ଜାତୀୟ

ତାଜମହଲ ସୌନ୍ଦର୍ଯ୍ୟକୁ ଗର୍ଲଫ୍ରେଣ୍ଡଙ୍କ ସହ ଉପଭୋଗ କଲେ ଆମାଜନ୍‌ ସିଇଓ

ଆଗ୍ରା,୨୨।୧: ବିଶ୍ୱର ଧନଶାଳୀ ବ୍ୟକ୍ତି ତଥା ଇ-କମର୍ସ କମ୍ପାନୀ ଆମାଜନ୍‌ର ସିଇଓ ଜେଫ୍‌ ବେଜୋସ୍‌ ଓ ତାଙ୍କ ଗର୍ଲଫ୍ରେଣ୍ଡଙ୍କ ଏକ ଫଟୋ ଏବେ ସୋସିଆଲ ମିଡିଆରେ ସେନ୍‌ସେଶନ…

5 years ago

ଜାନୁୟାରୀ ୩୦ ଭିତରେ ହୋଇପାରେ ରାମ ମନ୍ଦିର ଟ୍ରଷ୍ଟ ଘୋଷଣା: ଅଯୋଧ୍ୟାର ଏହି ସନ୍ଥ ହୋଇପାରନ୍ତି ଅଧ୍ୟକ୍ଷ

ଆଯୋଧ୍ୟା,୨୨।୧: ରାମ ଜନ୍ମଭୂମି ଉପରେ ସୁପ୍ରିମକୋର୍ଟଙ୍କ ରାୟ ଆସିବା ପରେ ଏବେ ସମସ୍ତଙ୍କ ନଜର ରହିଛି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠନ ହେବାକୁ ଥିବା ରାମ ମନ୍ଦିର…

5 years ago

ଅଓ୍ବନ୍ତିପୋରାରେ ଏନ୍‌କାଉଣ୍ଟର: ସେନାର ଗୁଳିରେ ଟଳିପଡ଼ିଲେ ଆଉ ଜଣେ ଆତଙ୍କବାଦୀ

ଶ୍ରୀନଗର,୨୨।୧: ଜମ୍ମୁ-କଶ୍ମୀର ପୁଲଓ୍ବାମା ଜିଲାର ଅଓ୍ବନ୍ତିପୋରାରେ ବୁଧବାର ଏନକାଉଣ୍ଟର ହୋଇଛି। ଏହି ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀ ନିହତ ହୋଇଥିବା ଜଣାପଡ଼ିଛି। ସ୍ଥାନୀୟ ଅଞ୍ଚଳରେ ଆତଙ୍କବାଦୀ ଲୁଚି ରହିଥିବା…

5 years ago

ମହାରାଷ୍ଟ୍ର ଦର୍ଶକଙ୍କ ପାଇଁ ଖୁସି ଖବର: ଫିଲ୍ମ ତାନାଜୀ ହେଲା ଟ୍ୟାକ୍ସ ଫ୍ରି

ମୁମ୍ବାଇ,୨୨।୧: ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ତାନାଜୀ-ଦ ଅନସଙ୍ଗ ଓ୍ବାରିୟର’ ବକ୍ସ ଅଫିସ୍‌ରେ ଏବେ ଧମାଲ୍‌ କରୁଛି। ଦର୍ଶକ ଏହାକୁ ବେଶ୍‌ ପସନ୍ଦ କରିଥିବା…

5 years ago

୨୪ ଘଣ୍ଟା ଖୋଲା ରହିବ ରେଷ୍ଟୁରାଣ୍ଟ୍‌-ମଲ୍‌-ପବ୍‌: ମିଳିଲା କ୍ୟାବିନେଟ୍‌ ମଞ୍ଜୁରୀ

ମୁମ୍ବାଇ,୨୨।୧: ମୁମ୍ବାଇରେ ପର୍ଯ୍ୟଟନ ଶିଳ୍ପର ବିକାଶ ପାଇଁ ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକ୍‌ରେଙ୍କ ସରକାର ପ୍ରୟାସ ଜାରି ରଖିଛନ୍ତି। ଏନେଇ ପର୍ଯ୍ୟଟନ ମନ୍ତ୍ରୀ ଆଦିତ୍ୟ ଠାକ୍‌ରେଙ୍କ ମୁମ୍ବାଇ…

5 years ago

ଡରାଇ ଧମକାଇ ଲାଗୁ ହୋଇ ପାରିବନି ସିଏଏ: ଚନ୍ଦ୍ର ବୋଷ

କୋଲକାତା, ୨୨।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ପଶ୍ଚିମବଙ୍ଗ ଭାଜପା ଉପାଧ୍ୟକ୍ଷ ଚନ୍ଦ୍ର ବୋଷ ବିବାଦୀୟ ମନ୍ତବ୍ୟ ଦେଇଛନ୍ତି। ସେ ପାର୍ଟି ଲାଇନ୍‌ ବାହାରକୁ ଯାଇ ମନ୍ତବ୍ୟ…

5 years ago

ଗାଈକୁ ନେଇ ମହିଳା ଆଇଏଏସ୍‌, ଆଇପିଏସ୍‌ ଅଫିସରଙ୍କ ମଧ୍ୟରେ ଝଗଡା

ଗାନ୍ଧୀନଗର, ୨୨।୧: ଗୁଜରାଟରେ ଏକ ଅଜବ ଘଟଣା ସାମ୍ନାକୁ ଆସିଛି। ଏଠାରେ ଦୁଇ ଉଚ୍ଚପଦସ୍ଥ ମହିଳା ଅଧିକାରୀଙ୍କ ମଧ୍ୟରେ ଝଗଡା ଲାଗିଛି। ଝଗଡା ପ୍ରଶମିତ କରିବା ପାଇଁ…

5 years ago

ଗଗନୟାନ ମିଶନ: ବ୍ୟୋମମିତ୍ରା ମାନବ ରୋବୋର ଭିଡ଼ିଓ ଜାରି କଲା ଇସ୍ରୋ

ବେଙ୍ଗାଲୁରୁ,୨୨।୧: ଭାରତୀୟ ମହାକାଶ ଗବେଷଣା ସଂସ୍ଥା(ଇସ୍ରୋ) ପକ୍ଷରୁ ୨୦୨୨ରେ ଗଗନୟାନ ମିଶନ କରାଯିବା ପାଇଁ ଉଦ୍ୟମ ଆରମ୍ଭ ହୋଇଛି। ଏହା ପୂର୍ବରୁ ମାନବ ରୋବୋ ବ୍ୟୋମମିତ୍ରାକୁ ଏକ…

5 years ago

କଂଗ୍ରେସ ଜାରି କଲା ଷ୍ଟାର ପ୍ରଚାରକଙ୍କ ତାଲିକା

ନୂଆଦିଲ୍ଲୀ,୨୨।୧: ଦିଲ୍ଲୀ ନିର୍ବାଚନ ପ୍ରଚାର ପାଇଁ ବୁଧବାର କଂଗ୍ରେସ ପକ୍ଷରୁ ଷ୍ଟାର ପ୍ରଚାରକଙ୍କ ତାଲିକା ପ୍ରକାଶ ପାଇଛି। ଏହି ତାଲିକାରେ ପୂର୍ବତନ କ୍ରିକେଟର ତଥା କଂଗ୍ରେସ ବିଧାୟକ…

5 years ago

ଦାର୍ଜିଲିଂରେ ସିଏଏ-ଏନ୍‌ଆର୍‌ସି-ଏନ୍‌ପିଆର୍‌ ବିରୋଧରେ ରାଲି: ଯୋଗଦେଲେ ମମତା; ପିଲାଙ୍କୁ ବାଣ୍ଟିଲେ ପୋଷାକ

କୋଲକତା,୨୨।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବୁଧବାର ଦାର୍ଜିଲିଂରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ), ରାଷ୍ଟ୍ରୀୟ ନାଗରିକତ୍ୱ ପଞ୍ଜିକା (ଏନ୍‌ଆର୍‌ସି) ଏବଂ ରାଷ୍ଟ୍ରୀୟ ଜନସଂଖ୍ୟା ପଞ୍ଜିକା(ଏନ୍‌ପିଆର୍‌) ବିରୋଧରେ ରାଲି…

5 years ago