ଜାତୀୟ

ଭୋଟର ପରିଚୟପତ୍ରର ହେବ ଆଧାର ଲିଙ୍କ୍‌: ମୋଦି ସରକାରଙ୍କ ଯୋଜନା !

ନୂଆଦିଲ୍ଲୀ,୧୯।୨: ଖୁବ୍‌ ଶୀଘ୍ର ଭୋଟର ପରିଚୟ ପତ୍ରକୁ ଅଧାର ସହିତ ଲିଙ୍କ୍‌ କରାଯିବ। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାର ଯୋଜନା କରୁଛନ୍ତି। ନିକଟରେ ଆଇନ ମନ୍ତ୍ରଣାଳୟ…

5 years ago

କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତ କଲା ପୁଣେର କମ୍ପାନୀ

ପୁଣେ,୧୯।୨: କରୋନା ସଂକ୍ରମଣ ଯୋଗୁ ଚାଇନାରେ ସଙ୍କଟ ସୃଷ୍ଟି ହୋଇଛି। ସମ୍ପ୍ରତି ପୁଣେର ଏକ କମ୍ପାନୀ କରୋନା ପ୍ରତିଷେଧକ ଟୀକା ପ୍ରସ୍ତୁତ କରିଛି। ସ୍ଥାନୀୟ ସିରମ୍‌ ଇନଷ୍ଟିଚ୍ୟୁଟ୍‌…

5 years ago

୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେରୁ ଦିଲ୍ଲୀ ହସ୍ପିଟାଲରେ ପ୍ରତିରୋପଣ ପାଇଁ ପହଞ୍ଚିଲା ହୃଦୟ: ମହିଳାଙ୍କୁ ମିଳିଲା ନୂଆ ଜୀବନ

ନୂଆଦିଲ୍ଲୀ,୧୯।୨: ମାତ୍ର ୩ ଘଣ୍ଟାରେ ୧୪୦୦ କିମି ଅତିକ୍ରମ କରି ପୁଣେର ରୁବି ହଲ୍‌ କ୍ଲିନିକ୍‌ରୁ ଦିଲ୍ଲୀର ଫୋର୍ଟିସ୍‌ ହସ୍ପିଟାଲରେ ପ୍ରତିରୋପଣ ପାଇଁ ହୃଦୟ ପହଞ୍ଚିଛି। ଏହାପରେ…

5 years ago

ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର: ୩ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୨: ଜମ୍ମୁ-କଶ୍ମୀର ତ୍ରାଲର ଅଓ୍ବନ୍ତିପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ସେମାନେ ଗଜବତ୍‌-ଅଲ୍‌- ହିନ୍ଦ୍‌ର ସଦସ୍ୟ ବୋଲି ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…

5 years ago

ପାଠପଢ଼ା ନିଶା: ୯୩ ବର୍ଷରେ ମାଷ୍ଟର ଡିଗ୍ରୀ

ନୂଆଦିଲ୍ଲୀ, ୧୯।୨: ପାଠ ପାଇଁ ଯେ କୌଣସି ନିର୍ଦ୍ଦିଷ୍ଟ ବୟସ ନାହିଁ ତାହା ଜଣେ ୯୩ ବର୍ଷ ବୟସ୍କ ବୃଦ୍ଧଙ୍କ କ୍ଷେତ୍ରରେ ପ୍ରମାଣିତ ହୋଇଛି। ଇନ୍ଦିରା ଗାନ୍ଧି…

5 years ago

୧୫ ମହଲାରୁ ଡେଇଁ ହୀରା ବ୍ୟବସାୟୀଙ୍କ ଆତ୍ମହତ୍ୟା

ମୁମ୍ବାଇ,୧୯ା୨(ପି.ଟି.): ଦକ୍ଷିଣ ମୁମ୍ବାଇର ଅପେରା ହାଉସ୍‌ଠାରେ ଜଣେ ୬୧ ବର୍ଷୀୟ ହୀରା ବ୍ୟବସାୟୀ ମଙ୍ଗଳବାର ସକାଳେ ୧୫ ମହଲା କୋଠାରୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଧୀରେନଭାଇ ଚନ୍ଦ୍ରକାନ୍ତ…

5 years ago

ଗଡ୍‌ସେ ନା ଗାନ୍ଧିଜୀଙ୍କ ପକ୍ଷରେ: ନୀତୀଶଙ୍କୁ ପ୍ରଶାନ୍ତ କିଶୋରଙ୍କ ପ୍ରଶ୍ନ

ପାଟନା,୧୯ା୨(ପି.ଟି.): କ୍ଷମତା ପାଇଁ ଭାଜପା ସହ ମେଣ୍ଟ କରିଥିବା ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ରାଜନୈତିକ ରଣନୀତିକାର ତଥା ରାଜନେତା ପ୍ରଶାନ୍ତ କିଶୋର କଡ଼ା ସମାଲୋଚନା କରିଛନ୍ତି।…

5 years ago

ହିନ୍ଦୁ ଆତଙ୍କବାଦ ରୂପ ଦେବାକୁ ହୋଇଥିଲା ଚକ୍ରାନ୍ତ

ମୁମ୍ବାଇ,୧୯ା୨(ପି.ଟି.): ୨୬/୧୧ ମୁମ୍ବାଇ ଆକ୍ରମଣକୁ ହିନ୍ଦୁ ଆତଙ୍କବାଦ ରୂପ ଦେବା ଲାଗି ଲଶ୍କର-ଇ-ତୋଇବା ଯୋଜନା ପ୍ରସ୍ତୁତ କରିଥିଲା ବୋଲି ପୂର୍ବତନ ମୁମ୍ବାଇ ପୋଲିସ କମିଶନର ରାକେଶ ମାରିଆ…

5 years ago

ସେନାରେ ଯୋଗଦେବେ ପୁଲ୍‌ଓ୍ବାମା ଶହୀଦଙ୍କ ସ୍ତ୍ରୀ

ଡେରାଡୁନ୍‌,୧୯ା୨: ଜମ୍ମୁ-କଶ୍ମୀରର ପୁଲ୍‌ଓ୍ବାମାରେ ଗତବର୍ଷ ଜୈଶ୍‌-ଇ-ମହମ୍ମଦ ଆତଙ୍କବାଦୀଙ୍କ ସହ ଗୁଳିବିନିମୟ ବେଳେ ଶହୀଦ ହୋଇଥିବା ମେଜର ବିଭୂତି ଶଙ୍କର ଧୌଣ୍ଡିୟାଙ୍କ ସ୍ତ୍ରୀ ନିକିତା କୌଲ୍‌ ଖୁବ୍‌ଶୀଘ୍ର ସେନାରେ…

5 years ago

ନାଗରିକତ୍ୱ ପ୍ରମାଣ ମାଗିଲା ୟୁଆଇଡିଏଆଇ

ହାଇଦ୍ରାବାଦ,୧୯ା୨: ଆଧାର କର୍ତ୍ତୃପକ୍ଷ (ୟୁଆଇଡିଏଆଇ) ହାଇଦ୍ରାବାଦର ଜଣେ ୪୦ ବର୍ଷୀୟ ରିକ୍ସାଚାଳକଙ୍କୁ ନାଗରିକତ୍ୱ ପ୍ରମାଣ ଦେବାକୁ କହିବାରୁ ଏହାକୁ ନେଇ ବିବାଦ ମୁଣ୍ଡ ଟେକିଛି। ଉକ୍ତ ରିକ୍ସାଚାଳକଙ୍କ…

5 years ago