ଜାତୀୟ

ଦେଶରେ ଗୋଟିଏ ଦିନରେ ସର୍ବାଧିକ ୬,୬୫୪ କରୋନା ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ,୨୩।୫: ଦେଶରେ ବେଳକୁ ବେଳ ଅଣାୟତ ହେଲାଣି କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୬,୬୫୪ ଜଣ ନୂଆ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯିବା…

4 years ago

ସାଇକେଲ ପଛରେ ପିତାଙ୍କୁ ବସାଇ ୧୨ଶହ କିଲୋମିଟର ଯାତ୍ରା କରିଥିବା ବିହାର ଯୁବତୀଙ୍କୁ ପ୍ରଶଂସା କଲେ ଇଭାଙ୍କା

ଦରଭଙ୍ଗା,୨୩।୫: ଲକ୍‌ଡାଉନ ଯୋଗୁ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକମାନେ ଏବେ ଘରମୁହାଁ ହୋଇଛନ୍ତି। ଏହି କ୍ରମରେ ଏବେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ବିହାରର ୧୫…

4 years ago

କମ୍ୟୁନିଟି ରେଡିଓରେ ବିଜ୍ଞାପନ ସମୟ ବଢ଼ିବ

ନୂଆଦିଲ୍ଲୀ,୨୩ା୫: ଟେଲିଭିଜନ ଚ୍ୟାନେଲ ଭଳି କମ୍ୟୁନିଟି ରେଡିଓରେ ବିଜ୍ଞାପନ ପ୍ରସାରଣ ସମୟ ଘଣ୍ଟାପ୍ରତି ୭ ମିନିଟରୁ ୧୨ ମିନିଟକୁ ବଢ଼ାଇବା ପାଇଁ ସରକାର ଆଗ୍ରହୀ ଥିବା କେନ୍ଦ୍ର…

4 years ago

ଡବ୍ଲ୍ୟୁଏଚ୍‌ଓ କାର୍ଯ୍ୟନିର୍ବାହୀ ବୋର୍ଡ ଅଧ୍ୟକ୍ଷ ଦାୟିତ୍ୱ ନେଲେ ହର୍ଷବର୍ଦ୍ଧନ

ନୂଆଦିଲ୍ଲୀ,୨୩ା୫(ପି.ଟି.): କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କାର୍ଯ୍ୟନିର୍ବାହୀ ବୋର୍ଡର ଅଧ୍ୟକ୍ଷ ଭାବେ ଶୁକ୍ରବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଜାପାନର ଡ. ହିରୋକି…

4 years ago

‘କରୋନା ପ୍ୟାକେଜ୍‌ ନିଷ୍ଠୁର ପରିହାସ’

ନୂଆଦିଲ୍ଲୀ,୨୩ା୫(ପି.ଟି.): ଦେଶରେ କୋଭିଡ୍‌-୧୯ ସ୍ଥିତିକୁ ନେଇ କଂଗ୍ରେସ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଶୁକ୍ରବାର କେନ୍ଦ୍ର ସରକାରଙ୍କ ଉପରେ ଜୋର୍‌ଦାର ବର୍ଷିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ୨୦ ଲକ୍ଷ କୋଟିର ପ୍ୟାକେଜ…

4 years ago

ପିିପିଇ ଅଭାବରୁ ଅସୁବିଧା ଭୋଗୁଛନ୍ତି ସ୍ବାସ୍ଥ୍ୟକର୍ମୀ

ନୂଆଦିଲ୍ଲୀ,୨୩।୫: କୋଭିଡ-୧୯ ମହାମାରୀ ଯୁଦ୍ଧରେ ସ୍ବାସ୍ଥ୍ୟକର୍ମୀମାନେ ଆଗଧାଡ଼ିର ଯୋଦ୍ଧା ଭାବେ କାମ କରୁଛନ୍ତି। ସରକାରୀ ସ୍ବାସ୍ଥ୍ୟକର୍ମୀଙ୍କ ବ୍ୟତୀତ ବେସରକାରୀସ୍ତରରେ ହଜାର ହଜାର ସ୍ବାସ୍ଥ୍ୟକର୍ମୀ କରୋନା ମୁକାବିଲା ପାଇଁ…

4 years ago

ସଙ୍କଟରେ ବିମାନ ଚଳାଚଳ

ନୂଆଦିଲ୍ଲୀ,୨୩ା୫ : କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ବିଶ୍ୱର ଅନେକ ଦେଶରେ ଲକ୍‌ଡାଉନ୍‌ ଓ ଯାତ୍ରା କଟକଣା ଜାରି କରାଯାଇଛି। ଏପରି କି ବିମାନ ଚଳାଚଳ…

4 years ago

ପାକିସ୍ତାନ ବିମାନ ଦୁର୍ଘଟଣା: ୧୪ ମୃତ

କରାଚି,୨୨।୫: ପାକିସ୍ତାନରେ ଶୁକ୍ରବାର ହୋଇଥିବା ବିମାନ ଦୁର୍ଘଟଣାରେ ଅତିକମ୍‌ରେ ୧୪ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଆଗକୁ ଏହି ସଂଖ୍ୟା ବଢିପାରେ ବୋଲି ଅନୁମାନ କରାଯାଉଛି।…

4 years ago

ମହାରାଷ୍ଟ୍ରରେ ଗୋଟିଏ ଦିନରେ ଚିହ୍ନଟ ହେଲେ ସର୍ବାଧିକ ୨,୯୪୦ କରୋନା ସଂକ୍ରମିତ

ମୁମ୍ବାଇ,୨୨।୫: କରୋନା ଭାଇରସ ସଂକ୍ରମଣ କ୍ଷେତ୍ରରେ ମହାରାଷ୍ଟ୍ରର ସ୍ଥିତି ବେଳକୁ ବେଳ ଅଣାୟତ ହେବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍‌ ଦିନକରେ ଏଠାରେ ସର୍ବାଧିକ…

4 years ago

ଫିଲ୍ମ ଶୁଟିଂ କାମ ଆରମ୍ଭ କରିବାକୁ ଚିନ୍ତା କରୁଛନ୍ତି ମହାରାଷ୍ଟ୍ର ସରକାର

ମୁମ୍ବାଇ,୨୨।୫: ଦେଶରେ କରୋନା ମହାମାରୀ ଯୋଗୁ ଗତ ମାର୍ଚ୍ଚ ମାସରୁ ଲକ୍‌ଡାଉନ ଚାଲିଥିବା ବେଳେ ସମସ୍ତ ଟେଲିଭିଜନ ପ୍ରଡକସନ୍‌ ଓ ଫିଲ୍ମ ଶୁଟିଂ କାମ ବନ୍ଦ ରହିଛି।…

4 years ago