ଜାତୀୟ

ପ୍ରଧାନ ଶିକ୍ଷକଙ୍କ ବିଦାୟ ସମୟରେ କାନ୍ଦିଲେ ଛାତ୍ରୀଛାତ୍ର

ନଓ୍ବାଡା,୨।୩: ସାଧାରଣତଃ ଅତି ନିଜ ବ୍ୟକ୍ତିଙ୍କ ବିଦାୟୀ ସମୟରେ ଆଖିରେ ଲୁହ ଆସିଯାଇଥାଏ। କିନ୍ତୁ କେବେ ଶୁଣିଛନ୍ତି ବା ଦେଖିଛନ୍ତି କି ଜଣେ ଶିକ୍ଷକଙ୍କ ବିଦାୟି ସମୟରେ…

5 years ago

ନିର୍ଭୟା ଦୋଷୀଙ୍କୁ ଫାଶୀ ଖୁଣ୍ଟରେ ଝୁଲାଇବାକୁ ପ୍ରସ୍ତୁତ ହେଉଛନ୍ତି ଜହ୍ଲାଦ ପବନ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲର ୪ ଦୋଷୀଙ୍କୁ ମଙ୍ଗଳବାର ସକାଳ ୬ଟାରେ ଫାଶୀ ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିପାଇଁ ତୃତୀୟ ଥର ଲାଗି ଡେଥ୍‌ ଓ୍ବାରେଣ୍ଟ…

5 years ago

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ କ୍ଷମା ଆବେଦନ

ନୂଆଦିଲ୍ଲୀ,୨।୩: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ରାଜକ୍ଷମା ଆବେଦନକୁ ସୋମବାର ରାଷ୍ଟ୍ରପତି ରାମନାଥ କୋବିନ୍ଦ ଖାରଜ କରି ଦେଇଛନ୍ତି। ସୋମବାର ସକାଳୁ ସୁପ୍ରିମକୋର୍ଟଙ୍କ…

5 years ago

ଏଏପିିରେ ସାମିଲ ହେବେ ନୂତନ ଠାକୁର

ଲକ୍ଷ୍ନୌ,୨।୩: ବରିଷ୍ଠ ଓକିଲ ତଥା ସାମାଜିକ କର୍ମକର୍ତ୍ତା ନୂତନ ଠାକୁର ଖୁବ୍‌ଶୀଘ୍ର ଆମ ଆଦମୀ ପାର୍ଟି (ଏଏପି)ରେ ସାମିଲ ହୋଇପାରନ୍ତି। ସେ ପୂର୍ବରୁ ମଧ୍ୟ ଏଏପିରେ ରହିଥିଲେ,…

5 years ago

କରୋନା ଭୟ: ଇରାନ୍‌ରେ ଫସିଥିବା ଭାରତୀୟ, ଉଦ୍ଧାର ପାଇଁ ସରକାରଙ୍କୁ କଲେ ନିବେଦନ

ନୂଆଦିଲ୍ଲୀ,୨।୩: ଚାଇନାରେ ସୃଷ୍ଟ କରୋନା ଭାଇରସ୍‌ ଏବେ ମହାମାରୀର ରୂପ ନେଇଥିବା ବେଳେ ଅନ୍ୟ ଦେଶକୁ ମଧ୍ୟ ବ୍ୟାପିବାରେ ଲାଗିଛି। ଇରାନରେ କରୋନା ଭାଇରସ୍‌ରେ ପ୍ରଭାବିତ ସହରରେ…

5 years ago

୩ ବର୍ଷରେ ଟ୍ରେନ୍‌, ଷ୍ଟେଶନ ପରିସରରେ ହୋଇଛି ୧୬୫ ବଳାତ୍କାର ଘଟଣା: ଆର୍‌ଟିଆଇ ରିପୋର୍ଟ

ନୂଆଦିଲ୍ଲୀ,୨।୩: ଟ୍ରେନ୍‌ରେ ଯାତ୍ରା କରିବା ମଧ୍ୟ ମହିଳାଙ୍କ ପାଇଁ ସୁରକ୍ଷିତ ନୁହେଁ। ଏହା ସୂଚନା ଅଧିକାର ଆଇନ(ଆର୍‌ଟିଆଇ) ଦ୍ୱାରା କରାଯାଇଥିବା ଏକ ଆବେଦନ ରିପୋର୍ଟରୁ ଜଣାପଡ଼ିଛି। ଏଥିରେ…

5 years ago

ମଧ୍ୟପ୍ରଦେଶ ଦ୍ୱାଦଶ ବୋର୍ଡ: ବାପା-ଝିଅ ପରୀକ୍ଷା ଦେବାକୁ ଗୋଟିଏ କେନ୍ଦ୍ରରେ ପହଞ୍ଚିଲେ

ଭୋପାଳ,୨।୩: ମଧ୍ୟପ୍ରଦେଶ ମାଧ୍ୟମିକ ଶିକ୍ଷା ମଣ୍ଡଳ(ଏମ୍‌ଏସ୍‌ଏମ୍‌) ଦ୍ୱାରା ପରିଚାଳିତ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ସୋମବାରଠାରୁ ଆରମ୍ଭ ହୋଇଛି। ଏହା ପ୍ରଥମ ପରୀକ୍ଷା ମାତୃଭାଷା ହିନ୍ଦୀ ବିଷୟରେ…

5 years ago

ଦିଲ୍ଲୀ ଦଙ୍ଗାରେ ମୃତ ଅଙ୍କିତ ଶର୍ମାଙ୍କ ପରିବାରକୁ ୧ କୋଟି ଟଙ୍କା ଅନୁକମ୍ପା ରାଶି ସହ ଜଣକୁ ମିଳିବ ଚାକିରି: କେଜରିଓ୍ବାଲ

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ଦଙ୍ଗାରେ ଇଣ୍ଟଲିଜେନ୍ସ ବ୍ୟୁରୋର ଅଧିକାରୀ ଅଙ୍କିତ ଶର୍ମାଙ୍କ ମୃତ୍ୟୁ ସମସ୍ତଙ୍କୁ ସ୍ତବ୍ଧ କରିଦେଇଥିଲା। ଗୋଟିଏ ଦିନ ପରେ ଡ୍ରେନ୍‌ରୁ ତାଙ୍କ ମୃତଦେହ ମିଳିବା ପରେ…

5 years ago

ଭାରତରେ ଚିହ୍ନଟ ହେଲେ ଆଉ ୨ କରୋନା ଭାଇରସ ସଂକ୍ରମିତ

ନୂଆଦିଲ୍ଲୀ,୨।୩: ଚାଇନାରୁ ଆରମ୍ଭ ହୋଇଥିବା କରୋନା ଭାଇରସ ଏବେ ସାରା ବିଶ୍ୱକୁ ବ୍ୟାପିବାରେ ଲାଗିଛି। ଏବେ କରୋନା ଭାଇରସରେ ଭାରତର ଆଉ ୨ ବ୍ୟକ୍ତି ସଂକ୍ରମିତ ହୋଇଥିବା…

5 years ago

ଦିଲ୍ଲୀ ହିଂସା: ସଂସଦର ଉଭୟ ଗୃହରେ ଅଚଳାବସ୍ଥା; ଶାହାଙ୍କ ଇସ୍ତଫା ଦାବି

ନୂଆଦିଲ୍ଲୀ,୨।୩: ଦିଲ୍ଲୀ ହିଂସା ନେଇ ସଂସଦର ବଜେଟ ଅଧିବେଶନରେ ଉଭୟ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଛି। ବିରୋଧୀ ଦଳଗୁଡ଼ିକ ପକ୍ଷରୁ ଏଥିପାଇଁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କୁ ଦାୟୀ…

5 years ago