଇ ୨୩ ଲକ୍ଷ ପ୍ରବାସୀ ଶ୍ରମିକ ଉତ୍ତରପ୍ରଦେଶ ଫେରିଲେଣି। ଏବେ ସେମାନଙ୍କୁ ନିଯୁକ୍ତି ଓ…

4 years ago

ଫୁସ୍‌ଫୁସ୍‌ରେ ରକ୍ତ ଜମାଟ ମୃତ୍ୟୁର ପ୍ରମୁଖ କାରଣ

ନୂଆଦିଲ୍ଲୀ, ୨୬ା୫: ବିଭିନ୍ନ ଦେଶରେ କୋଭିଡ୍‌-୧୯ ସଂକ୍ରମଣଜନିତ ବହୁ ସଂଖ୍ୟାରେ ମୃତ୍ୟୁ ଏହାର ଭୟାବହତାକୁ ଦର୍ଶାଉଛି। ଏଥିରେ ସଂକ୍ରମିତଙ୍କ ମୃତ୍ୟୁ ସାଧାରଣତଃ ଶ୍ୱାସକ୍ରିୟାରେ ବିଫଳତା ଯୋଗୁ ହେଉଥିବା…

4 years ago

ଉତ୍ତରପୂର୍ବ ଭାରତରେ ଭୂକମ୍ପ

ନୂଆଦିଲ୍ଲୀ,୨୬ା୫: ଉତ୍ତରପୂର୍ବ ଭାରତରେ ସୋମବାର ରାତି ୮ଟା ୧୨ରେ ଭୂକମ୍ପ ଅନୁଭୂତ ହୋଇଛି। ରିକ୍ଟର ସ୍କେଲ୍‌ରେ ଭୂକମ୍ପର ତୀବ୍ରତା ୫.୧ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ମଣିପୁର ହୋଇଥିବାବେଳେ…

4 years ago

ବିମାନ କମ୍ପାନୀ ପ୍ରୀତି ଛାଡ଼ି ଲୋକଙ୍କ ସ୍ବାସ୍ଥ୍ୟକୁ ଗୁରୁତ୍ୱ ଦିଅ

ନୂଆଦିଲ୍ଲୀ,୨୬ା୫(ବ୍ୟୁରୋ): ଏୟାର ଇଣ୍ଡିଆ ବିମାନର ଉଡ଼ାଣ ସମୟରେ ୩ଟିକିଆ ସିଟ୍‌ର ମଝି ସିଟ୍‌ରେ ବସି ଯାତ୍ରୀମାନେ ଯାଇପାରିବେ। ଏହି ଅନୁମତି କେବଳ ଆସନ୍ତା ୧୦ଦିନ ପାଇଁ ବୋଲି…

4 years ago