ଜାତୀୟ

ଆସାମକୁ ୫୦ହଜାର ପିପିଇ କିଟ୍‌ ପଠାଇଲା ଚାଇନା

ଗୁଆହାଟୀ,୧୬।୪(ପି.ଟି.): କରୋନା ଭାଇରସ୍‌ର ଉତ୍ପତ୍ତିସ୍ଥଳ ଚାଇନାରୁ ଆସାମକୁ ଆସିଛି ୫୦ହଜାର ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) କିଟ୍‌। କୋଭିଡ-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗଧାଡ଼ିର ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ…

4 years ago

ଦେଶର ୧୭୦ ହଟ୍‌ସ୍ପଟ୍‌ ଜିଲା ତାଲିକାରେ ଖୋର୍ଦ୍ଧା

ନୂଆଦିଲ୍ଲୀ/ଭୁବନେଶ୍ୱର, (ବ୍ୟୁରୋ)୧୬ା୪: ଭାରତର ୧୭୦ଟି ଜିଲାକୁ କରୋନା ହଟ୍‌ସ୍ପଟ ଭାବେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଚିହ୍ନଟ କରାଯାଇଛି। ଏଥିରେ ରହିଛି ଓଡ଼ିଶାର ଖୋର୍ଦ୍ଧା ଜିଲା। ଏଥିସହିତ ୨୦୭ଟି…

4 years ago

ବିଦେଶୀ କନ୍ୟା ଓ ଦେଶୀ ବର ପାଇଁ ରାତିରେ ଖୋଲିଲା କୋର୍ଟ

ରୋହତକ,୧୫ା୪: ଦେଶରେ ଲକ୍‌ଡାଉନ୍‌ ଯୋଗୁ ଯେପରି ସବୁ କିଛି ଥମିଯାଇଛି। ଏଥିରୁ ବିବାହ ମଧ୍ୟ ବାଦ୍‌ ପଡ଼ିନାହିଁ। ପୂର୍ବରୁ ଠିକ୍‌ ହୋଇ ସାରିଥିବା ବିବାହ ତାରିଖକୁ ଲକ୍‌ଡାଉନ୍‌…

4 years ago

କରୋନା ଯାଞ୍ଚ ପାଇଁ ଯାଇଥିବା ଡାକ୍ତର, ପୋଲିସ ଉପରେ ପଥରମାଡ଼

ମୁରାଦାବାଦ,୧୫ା୪: ଉତ୍ତରପ୍ରଦେଶର ମୁରାଦାବାଦ ଜିଲାରେ ଡାକ୍ତରୀ ଦଳର ଏକ୍‌ ଟିମ୍‌କୁ ଆକ୍ରମଣ ହୋଇଥିବା ଖବର ସାମ୍ନାକୁ ଆସିଛି। ବୁଧବାର ମୁରାଦାବାଦର ନାଗଫଣୀ ଥାନା ଅନ୍ତର୍ଗତ ହାଜି ନେକ…

4 years ago

ଭାରତରେ ୧୧ହଜାରରୁ ଊର୍ଦ୍ଧ୍ୱ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୪: ଦେଶରେ ଲକ୍‌ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ୧୧ହଜାରରୁ ଉର୍ଦ୍ଧ୍ୱ ଟପିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ହୋଇ ୩୭୭ଜଣଙ୍କର…

4 years ago

ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ

ଲକ୍ଷ୍ନୌ,୧୫।୪: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ ଘଟିଛି। ନଜିରାବାଦରେ ରହୁଥିବା ୬୪ ବର୍ଷୀୟ ବୃଦ୍ଧଙ୍କ ବୁଧବାର ଦ୍ୱିପ୍ରହରରେ କରୋନା ଭାଇରସ୍‌ରେ ମୃତ୍ୟୁ ହୋଇଥିବା…

4 years ago

୨୩ ସଂକ୍ରମିତ ପାଲଟିଲେ ସୁପର ସ୍ପ୍ରେଡ଼ର: ୫୫୮ ଲୋକଙ୍କ ପାଖରେ ପହଞ୍ଚିଲା କରୋନା ମହାମାରୀ ସଂକ୍ରମଣ !

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ୭ ରାଜ୍ୟର ୧୫ ଜିଲାରେ ୨୩ ଜଣ ସଂକ୍ରମିତ ସୁପର ସ୍ପ୍ରେଡ଼ର ପାଲଟିଥିବା…

4 years ago

ଦେଶର ୩୮୮ ଜିଲାରେ କରୋନା ସଂକ୍ରମଣ: ୪ ସହରରେ ୨୫୮୪ ଜଣ ପଜିଟିଭ୍‌ ଚିହ୍ନଟ

ନୂଆଦିଲ୍ଲୀ,୧୫।୪: ଦେଶର କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ସେହିପରି ମୃତକଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଉଛି। ବର୍ତ୍ତମାନ ସୁଦ୍ଧା ଦେଶର ୩୮୮ ଜିଲାରେ କରୋନା ସଂକ୍ରମଣ…

4 years ago

ଲକ୍‌ଡାଉନ୍‌-୨: ସରକାର ଜାରି କଲେ ନୂଆ ଗାଇଡ୍‌ ଲାଇନ୍‌

ନୂଆଦିଲ୍ଲୀ,୧୫।୪: ଭାରତରେ କରୋନା ସଂକ୍ରମଣ ରୋକିବା ଲାଗି ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ସମୟ ସୀମାକୁ ମେ ୩ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ବୁଧବାର କେନ୍ଦ୍ର ସରକାରଙ୍କ ପକ୍ଷରୁ…

4 years ago

ହାଉସ୍‌ବୋଟ୍‌ରେ ହେବ ଆଇସୋଲେଶନ୍‌ ଓ୍ବାର୍ଡ !

ଆଲପ୍ପୁଝା,୧୫।୪: କରୋନା ସଂକ୍ରମଣକୁ ଦୂରେଇବା ପାଇଁ କେରଳରେ ବହୁବିଧ ସଚେତନତା ଏବଂ ସ୍ବାସ୍ଥ୍ୟ ସେବା ଉପରେ ଗୁରୁତ୍ୱ ଦିଆଯାଉଛି। କେରଳରେ ସଫଳତାର ସହିତ କରୋନା ମୁକାବିଲା ଜାରି…

4 years ago