ଜାତୀୟ

ମେହବୁବାଙ୍କ ଅଟକକୁ ନେଇ ଜମ୍ମୁ-କଶ୍ମୀର ପ୍ରଶାସନକୁ ସୁପ୍ରିମକୋର୍ଟ ନୋଟିସ

ନୂଆଦିଲ୍ଲୀ,୨୭ା୨(ଆଇଏଏନ୍‌ଏସ୍‌): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପିଡିପି ନେତ୍ରୀ ମେହବୁବା ମୁଫ୍‌ତିଙ୍କ ଅଟକକୁ ନେଇ ସୁପ୍ରିମକୋର୍ଟ ବୁଧବାର ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ ଜାରି କରିଛନ୍ତି। ସାଧାରଣ ନିରାପତ୍ତା ଆଇନ…

5 years ago

୩ ଭାଜପା ନେତାଙ୍କ ବିରୋଧରେ ଏଫ୍‌ଆଇଆର୍‌ କର: ହାଇକୋର୍ଟ

ନୂଆଦିଲ୍ଲୀ,୨୭ା୨(ପି.ଟି.): ଯେଉଁ ୩ ଭାଜପା ନେତାଙ୍କ ଉତ୍ତେଜନାପୂର୍ଣ୍ଣ ଭାଷଣ ଯୋଗୁ ସିଏଏ ହିଂସା ଜୋରଦାର ହେଲା ବୋଲି କୁହାଯାଉଛି, ସେମାନଙ୍କ ବିରୋଧରେ କ’ଣ ପାଇଁ ଏତଲା ଦାଏର…

5 years ago

‘ସେମାନେ ମୋତେ ଆତଙ୍କବାଦୀ କହୁଛନ୍ତି’

ନୂଆଦିଲ୍ଲୀ, ୨୭ା୨: ଦିଲ୍ଲୀ ପୋଲିସକୁ ୩ ଦିନ ସମୟ ଦେଇ ସିଏଏ ବିକ୍ଷୋଭକାରୀଙ୍କୁ ହଟାଅ ନ ହେଲେ ସେମାନେ ପରିଣାମ ଭୋଗିବେ ବୋଲି କହିଥିବା ଭାଜପା ନେତା…

5 years ago

କେଜ୍‌ରିଓ୍ବାଲ କହିଲେ ବାହାର ଲୋକ କାମ

ନୂଆଦିଲ୍ଲୀ,୨୭ା୨: ଉତ୍ତର-ପୂର୍ବ ଦିଲ୍ଲୀରେ ଦିଲ୍ଲୀବାସୀ ହିଂସା ଭିଆଇନାହାନ୍ତି। ସେମାନେ ଶାନ୍ତି ଚାହାନ୍ତି। ଯାହାକିଛି ଘଟିଛି ସେଥିରେ ‘ଆମ୍‌ ଆଦ୍‌ମୀ’ଙ୍କ ଭୂମିକା ନାହିଁ, ଏହା ପଛରେ ବାହାର ଲୋକଙ୍କ…

5 years ago

ଆଗ୍ରହୀ ମହିଳା ସରୋଗେଟ ମାଆ ହୋଇପାରିବେ

ନୂଆଦିଲ୍ଲୀ,୨୭ା୨: ଏଣିକି କେବଳ ସମ୍ପର୍କୀୟା ନୁହନ୍ତି, ଯେକୌଣସି ଆଗ୍ରହୀ ମହିଳା ସରୋଗେଟ ମାଆ ହୋଇପାରିବେ। କେନ୍ଦ୍ର କ୍ୟାବିନେଟ ବୁଧବାର ସରୋଗେସୀ(ରେଗୁଲେଶନ) ବିଲ୍‌, ୨୦୨୦କୁ ଅନୁମୋଦନ କରିଛି। ଏହି…

5 years ago

ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା

ନୂଆଦିଲ୍ଲୀ,୨୭ା୨(ପି.ଟି.): ଉତ୍ତରପୂର୍ବ ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ରୋକିବାରେ ବିଫଳ ହୋଇଥିବା ଦିଲ୍ଲୀ ପୋଲିସକୁ ସୁପ୍ରିମକୋର୍ଟ ବୁଧବାର ଭର୍ତ୍ସନା କରିଛନ୍ତି। ଏହି ହିଂସାରେ ୨୪ ଜଣଙ୍କ ମୃତ୍ୟୁ…

5 years ago

ସିଏଏରୁ ସାମ୍ପ୍ରଦାୟିକ ହିଂସା

ନୂଆଦିଲ୍ଲୀ,୨୭ା୨: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ଆରମ୍ଭରୁ ବିବାଦ ଲାଗିରହିଛି। ବିବାଦୀୟ ଆଇନକୁ ନେଇ ବିରୋଧ ଏବେ ସାମ୍ପ୍ରଦାୟିକ ଦଙ୍ଗାରେ ପରିଣତ ହୋଇଛି। ଭାଜପା…

5 years ago

ଘାତକ ହେଲା ଦିଲ୍ଲୀ ଦଙ୍ଗା: ଗଡ଼ିଲାଣି ୨୭ ମୁଣ୍ଡ

ନୂଆଦିଲ୍ଲୀ,୨୭ା୨: ଦିଲ୍ଲୀରେ ଘାତକ ହେଲାଣି ସାମ୍ପ୍ରଦାୟିକ ଦଙ୍ଗା। କେନ୍ଦ୍ର ସରକାରଙ୍କ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ)କୁ ନେଇ ୩ ଦିନ ହେଲା ଜଳୁଛି ଜାତୀୟ ରାଜଧାନୀ। ଉତ୍ତର-ପୂର୍ବ…

5 years ago

ଶହୀଦ ରତନଲାଲଙ୍କ ପରିବାରଙ୍କୁ ମିଳିବ ୧ କୋଟି, ଜଣେ ସଦସ୍ୟଙ୍କୁ ଚାକିରି: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ହିଂସାକାଣ୍ଡରେ ଏପର୍ଯ୍ୟନ୍ତ ୨୨ଜଣଙ୍କ ମୃତ୍ୟୁ ହୋଇସାରିଲାଣି। ଆଉ କେତେକ ଲୋକ ଆହତ ହୋଇ ଏବେ ବି ହସ୍ପିଟାଲରେ ଚିକିତ୍ସାଧୀନ…

5 years ago

ଦିଲ୍ଲୀ ଗ୍ରାଉଣ୍ଡ ଜିରୋର ସ୍ଥିତି ଅନୁଧ୍ୟାନ କଲେ ଡୋଭାଲ

ନୂଆଦିଲ୍ଲୀ,୨୬।୨: କିଛି ଦିନ ହେଲା ଦେଶର ରାଜଧାନୀ ଦିଲ୍ଲୀ ଅଶାନ୍ତ ରହିଛି। ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ହିଂସା ଦିଲ୍ଲୀରେ ଉଗ୍ର ରୂପ ଧାରଣ କରିଛି।…

5 years ago