ଜାତୀୟ

ପୋଖରାନ୍‌ ପରୀକ୍ଷଣ ଥିଲା ଶ୍ରେଷ୍ଠ ଉପଲବ୍ଧି: ଏବେ କରୋନାକୁ ପରାସ୍ତ କରିବା ଲାଗି ଜ୍ଞାନକୌଶଳର ଉପଯୋଗ ଅପରିହାର୍ଯ୍ୟ, କହିଲେ ମୋଦି

ନୂଆଦିଲ୍ଲୀ,୧୧।୫: ଗତ ୨୨ ବର୍ଷ ତଳେ ୧୯୯୮ ମେ ୧୧ରେ ଭାରତ ରାଜସ୍ଥାନ ପୋଖରାନ୍‌ ଆର୍ମି ଟେଷ୍ଟ ରେଞ୍ଚ୍‌ରେ ଶକ୍ତି-୧ ଆଣବିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ କରିଥିଲା।…

4 years ago

କର୍ମକ୍ଷେତ୍ରକୁ ଫେରିବେ ୨୦ହଜାର ଶ୍ରମିକ

ବାଙ୍ଗାଲୋର,୧୧।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ଦେଢ଼ମାସରୁ ଊର୍ଦ୍ଧ୍ୱ ହେବ ସମସ୍ତ କଳକାରଖାନା ବନ୍ଦ ହୋଇରହିଛି। ଲକ୍ଷଲକ୍ଷ କର୍ମଚାରୀ କାମଧନ୍ଦା ନ ପାଇ ଭୋକ ଓପାସରେ ରହୁଛନ୍ତି। ଏପରି…

4 years ago

ଶ୍ରମିକଙ୍କୁ ଫେରାଇନେବା ପାଇଁ ସହଯୋଗ ଲୋଡ଼ିଲା କେନ୍ଦ୍ର

ନୂଆଦିଲ୍ଲୀ,୧୧ା୫(ପି.ଟି.): ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ପ୍ରବାସୀ ଶ୍ରମିକଙ୍କୁ ସେମାନଙ୍କ ରାଜ୍ୟକୁ ଫେରାଇନେବା ଲାଗି ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ ନିମନ୍ତେ କ୍ୟାବିନେଟ ସଚିବ ରାଜୀବ ଗୌବା ରବିବାର…

4 years ago

ଏମ୍ସରେ ମନମୋହନ ସିଂ

ନୂଆଦିଲ୍ଲୀ,୧୧ା୫: ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ରବିବାର ରାତିରେ ତାଙ୍କୁ ନୂଆଦିଲ୍ଲୀସ୍ଥିତ ଅଲ୍‌ ଇଣ୍ଡିଆ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମେଡିକାଲ ସାଇନ୍ସେସ୍‌ (ଏମ୍ସ)ରେ…

4 years ago

ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ଯିବେ ଉଦ୍ଧବ

ମୁମ୍ବାଇ,୧୧ା୫ (ପି.ଟି.): କଂଗ୍ରେସ ଏହାର ପ୍ରାର୍ଥୀ ପ୍ରତ୍ୟାହାର କରିନେବ ବୋଲି ଘୋଷଣା କରିବା ପରେ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେ ନିର୍ଦ୍ୱନ୍ଦ୍ୱରେ ବିଧାନ ପରିଷଦକୁ ନିର୍ବାଚିତ ହେବାକୁ…

4 years ago

ଭାରତ-ଚାଇନା ସୈନ୍ୟ ସଂଘର୍ଷ

ନୂଆଦିଲ୍ଲୀ,୧୧ା୫(ପି.ଟି.): ଭାରତ-ଚାଇନା ସୀମାର ସିକିମ୍‌ ସେକ୍ଟର ଅନ୍ତର୍ଗତ ନାକୁଲା ଗିରିପଥରେ ଉଭୟ ପକ୍ଷ ସେନା ମଧ୍ୟରେ ସଂଘର୍ଷ ଘଟି ଅନେକ ଯବାନ ଆହତ ହୋଇଛନ୍ତି। ଉଭୟ ପକ୍ଷର…

4 years ago

ପ୍ରଶ୍ନ ଘେରରେ ପିଏମ୍‌ କେୟାର୍ସ

ନୂଆଦିଲ୍ଲୀ,୧୧ା୫: କରୋନା ସଂକ୍ରମଣ ରୋକିବା ପାଇଁ ଦେଶରେ ଜାରି ହୋଇଥିତ୍ବା ଲକ୍‌ଡାଉନ୍‌ ଯୋଗୁ ବ୍ୟବସାୟିକ କାରବାର ପ୍ରାୟ ହେଉନାହିଁ କହିଲେ ଚଳେ। ଏଭଳି ସମୟରେ ଆର୍ଥିକ କ୍ଷତିରେ…

4 years ago

ମଙ୍ଗଳବାରଠୁ ଧୀରେ ଧୀରେ ସ୍ବାଭାବିକ ହେବ ଟ୍ରେନ୍‌ ଚଳାଚଳ

ନୂଆଦିଲ୍ଲୀ,୧୧।୫: ଦେଶବ୍ୟାପୀ ଲକ୍‌ଡାଉନ ଯୋଗୁ ମାର୍ଚ୍ଚ ୨୫ରୁ ଯାତ୍ରୀବାହୀ ରେଳ ସେବା ବନ୍ଦ ହୋଇଛି। ତେବେ ଏହି ସେବା ଆସନ୍ତା ମଙ୍ଗଳବାରଠାରୁ ଦେଶ ମଧ୍ୟରେ ଧୀରେ ଧୀରେ…

4 years ago

୨୦୨ ପ୍ରବାସୀଙ୍କୁ ନେଇ ଭାରତ ଅଭିମୁଖେ ଯାତ୍ରା ଆରମ୍ଭ କଲା ଆଇଏନ୍‌ଏସ୍‌ ମଗର

ନୂଆଦିଲ୍ଲୀ,୧୦।୫: କରୋନା ସଂକ୍ରମଣ ଯୋଗୁ ସାରା ପୃଥିବୀରେ ଅଚଳାବସ୍ଥା ଦେଖାଦେଇଛି। ବହୁ ଦେଶରେ ଲକ୍‌ଡାଉନ୍‌ ଜାରି ହୋଇଛି। ଏପରିସ୍ଥଳେ ବିଭିନ୍ନ ଦେଶରେ ଅଟକି ରହିଥିବା ଭାରତୀୟଙ୍କୁ ସ୍ବଦେଶ…

4 years ago

ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୩୦ ପ୍ରତିଶତ ଟପିଲା

ନୂଆଦିଲ୍ଲୀ,୧୦।୫: ଦେଶରେ କରୋନା ସଂକ୍ରମିତଙ୍କ ସୁସ୍ଥ ହାର ୩୦ ପ୍ରତିଶତ ଟପିଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର ମନ୍ତ୍ରଣାଳୟ ପକ୍ଷରୁ ରବିବାର ସୂଚନା ଦିଆଯାଇଛି। ସୁସ୍ଥ ହୋଇ…

4 years ago