ଜାତୀୟ

ଭୁଲ ନ କରୁ ଭାରତ: ୧୦ ସପ୍ତାହରୁ କମ୍‌ ହେଲେ ଲକ୍‌ଡାଉନ, ପରିସ୍ଥିତି ହେବ ଅସମ୍ଭାଳ

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ସଂକ୍ରମଣକୁ ନେଇ ଦେଶରେ ଚାଲିଥିବା ୪୦ ଦିନିଆ ଲକ୍‌ଡାଉନ ଅବଧି ମେ’ ୩ରେ ଶେଷ ହେଉଛି। ସାଧାରଣ ଜନତା ଭାବୁଛନ୍ତି ଏହାପରେ ଜୀବନ…

4 years ago

କରୋନା ସଙ୍କଟ: କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ଜୁଲାଇ ୨୦୨୧ ପର୍ଯ୍ୟନ୍ତ ରୋକ ଲଗାଇଲେ ସରକାର

ନୂଆଦିଲ୍ଲୀ,୨୩।୪: ଦେଶରେ ଜାରି ରହିଥିବା କରୋନା ସଙ୍କଟକୁ ଦୃଷ୍ଟିରେ ରଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାର ପକ୍ଷରୁ କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୨୦୨୧ ପର୍ଯ୍ୟନ୍ତ ରୋକ…

4 years ago

କରୋନା କାରଣରୁ ବାତିଲ ହେଲା କୈଳାସ ମାନସରୋବର ଯାତ୍ରା

ଗ୍ୟାଙ୍ଗଟକ୍‌,୨୩।୪: କରୋନା ଭାଇରସ୍‌ ମହାମାରୀ ଯୋଗୁ ସିକ୍କିମ ସରକାର ଚଳିତ ବର୍ଷ କୈଳାସ ମାନସରୋବର ଯାତ୍ରାକୁ ବାତିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏନେଇ ସିକ୍କିମ ପର୍ଯ୍ୟଟନ ମନ୍ତ୍ରୀ…

4 years ago

କୋଟାରୁ ଆସିଥିବା ପିଲାଙ୍କୁ ଯାଞ୍ଚ ପରେ ପଠାଗଲା କ୍ୱାରାଣ୍ଟାଇନ୍‌ରେ

ଶାହଜହାଁପୁର,୨୩।୪: ଉତ୍ତରପ୍ରଦେଶରେ ରାଜସ୍ଥାନ କୋଟାରୁ ଫେରିଥିବା ସମସ୍ତ ପିଲାଙ୍କ ରାପିଡ୍‌ ଟେଷ୍ଟ କରାଯାଇ ୧୪ ଦିନ ପାଇଁ କ୍ୱାରାଣ୍ଟାଇନ୍‌ରେ ପଠାଯାଇଛି। କୋଟାରୁ ଉତ୍ତରପ୍ରଦେଶର ସହାରାନପୁରକୁ ଆସିଥିବା ୯୩…

4 years ago

ସଂକ୍ରମିତଙ୍କୁ ଚିକିତ୍ସା କରୁଥିବା ଡାକ୍ତର ୮ ଘଣ୍ଟାରୁ ଅଧିକ ସମୟ ପର୍ଯ୍ୟନ୍ତ ଯାଇପାରୁ ନାହାଁନ୍ତି ଶୌଚାଳୟ: ପିନ୍ଧୁଛନ୍ତି ଆଡଲ୍ଟ ଡାଏପର

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ନିୟୋଜିତ ହୋଇଥିବା ଡାକ୍ତର ନିଜ ଜୀବନକୁ ତୁଛ ମଣି କାର୍ଯ୍ୟ କରୁଛନ୍ତି। ଏପରିସ୍ଥଳେ କେତେକ ସ୍ଥାନରେ ସେମାନଙ୍କୁ ସାଧାରଣ ଲୋକେ…

4 years ago

କରୋନା ପରୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ପୁଡୁଚେରୀ,୨୩।୪: ପୁଡୁଚେରୀ ମୁଖ୍ୟମନ୍ତ୍ରୀ ଭି ନାରାୟଣ ସ୍ବାମୀ ଗୁରୁବାର କରୋନା ଟେଷ୍ଟ କରିଛନ୍ତି। ତାଙ୍କ ସହ ବିଧାନସଭା ବାଚସ୍ପତି ଭିପି ଶିବକୋଲୁଣ୍ଡୁ, ବିଧାନସଭାର ସମସ୍ତ ମନ୍ତ୍ରୀ,ବିଧାୟକ ଓ…

4 years ago

ଗରିବ-ଦିନମଜୁରିଆ-ଚାଷୀମୁଲିଆଙ୍କୁ ମିଳୁ ୭୫୦୦ଟଙ୍କା କରୋନା ସହାୟତା: ସୋନିଆ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଗରିବ, ଦିନ ମଜୁରିଆ ଏବଂ ଚାଷୀ ମୁଲିଆଙ୍କ ଉପରେ…

4 years ago

ଏକଜୁଟ ହୋଇ କରୋନା ବିରୋଧରେ ଲଢ଼ିବା ପରିବର୍ତ୍ତେ ଲୋକଙ୍କ ମଧ୍ୟରେ ଘୃଣାଭାବ ସୃଷ୍ଟି କରୁଛି ଭାଜପା: ସୋନିଆ

ନୂଆଦିଲ୍ଲୀ,୨୩।୪: କରୋନା ସଂକ୍ରମଣ ଯୋଗୁ ସାରା ଭାରତରେ ଅଚଳାବସ୍ଥା ଦେଖାଦେଇଛି। ଏପରିସ୍ଥଳେ ଦେଶବାସୀ ଏକଜୁଟ ହୋଇ ଲଢ଼ିବାର ଆବଶ୍ୟକତା ରହିଛି। ତେବେ ଏପରିସ୍ଥଳେ ବି ଭାଜପା ଲୋକଙ୍କ…

4 years ago

ଉତ୍ତରପ୍ରଦେଶରେ ତିଆରି ହେଲା ୩୪ଟି ଅସ୍ଥାୟୀ ଜେଲ

ଲକ୍ଷ୍ନୌ,୨୩।୪: ଉତ୍ତରପ୍ରଦେଶ ସରକାର ରାଜ୍ୟରେ ୩୪ଟି ଅସ୍ଥାୟୀ ଜେଲ ସ୍ଥାପନା କରିଛନ୍ତି। ଲକ୍ଷ୍ନୌର କଶ୍ମୀରି ମୋହଲ୍ଲା ମ୍ୟୁନସିପାଲ ବାଳିକା ଇଣ୍ଟର କଲେଜ ଓ ସହରର ବିଭିନ୍ନ ସ୍କୁଲରେ…

4 years ago

ଭାରତକୁ ମିଳିବ କରୋନା ଭ୍ୟାକସିନ୍‌!

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨୧୦ ଦେଶକୁ ବ୍ୟାପିଥିବା ବେଳେ ଏବେ ଏହା ଆମେରିକାରେ ସର୍ବାଧିକ ଲୋକଙ୍କ ଜୀବନ ନେଲାଣି। ଏହି ଭାଇରସର ଭ୍ୟାକସିନ୍‌…

4 years ago