ଜାତୀୟ

ଅସୁବିଧା ସମୟରେ ଭଡାଟିଆଙ୍କୁ ସାହା ହେଲେ ଘର ମାଲିକ

ନଏଡା,୩୦।୩: ମହାମାରୀ କରୋନା ଭାଇରସ୍‌ ସହ ମୁକାବିଲା ପାଇଁ ସମସ୍ତେ ପ୍ରାଣପଣେ ଉଦ୍ୟମ ଚଳାଇଛନ୍ତି। ଏହି ଘଡିସନ୍ଧି ମୁହୂର୍ତ୍ତରେ କେତେକ ଲୋକ ନିଜର ମାନବିକତାର ପରିଚୟ ମଧ୍ୟ…

4 years ago

ଲକ୍‌ଡାଉନ ବିରୋଧୀ ଅଭିନବ ଲଢ଼େଇ

ନୂଆଦିଲ୍ଲୀ, ୩୦। ୩: କରୋନା ଯୋଗୁ ବର୍ତ୍ତମାନ ସାରା ବିଶ୍ୱରେ ଲକ୍‌ଡାଉନ ପାଇଁ ଆର୍ଥତ୍କ କାର୍ଯ୍ୟକଳାପ ହ୍ରାସ ହୋଇଛି। ଏଭଳି ସମୟରେ କମ୍ପାନୀଗୁଡିକ ଚାପରେ ରହିବା ଫଳରେ…

4 years ago

ପିଏମ୍‌-କେୟାର୍ସ ପାଣ୍ଠିକୁ ୧୫୧ କୋଟି ଦେବ ରେଲଓ୍ବେ

ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଗଠନ କରିଥିବା ପିଏମ୍‌-କେୟାର୍ସ ପାଣ୍ଠିକୁ ରେଲଓ୍ବେ ୧୫୧ କୋଟି ଟଙ୍କା ଦାନ କରିବ। ରେଳମନ୍ତ୍ରୀ ପୀୟୂଷ ଗୋୟଲ ରବିବାର ଏହା…

4 years ago

୨୦୦ କି.ମି. ଚାଲି କର୍ମଚାରୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ,୩୦ା୩: କରୋନା ସଂକ୍ରମଣ କମାଇବା ପାଇଁ ସରକାର ଘୋଷଣା କରିଥିବା ଲକ୍‌ଡାଉନ୍‌ ଦାଦନ ଶ୍ରମିକଙ୍କ ଦୁଃଖକୁ ବହୁଗୁଣିତ କରିଦେଇଛି। ରାଜଧାନୀ ଦିଲ୍ଲୀରୁ ଘରକୁ ଫେରିବା ଲାଗି ଜଣେ…

4 years ago

ଦିନକୁ ୨୦୦ ଜଣଙ୍କ ସହ ଭାବ ବିନିମୟ କରୁଛନ୍ତି ମୋଦି

ନୂଆଦିଲ୍ଲୀ,୩୦ା୩(ପି.ଟି.): କରୋନା ଭାଇରସ୍‌ ବିରୋଧରେ ଭାରତର ଲଢ଼େଇ ସମ୍ପର୍କରେ ମତାମତ ନେବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିୟମିତ ଭାବେ ଦେଶବାସୀଙ୍କ ସହ ଯୋଗାଯୋଗ କରୁଛନ୍ତି। ଏହିକ୍ରମରେ…

4 years ago

ଭଡ଼ା ମାଗିବେ ନାହିଁ ଘର ମାଲିକ: ଲକ୍‌ଡାଉନ୍‌ ବେଳେ ସମ୍ପୂର୍ଣ୍ଣ ମଜୁରି ଦେବେ ନିଯୁକ୍ତିଦାତା

ନୂଆଦିଲ୍ଲୀ,୩୦ା୩: କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଏହି ସମୟ ମଧ୍ୟରେ ନିଯୁକ୍ତିଦାତାମାନେ କର୍ମଚାରୀମାନଙ୍କୁ…

4 years ago

ଥମୁନି ଦାଦନଙ୍କ ଗଣପଳାୟନ

ନୂଆଦିଲ୍ଲୀ,୩୦ା୩(ପି.ଟି.): କୋଭିଡ୍‌-୧୯ ସଂକ୍ରମଣ ରୋକିବା ପାଇଁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ଲକ୍‌ଡାଉନ୍‌ ଡାକରା ପଞ୍ଚମ ଦିନରେ ପହଞ୍ଚତ୍ଛି। ସାମ୍ପ୍ରତିକ ଅଚଳାବସ୍ଥା ଦେଶର ବଡ଼ ବଡ଼ ସହରରେ ନିୟୋଜିତ…

4 years ago

୨୪ ଘଣ୍ଟାରେ ଗଲା ୮ ଜୀବନ: ୨୭ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ,୩୦ା୩(ପି.ଟି.): ଲକ୍‌ଡାଉନ ସତ୍ତ୍ୱେ ଦିନକୁ ଦିନ ଅଧିକ ଭୟଙ୍କର ହେଉଛି କରୋନା। ଭାରତରେ ଗତ ୨୪ ଘଣ୍ଟା ମଧ୍ୟରେ ୮ ଜଣଙ୍କ ଜୀବନ ନେଲାଣି ଏହି ଭୂତାଣୁ।…

4 years ago

ଆଲ୍‌କୋହଲ ଯାଞ୍ଚ୍‌କୁ ସାମୟିକ ବନ୍ଦ ରଖିବାକୁ ଅନୁରୋଧ କଲା ଏୟାର ଇଣ୍ଡିଆ ପାଇଲଟ ସଂଘ

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମଣ ଭାରତରେ ଆତଙ୍କ ସୃଷ୍ଟି ହୋଇଛି। ସ୍ପାଇସ୍‌ ଜେଟ୍‌ର ଜଣେ ପାଇଲଟଙ୍କ ନମୁନା ପରୀକ୍ଷା ରିପୋର୍ଟ ପଜିଟିଭ୍‌ ଆସିଛି। ଏପରିସ୍ଥଳେ ସାମୟିକ ଭାବେ ଆଲ୍‌କୋହଲ…

4 years ago

ବିଦେଶ ଯାତ୍ରାରେ ନ ଯାଇ ବି ସ୍ପାଇସ୍‌ ଜେଟ୍‌ ପାଇଲଟ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୯।୩: କରୋନା ସଂକ୍ରମିତଙ୍କ ସଂଖ୍ୟା ଭାରତରେ ବଢ଼ିବାରେ ଲାଗିଛି। ବିଦେଶରୁ ସ୍ବଦେଶ ଫେରିଥିବା ବହୁ ଭାରତୀୟଙ୍କଠାରେ କରୋନା ସଂକ୍ରମଣ ଚିହ୍ନଟ ହୋଇଛି। ତେବେ ସ୍ପାଇସ୍‌ ଜେଟ୍‌ର ଜଣେ…

4 years ago