ଜାତୀୟ

ସୁପ୍ରିମକୋର୍ଟଙ୍କ ଉପରେ ବିଶ୍ୱାସ ଅଛି, ଫେବୃୟାରୀ ୧ରେ ଦୋଷୀଙ୍କୁ ଦିଆଯିବ ଫାଶୀ: ନିର୍ଭୟାଙ୍କ ମା’

ନୂଆଦିଲ୍ଲୀ,୨୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାରେ ଫାଶୀଖୁଣ୍ଟରେ ଝୁଲିବାକୁ ଥିବା ୪ ଅଭିଯୁକ୍ତ ନୂଆ ନୂଆ ଭେଳିକି ଦେଖାଉଛନ୍ତି। ଆସନ୍ତା ଫେବୃଆରୀ ୧…

5 years ago

ରାଷ୍ଟ୍ରପତିଙ୍କ ନିଷ୍ପତ୍ତିର ହେବନି ନ୍ୟାୟିକ ବିଚାର: ସୁପ୍ରିମ୍‌କୋର୍ଟ

ନୂଆଦିଲ୍ଲୀ,୨୯।୧: ନିର୍ଭୟା ମାମଲାରେ ଦୋଷୀ ମୁକେଶ ସିଂଙ୍କ ପକ୍ଷରୁ ସୁପ୍ରିମ୍‌କୋର୍ଟରେ ରାଷ୍ଟ୍ରପତିଙ୍କ ଦ୍ୱାରା ଖାରଜ ହୋଇଥିବା ରାଜକ୍ଷମା ବିରୋଧରେ କରାଯାଇଥିବା ଆବେଦନକୁ ଝଟ୍‌କା ଲାଗିଛି। ସୁପ୍ରିମ୍‌କୋର୍ଟ ରାଷ୍ଟ୍ରପତିଙ୍କ…

5 years ago

କେରଳ ବିଧାନସଭା: ପ୍ରବଳ ହଟ୍ଟଗୋଳ ମଧ୍ୟରେ ସିଏଏ ବିରୋଧରେ ପ୍ରସ୍ତାବ ପାଠ କଲେ ରାଜ୍ୟପାଳ

ଥରୁଭାନନ୍ତପୁରମ୍‌,୨୯।୧: କେରଳ ବିଧାନସଭା ବଜେଟ୍‌ ଅଧିବେଶନ ବୁଧବାରଠାରୁ ଆରମ୍ଭ ହୋଇଛି। ଅଧିବେଶନର ପ୍ରଥମ ଦିନରେ ପ୍ରବଳ ହଟ୍ଟଗୋଳ ମଧ୍ୟରେ ରାଜ୍ୟପାଳ ଆରିଫ୍‌ ଅହମ୍ମଦ୍‌ ଖାଁ ସିଏଏ ବିରୋଧରେ…

5 years ago

ରତନ ଟାଟାଙ୍କ ପାଦ ଛୁଇଁଲେ ନାରାୟଣ ମୂର୍ତ୍ତି

ନୂଆଦିଲ୍ଲୀ,୨୯।୧: ଟାଟା ଗ୍ରୁପର ପୂର୍ବତନ ଚେୟାରମ୍ୟାନ ରତନ ଟାଟା ଭାରତର ପ୍ରତିଷ୍ଠିତ କୋଟିପତି ବ୍ୟବସାୟୀଙ୍କ ମଧ୍ୟରୁ ଅନ୍ୟତମ। ନିକଟରେ ତାଙ୍କୁ ଟାଇକୋନ ପକ୍ଷରୁ ଲାଇଫ୍‌ଟାଇମ୍‌ ଆଚିଭ୍‌ମେଣ୍ଟ ପୁରସ୍କାରରେ…

5 years ago

ଜେଲରେ ଯୌନ ସମ୍ପର୍କ ପାଇଁ ବାଧ୍ୟ କରାଯାଇଥିଲା

ନୂଆଦିଲ୍ଲୀ,୨୯ା୧(ପି.ଟି.): ବହୁଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ଓ ହତ୍ୟା ମାମଲାର ଅନ୍ୟତମ ଦୋଷୀ ମୁକେଶ ସିଂ(୩୨) ତିହାର ଜେଲ କର୍ତ୍ତୃପକ୍ଷଙ୍କ ବିରୋଧରେ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଜେଲରେ ଅନ୍ୟ…

5 years ago

ପ୍ରଧାନମନ୍ତ୍ରୀ ଅର୍ଥନୀତି ବୁଝନ୍ତି ନାହିଁ: ରାହୁଲ

ନୂଆଦିଲ୍ଲୀ,୨୯ା୧(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅର୍ଥନୀତି ବୁଝନ୍ତି ନାହିଁ। ସେ ଭାରତର ବହୁଳବାଦୀ ଛବିକୁ ବିଶ୍ୱରେ କଳଙ୍କିତ କରିଛନ୍ତି ବୋଲି କଂଗ୍ରେସ ନେତା ରାହୁଲ ଗାନ୍ଧୀ ସମାଲୋଚନା…

5 years ago

ସିଏଏ ପ୍ରତ୍ୟାହାର କଲେ ମୋଦିଙ୍କ ସହ ଆଲୋଚନା: ସର୍ତ୍ତ ବାଢ଼ିଲେ ମମତା ବାନାର୍ଜୀ

କୋଲକାତା,୨୯ା୧: ସିଏଏକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ପାଇଁ ପ୍ରସ୍ତୁତ ଅଛୁ। କିନ୍ତୁ ତା’ ପୂର୍ବରୁ ଏହି ବିବାଦୀୟ ଆଇନକୁ ପ୍ରତ୍ୟାହାର କରିବାକୁ ପଡ଼ିବ…

5 years ago

‘ଅନ୍ୟାୟ ସୁଧାରିବ ସିଏଏ’

ନୂଆଦିଲ୍ଲୀ,୨୯ା୧(ପି.ଟି.): ଐତିହାସିକ ଅନ୍ୟାୟକୁ ସୁଧାରିବା ପାଇଁ ଦେଶରେ ନାଗରିକତ୍ୱ ସଂଶୋଧନ ଆଇନ (ସିଏଏ) ଅଣାଯାଇଛି। ଏହି ପଦକ୍ଷେପ ଯୋଗୁ ପଡ଼ୋଶୀ ଦେଶଗୁଡ଼ିକର ସଂଖ୍ୟାଲଘୁଙ୍କୁ ଭାଜପା ଦେଇଥିବା ପୁରୁଣା…

5 years ago

ଭାରତ ଆସିବ ଆଫ୍ରିକୀୟ ଚିତା: କେନ୍ଦ୍ରକୁ ମିଳିଲା ସୁପ୍ରିମକୋର୍ଟ ଅନୁମତି

ନୂଆଦିଲ୍ଲୀ,୨୯ା୧(ପି.ଟି.): ନାମ୍ବିଆରୁ ଆଫ୍ରିକୀୟ ଚିତାବାଘକୁ ଭାରତ ଅଣାଯିବ। ତାକୁ ପରୀକ୍ଷାମୂଳକ ଭାବେ ଭାରତର ପାଣିପାଗରେ ଖାପଖୁଆଇ ରହିବା ପାଇଁ ବ୍ୟବସ୍ଥା କରାଯିବ। ଏ ନେଇ ସୁପ୍ରିମକୋର୍ଟ ମଙ୍ଗଳବାର…

5 years ago

କୁନାଲଙ୍କୁ ଇଣ୍ଡିଗୋରେ ୬ ମାସ ଯାତ୍ରା ମନା: ବିମାନରେ ଅର୍ଣ୍ଣବ ଗୋସ୍ବାମୀଙ୍କୁ ଦୁର୍ବ୍ୟବହାର ଅଭିଯୋଗ

ନୂଆଦିଲ୍ଲୀ,୨୯ା୧: ରିପବ୍ଲିକ୍‌ ଟିଭିର ସାମ୍ବାଦିକ ଅର୍ଣ୍ଣବ ଗୋସ୍ବାମୀଙ୍କୁ ବିମାନରେ ଦୁର୍ବ୍ୟବହାର କରିବା ଷ୍ଟାଣ୍ଡଅପ୍‌ କମେଡିଆନ୍‌ କୁନାଲ କାମରାଙ୍କୁ ମହଙ୍ଗା ପଡ଼ିଛି। କୁନାଲଙ୍କ ଏ ସମ୍ପର୍କିତ ଭିଡିଓ ଭାଇରାଲ…

5 years ago