ଜାତୀୟ

ମଧ୍ୟପ୍ରଦେଶ ରାଜ୍ୟ ସଭା ନିର୍ବାଚନ: କଂଗ୍ରେସ-ଭାଜପାକୁ ଗୋଟିଏ-ଗୋଟିଏ ଆସନ ମିଳିବା ସମ୍ଭାବନା

ଭୋପାଳ,୨୬।୨: ମଧ୍ୟପ୍ରଦେଶରେ ରାଜ୍ୟ ସଭା ପାଇଁ ୩ଟି ଆସନରେ ନିର୍ବାଚନ ହେବ। ନିର୍ବାଚନରେ କଂଗ୍ରେସ ଏବଂ ଭାଜପାକୁ ଗୋଟିଏ ଗୋଟିଏ ଆସନ ମିଳିବା ପ୍ରାୟ ନିଶ୍ଚିତ ହୋଇଥିବାବେଳେ…

5 years ago

ଛତିଶଗଡ଼ରେ ଏନ୍‌କାଉଣ୍ଟର: ପୋଲିସ-ମାଓବାଦୀ ମୁହାଁମୁହିଁ

କାଙ୍କେର,୨୬।୨: ଛତିଶଗଡ଼ କାଙ୍କେରର କୋୟଲିବେଡା ଅଞ୍ଚଳରେ ପୋଲିସ ଓ ମାଓବାଦୀ ମୁହାଁମୁହିଁ ହୋଇଛନ୍ତି। ବୁଧବାର ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳିବିମୟ ହୋଇଥିଲା। ଏଥିରେ କେହି ମୃତାହତ…

5 years ago

ଶାନ୍ତି-ଶୃଙ୍ଖଳା ପାଇଁ ଅପିଲ୍‌ କଲେ ମୋଦି

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) କୁ ବିରୋଧ କରି ହିଂସା ଜାରି ରହିଛି। ସୁରକ୍ଷା ଦୃଷ୍ଟିରୁ ଅତିରିକ୍ତ ସୁରକ୍ଷାକର୍ମୀଙ୍କୁ ମୁତୟନ କରାଯାଇଛି। ଏପରିସ୍ଥଳେ ଶାନ୍ତି-ଶୃଙ୍ଖଳା ବଜାୟ…

5 years ago

ନଦୀକୁ ଖସିଲା ବରଯାତ୍ରୀ ବସ୍‌

ବୁନ୍ଦି,୨୬।୨: ରାଜସ୍ଥାନର ବୁନ୍ଦି ଜିଲାରେ ବୁଧବାର ସକାଳେ ଏକ ଅଘଟଣ ଘଟିଛି। ପାପଡ଼ି ଗାଁ ନିକଟରେ ଏକ ବରଯାତ୍ରୀ ବସ୍‌ ମେଜ୍‌ ନଦୀରେ ଖସିପଡ଼ିଥିବା ଜଣାପଡ଼ିଛି। ଏହି…

5 years ago

ଦିଲ୍ଲୀର ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ: ଶାହା ଦିଅନ୍ତୁ ଇସ୍ତଫା କହିଲେ ସୋନିଆ

ନୂଆଦିଲ୍ଲୀ,୨୬।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସାକାଣ୍ଡ ଜାରି ରହିଛି। ଏପରିସ୍ଥଳେ କଂଗ୍ରେସ ପକ୍ଷରୁ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍‌ କରାଯାଇଛି। ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ନିଜର…

5 years ago

ଫ୍ରାନ୍ସ୍‌ର ନୂଆ ରାଷ୍ଟ୍ରଦୂତ ହେଲେ ଜାଓ୍ବେଦ ଅଶରଫ୍‌

ନୂଆଦିଲ୍ଲୀ,୨୬।୨: ଫ୍ରାନ୍ସ୍‌ର ନୂଆ ରାଷ୍ଟ୍ରଦୂତ ଭାବେ ଜାଓ୍ବେଦ ଅଶରଫ୍‌ଙ୍କୁ ନିଯୁକ୍ତ କରାଯାଇଛି। ଏନେଇ ବୁଧବାର ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବୁଧବାର ସୂଚନା ଦିଆଯାଇଛି। ୧୯୯୧ ବ୍ୟାଚ୍‌ ଭାରତୀୟ…

5 years ago

ସ୍ଥିତି ନୁହେଁ ଉପଯୋଗୀ ଶାହିନ ବାଗ୍‌ ଶୁଣାଣି ମାର୍ଚ୍ଚ ୨୩ରେ: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୬।୨: ଦିଲ୍ଲୀର ସ୍ଥିତି ଉପଯୋଗୀ ନ ଥିବାରୁ ଶାହିନ ବାଗ୍‌ ଶୁଣାଣି ଏବେ ହେବନି ବୋଲି ସୁପ୍ରିମ୍‌କୋର୍ଟ ବୁଧବାର କହିଛନ୍ତି। ଆଇନ ଶୃଙ୍ଖଳା ସ୍ଥିତି ଶାନ୍ତ ହେଲେ…

5 years ago

ଥମୁନି ଦିଲ୍ଲୀ ହିଂସା: ସେନା ମୁତୟନ କରିବାକୁ କେଜରିଓ୍ବାଲଙ୍କ ପରାମର୍ଶ

ନୂଆଦିଲ୍ଲୀ,୨୬।୨: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଦିଲ୍ଲୀରେ ହିଂସା ଥମିବାର ନା ଧରୁନି। ଆବଶ୍ୟକସ୍ଥଳରେ କର୍ଫ୍ୟୁ ଲଗାଇବା ସହିତ ସେନା ମୁତୟନ ପାଇଁ ମୁଖ୍ୟମନ୍ତ୍ରୀ କେଜରିଓ୍ବାଲ ପରାମର୍ଶ…

5 years ago

ଦେଶର ସୁରକ୍ଷା ପାଇଁ ନିୟନ୍ତ୍ରଣ ରେଖା ପାର କରିବାକୁ ଭାରତୀୟ ଯବାନ କରିବେନି କୁଣ୍ଠାବୋଧ: ରାଜନାଥ ସିଂ

ନୂଆଦିଲ୍ଲୀ, ୨୬।୨: ଦେଶର ସୁରକ୍ଷା ସର୍ବୋପରି। ମାଟି ମା’ ପାଇଁ ସମୟ ପଡ଼ିଲେ କିଛି ସ୍ବତନ୍ତ୍ର ପଦକ୍ଷେପ ମଧ୍ୟ ନେବାକୁ ପଡ଼ିବ। ଆବଶ୍ୟକ ପଡ଼ିଲେ ନିୟନ୍ତ୍ରଣ ରେଖା…

5 years ago

ସର୍ବାଧିକ ଆୟକର ଦେଲେ ଧୋନୀ: ପୈଠ କଲେ ୨୮ କୋଟି

ରାଞ୍ଚି,୨୬।୨: କ୍ରିକେଟ ପଡ଼ିଆରେ ହେଲିକପ୍ଟର ସଟ୍‌ ମାରି ପ୍ରଂଶସକଙ୍କୁ ରୋମାଞ୍ଚିତ କରୁଥିବା ମହେନ୍ଦ୍ର ସିଂ ଧୋନୀ ଏବେ ସର୍ବାଧିକ ଆୟକର ଦାଖଲ କରି ଚର୍ଚ୍ଚାରେ ରହିଛନ୍ତି। ଏନେଇ…

5 years ago