ଜାତୀୟ

ଜମ୍ମୁ-କଶ୍ମୀରରେ ଏନ୍‌କାଉଣ୍ଟର: ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିପଡ଼ିଲେ ୩ ଆତଙ୍କବାଦୀ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ପୁଣି ଥରେ ଆକ୍ରମଣ ଷଡ଼ଯନ୍ତ୍ର ରଚିଥିବା ଆତଙ୍କବାଦୀଙ୍କ ଯୋଜନାକୁ ପଣ୍ଡ କରିଦେଇଛନ୍ତି ସୁରକ୍ଷାକର୍ମୀ। ନଗରୋଟା ଜାତୀୟ ରାଜପଥ ବନ୍‌ ଟୋଲ ପ୍ଲାଜାଠାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ…

5 years ago

ହିଜବୁଲ ମୁଜାହିଦ୍ଦିନରୁ ବେତନ ପାଉଥିଲେ ଦାବିନ୍ଦର

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରୁ ଗିରଫ ହୋଇଥିବା ପୂର୍ବତନ ଡିଏସପି ଦାବିନ୍ଦର ସିଂହଙ୍କୁ ଆତଙ୍କବାଦୀ ସଂଗଠନ ହିଜବୁଲ ମୁଜାହିଦ୍ଦନଠାରୁ ପୁରା ବର୍ଷକର ଦରମା ମିଳୁଥିଲା ବୋଲି ଜଣାପଡ଼ିଛି। ଦାବିନ୍ଦର କେବଳ…

5 years ago

ଜାମିଆ ଗୁଳିକାଣ୍ଡ: ବିରୋଧ ପ୍ରଦର୍ଶନ କରୁଥିବା ଛାତୀଛାତ୍ରଙ୍କୁ ବଳପୂର୍ବକ ହଟାଇଲା ପୋଲିସ

ନୂଆଦିଲ୍ଲୀ,୩୧।୧: କେନ୍ଦ୍ରର ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ବିରୋଧୀ ବିକ୍ଷୋଭ ବେଳେ ଘଟିଥିବା ଗୁଳିକାଣ୍ଡକୁ ନେଇ ହିଂସାକାଣ୍ଡ ଜୋର ଧରିଛି। ଗୁରୁବାର ଦିଲ୍ଲୀର ଜାମିଆ ନଗରରେ ଏକ…

5 years ago

ବନ୍ଧକ ଥିବା ସମସ୍ତ ଶିଶୁ ସୁରକ୍ଷିତ ଭାବେ ଉଦ୍ଧାର

ଲକ୍ଷ୍ନୌ,୩୧।୧: ଉତ୍ତରପ୍ରଦେଶର ଫରୁଖାବାଦ ଜିଲାରେ ଜଣେ ଦୁର୍ବୃତ୍ତ ପ୍ରାୟ ୨୩ଜଣ ଶିଶୁଙ୍କୁ ଏକ ଘରେ ବନ୍ଦିକରି ରଖିଥିବା ଘଟଣାରେ ପୋଲିସକୁ ବଡ଼ ସଫଳତା ମିଳିଛି। ପୋଲିସ ୨୩…

5 years ago

ନଗରୋଟା ଏନକାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ

ଶ୍ରୀନଗର,୩୧।୧: ଜମ୍ମୁ-କଶ୍ମୀରରେ ଶୁକ୍ରବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳିବିନିମୟ ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଆହତ…

5 years ago

ନାବାଳିକା ଗଣବଳାତ୍କାର ମାମଲା: ୨ ଦୋଷୀଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ

ନୂଆଦିଲ୍ଲୀ,୩୧-୧:ଦିଲ୍ଲୀର ଏକ କୋର୍ଟ ନାବାଳିକା(୫) ଗଣବଳାତ୍କାର ମାମଲାରେ ୨ ଦୋଷୀ ମନୋଜ ଶାହା ଓ ପ୍ରଦୀପ କୁମାରଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଦେଇଛନ୍ତି। ୨୦୧୩ ଏପ୍ରିଲ…

5 years ago

ଫଳରେ ରାସାୟନିକ ବ୍ୟବହାର ଗ୍ରାହକଙ୍କୁ ବିଷ ଦେବା ସଦୃଶ

ନୂଆଦିଲ୍ଲୀ,୩୧-୧(ପି.ଟି.):ଫଳ ପଚାଇବା ପାଇଁ ସେଥିରେ ରାସାୟନିକ ପ୍ରୟୋଗ କରିବା ଗ୍ରାହକଙ୍କୁ ବିଷ ଦେବା ସହ ସମାନ ବୋଲି ଦିଲ୍ଲୀ ହାଇକୋର୍ଟ କହିଛନ୍ତି। କ’ଣ ପାଇଁ ସେମାନଙ୍କ ବିରୋଧରେ…

5 years ago

୩ ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ

ହାଇଦ୍ରାବାଦ, ୩୧-୧:ତେଲଙ୍ଗାନାର ଅସିଫାବାଦ ଜିଲା ଅନ୍ତର୍ଗତ ଆଦିିଲାବାଦର ସ୍ବତନ୍ତ୍ର କୋର୍ଟ ଗୁରୁବାର ୩ ବଳାତ୍କାରୀଙ୍କୁ ଫାଶୀଦଣ୍ଡାଦେଶ ଶୁଣାଇଛନ୍ତି। କୋର୍ଟ ୩ ଅଭିଯୁକ୍ତ ଶୈକ୍‌ ବାବୁ, ଶେକ୍‌ ଶାବୁଦ୍ଦିନ,…

5 years ago

ପେନ୍‌ସନଧାରୀଙ୍କ ଘରୁ ସଂଗ୍ରହ ହେବ ଜୀବିତ ପ୍ରମାଣପତ୍ର

ନୂଆଦିଲ୍ଲୀ,୩୧-୧(ପି.ଟି.):ପେନ୍‌ସନଧାରୀ ଜୀବିତ ଥିବାର ପ୍ରମାଣପତ୍ର ଏଣିକି ସେମାନଙ୍କ ଘରୁ ସଂଗ୍ରହ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏବାବଦରେ ପେନ୍‌ସନଧାରୀଙ୍କଠାରୁ ସର୍ବାଧିକ ୬୦ ଟଙ୍କା ଦେୟ ନିଆଯିବ…

5 years ago

ଗୁଳିକାଣ୍ଡକୁ ନେଇ ତେଜିଲା ରାଜନୀତି

ନୂଆଦିଲ୍ଲୀ,୩୧-୧(ପି.ଟି.):ଦିଲ୍ଲୀର ଜାମିଆ ନଗରରେ ଗୁରୁବାର ଘଟିଥିବା ଗୁଳିକାଣ୍ଡକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି। ଦିଲ୍ଲୀ ବିଧାନସଭା ନିର୍ବାଚନକୁ ଘୁଞ୍ଚାଇବା ପାଇଁ ଏହା ଭାଜପାର ଏକ ଷଡ଼ଯନ୍ତ୍ର…

5 years ago