ଜାତୀୟ

୪୪ ଡିଗ୍ରୀ ତାପମାତ୍ରାରେ ସିଝୁଛି ରାଜଧାନୀ

ନୂଆଦିଲ୍ଲୀ,୨୪।୫: ରାଜଧାନୀ ଦିଲ୍ଲୀର ତାପମାତ୍ରା ଏବେ ୪୪ ଡିଗ୍ରୀ ଉପରେ ରହୁଥିବା ବେଳେ ସାଧାରଣ ଜୀବନଯାତ୍ରା ଅସ୍ତବ୍ୟସ୍ତ ହୋଇ ପଡିଛି। ଗୋଟିଏ ପଟେ କରୋନା ସଂକ୍ରମଣ ଅନ୍ୟପଟେ…

4 years ago

ଗତ ୨୪ ଘଣ୍ଟାରେ ୮୭ ପୋଲିସ କରୋନା ପଜିଟିଭ

ମୁମ୍ବାଇ,୨୪।୫: ମହାରାଷ୍ଟ୍ରରେ କରୋନା ସଂକ୍ରମଣ ସ୍ଥିତି ବେଳକୁ ବେଳ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ତେବେ ଗତ ୨୪ ଘଣ୍ଟା ମଧ୍ୟରେ ୮୭ ଜଣ ପୋଲିସ…

4 years ago

ପିଏମ୍‌ କେୟାର୍ସ ଫଣ୍ଡକୁ ପ୍ରତି ମାସରେ ୫୦ ହଜାର ଟଙ୍କା ଦାନ କରିବେ ସିଡିଏସ୍‌ ଜେନରାଲ ବିପିନ ରାଓ୍ବତ

ନୂଆଦିଲ୍ଲୀ,୨୪।୫: କୋଭିଡ-୧୯ ମହାମାରୀ ସହ ଲଢିବାକୁ ଗଠନ କରାଯାଇଛି ପିଏମ୍‌ କେୟାର୍ସ ଫଣ୍ଡ। ଏହି ଫଣ୍ଡକୁ ବିଭିନ୍ନ ଆଡୁ ସହାୟତା ମିଳୁଥିବା ବେଳେ ଚିଫ୍‌ ଅଫ୍‌ ଡିଫେନ୍ସ…

4 years ago

ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଛୁଇଁଲା ୧,୩୧,୮୬୮

ନୂଆଦିଲ୍ଲୀ,୨୪।୫: ଦେଶରେ ଦ୍ରୁତ ଗତିରେ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୭୬୭ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ସହ…

4 years ago

୬୦% ପରିବାରର ଆୟ ପ୍ରଭାବିତ

ନୂଆଦିଲ୍ଲୀ,୨୪।୫: କୋଭିଡ୍‌-୧୯ ମହାମାରୀ ଯୋଗୁ ଭାରତର ପାଖାପାଖି ୬୦ ପ୍ରତିଶତ ପରିବାରର ଆୟ ବାଧାପ୍ରାପ୍ତ ହୋଇଛି। ନିଏଲସେନ୍‌ ପକ୍ଷରୁ ୧୨ଟି ସହର ଉପରେ କରାଯାଇଥିବା ସର୍ଭେରୁ ଏହା…

4 years ago

ସୋମବାର ଇଦ୍‌

ନୂଆଦିଲ୍ଲୀ,୨୪।୫: ଭାରତରେ ଇଦ୍‌ ଉଲ୍‌-ଫିତର ସୋମବାର ପାଳିତ ହେବ। ଶନିବାର ଆକାଶରେ ଚନ୍ଦ୍ର ଦେଖା ନ ଦେବାରୁ ୨୫ରେ ଇଦ୍‌ ପାଳନ ଲାଗି ଦିଲ୍ଲୀ ଜାମା ମସ୍‌ଜିଦର…

4 years ago

ଦିଲ୍ଲୀର ଅଧା ନିଷିଦ୍ଧାଞ୍ଚଳ ହେଲା ଅରେଞ୍ଜ ଜୋନ୍‌

ନୂଆଦିଲ୍ଲୀ,୨୪।୫: ଦିଲ୍ଲୀର ୯୨ଟି ନିଷିଦ୍ଧାଞ୍ଚଳ ମଧ୍ୟରୁ ୪୫ଟିରେ ଗତ ୧୪ ଦିନ ମଧ୍ୟରେ ଜଣେ ହେଲେ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାରୁ ସେଗୁଡ଼ିକ…

4 years ago

କରୋନାରେ ଏମ୍ସ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୪।୫: ଦିଲ୍ଲୀ ଏମ୍ସର ବରିଷ୍ଠ ଡାକ୍ତର ଜିତେନ୍ଦ୍ର ନାଥ ପାଣ୍ଡେ (୭୮)ଙ୍କର ଶନିବାର କରୋନାରେ ମୃତ୍ୟୁ ଘଟିଛି। ସେ ଏମ୍ସର ପୁଲମୋନୋଲୋଜି ବିଭାଗର ନିର୍ଦ୍ଦେଶକ ଓ…

4 years ago

ମହାମାରୀ ଲଢ଼େଇରେ ସହାୟକ ହେବନି ଲକ୍‌ଡାଉନ

ନୂଆଦିଲ୍ଲୀ, ୨୪।୫(ପି.ଟି.): ଦେଶବ୍ୟାପୀ ଲକ୍‌ଡାଉନ କୋଭିଡ୍‌-୧୯ ଲଢ଼େଇରେ ଆଉ ସହାୟକ ହେବନାହିଁ ବୋଲି ଦେଶର ପ୍ରମୁଖ ଭୂତାଣୁ ବିଜ୍ଞାନୀ ଶହିଦ ଜମିଲ୍‌ କହିଛନ୍ତି। ଏହା ବଦଳରେ ଗୋଷ୍ଠୀ…

4 years ago

ପଶ୍ଚିମବଙ୍ଗକୁ ସେନା ପଠାଗଲା

କୋଲକାତା, ୨୪।୫(ପି.ଟି.): ବାତ୍ୟା ଅମ୍ଫନ ଯୋଗୁ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗର ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ଅତ୍ୟାବଶ୍ୟକ ଭିତ୍ତିଭୂମି ଓ ସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଏହାକୁ ସ୍ବାଭାବିକ କରିବା ଲାଗି…

4 years ago