ଜାତୀୟ

ଦେବାଶିଷ ପଣ୍ଡା ନୂଆ ଅର୍ଥ ସଚିବ

ନୂଆଦିଲ୍ଲୀ,୧୫।୨: ବରିଷ୍ଠ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ଦେବାଶିଷ ପଣ୍ଡା ନୂଆ ଅର୍ଥ ସଚିବ ଭାବେ ନିଯୁକ୍ତ ହୋଇଛନ୍ତି। ପଣ୍ଡା ଓଡ଼ିଶା ନିବାସୀ ହୋଇଥିବା ବେଳେ…

5 years ago

ଜମ୍ମୁ-କଶ୍ମୀର ପ୍ରଶାସନକୁ ନୋଟିସ

ନୂଆଦିଲ୍ଲୀ,୧୫ା୨(ପି.ଟି.): ନ୍ୟାଶନାଲ କନ୍‌ଫରେନ୍ସ ନେତା ତଥା ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବ୍‌ଦୁଲ୍ଲାଙ୍କୁ ସାଧାରଣ ନିରାପତ୍ତା ଆଇନ (ପିଏସ୍‌ଏ)ରେ ଅଟକ ରଖାଯାଇଥିବାରୁ ତାଙ୍କ ଭଉଣୀ ସାରା ଅବ୍‌ଦୁଲ୍ଲା…

5 years ago

୬୮ ଛାତ୍ରୀଙ୍କ ଅନ୍ତଃବସ୍ତ୍ର କାଢ଼ି ଯାଞ୍ଚକଲେ

ଭୁଜ୍‌,୧୫ା୨ : ଗୁଜରାଟର ଭୁଜ୍‌ସ୍ଥିତ ଶ୍ରୀ ସହଜାନନ୍ଦ ବାଳିକା କଲେଜରେ ୬୮ଜଣ ଛାତ୍ରୀଙ୍କୁ ଧର୍ମ ନାମରେ ଲଜ୍ଜାକର ପରିସ୍ଥିତିର ସାମ୍‌ନା କରିବାକୁ ପଡ଼ିଛି। ସେମାନଙ୍କ ଅନ୍ତଃବସ୍ତ୍ର ବଳପୂର୍ବକ…

5 years ago

‘ଫିଲ୍ମ ଶୁଟିଂ କରୁଥିଲେ ମୋଦି’

ଚଣ୍ଡିଗଡ଼, ୧୫।୨: ପୁଲଓ୍ବାମାରେ ଶହୀଦ ହୋଇଥିବା ୪୦ ସିଆର୍‌ପିଏଫ୍‌ ଯବାନଙ୍କ ବଳିଦାନକୁ ଆମେ ସାଲ୍ୟୁଟ୍‌ କରୁଛୁ। ଆକ୍ରମଣର ବର୍ଷେ ପରେ ବି ଅନେକ ପ୍ରଶ୍ନ ଅନୁତ୍ତରିତ ହୋଇ…

5 years ago

ଏଯାଏ ମିଳିନି ପୁଲଓ୍ବାମା ଉତ୍ତର: ଏନ୍‌ଆଇଏ ହାତ ଖାଲି

ନୂଆଦିଲ୍ଲୀ,୧୫ା୨: ଠିକ୍‌ ବର୍ଷକ ତଳେ ଅର୍ଥାତ୍‌ ୧୪ ଫେବୃୟାରୀ ୨୦୧୯ରେ ଜମ୍ମୁ-କଶ୍ମୀରସ୍ଥିତ ପୁଲଓ୍ବାମା ଜିଲା ଲେଥ୍‌ପୋରାରେ ଘଟିଥିଲ ଆମତ୍ଘାତୀ ବିସ୍ଫୋରଣ। କେନ୍ଦ୍ରୀୟ ରିଜର୍ଭ ପୋଲିସ ବଳ (ସିଆର୍‌ପିଏଫ୍‌)…

5 years ago

ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କ ପରଲୋକ

କୋଲକାତା,୧୫ା୨: ଇଣ୍ଡିଆନ ରକ୍‌ ବ୍ୟାଣ୍ଡ୍‌ ‘ପରିକ୍ରମା’ର ମୁଖ୍ୟ ଗିଟାରିଷ୍ଟ ସୋନମ୍‌ ଶେର୍ପାଙ୍କର ଶୁକ୍ରବାର ହୃଦ୍‌ଘାତରେ ପରଲୋକ ହୋଇଯାଇଛି। ତାଙ୍କୁ ୪୮ ବର୍ଷ ହୋଇଥିଲା। ତାଙ୍କର ଅକାଳ ବିୟୋଗ…

5 years ago

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ସମାରୋହରେ ଯୋଗ ଦେଇ ନ ପାରନ୍ତି ମୋଦି

ନୂଆଦିଲ୍ଲୀ,୧୪।୨: ଆମା ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ରବିବାର ଅର୍ଥାତ୍‌ ୧୬ ତାରିଖରେ ଶପଥ ଗ୍ରହଣ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ୧୦ଟାରେ ରାମଲୀଳା ମଇଦାନରେ…

5 years ago

୨୩ ଜୁନ୍‌ରୁ ଆରମ୍ଭ ହେବ ଅମରନାଥ ଯାତ୍ରା

ନୂଆଦିଲ୍ଲୀ,୧୪।୨: କେନ୍ଦ୍ର ଶାସିତ ଅଞ୍ଚଳ ହେବା ପରେ ଚଳିତ ବର୍ଷ ପ୍ରଥମ କରି ଆରମ୍ଭ ହେବ ଅମରନାଥ ଯାତ୍ରା। ଜୁନ୍‌ ୨୩ରୁ ଆରମ୍ଭ ହେଉଥିବା ଏହି ୪୨…

5 years ago

ଭାଲେଣ୍ଟାଇନ୍ସ ଡେ’ରେ ବିବାହ କଲେ ରାଣୀ-ରାଜା

ବେଙ୍ଗାଲୁରୁ,୧୪।୨: କର୍ନାଟକର କ୍ୟୁବାନ ପାର୍କରେ ଶୁକ୍ରବାର ଭାଲେଣ୍ଟାଇନ୍ସ ଡେ’ ଅବସରରେ ରାଣୀ ଓ ରାଜାଙ୍କର ବିବାହ ଅନୁଷ୍ଠିତ ହୋଇଛି। ସାଧାରଣ ବିବାହ ଭଳି ଉଭୟଙ୍କୁ ପାରମ୍ପରିକ ପୋଷାକରେ…

5 years ago

ଦିଲ୍ଲୀ-ଏନ୍‌ସିଆରରେ ପ୍ରଦୂଷଣକୁ ନେଇ ନିର୍ମାଣ କାର୍ଯ୍ୟ ଉପରେ ଲଗାଯାଇଥିବା କଟକଣାକୁ ହଟାଇଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୪।୨: ଦିଲ୍ଲୀ-ଏନ୍‌ସିଆରରେ ନିର୍ମାଣ କାର୍ଯ୍ୟ ଉପରେ ଲଗାଯାଇଥିବା କଟକଣାକୁ ହଟାଇଦେଇଛନ୍ତି ସୁପ୍ରିମକୋର୍ଟ। ଶୁକ୍ରବାର ଏହି ମାମଲାର ଶୁଣାଣି କରିବା ସମୟରେ ଉକ୍ତ ସହରରେ ସକାଳ ୬ଟାରୁ ସନ୍ଧ୍ୟା…

5 years ago