ଜାତୀୟ

ସାଧାରଣତନ୍ତ୍ର ଦିବସରେ ଆତଙ୍କବାଦୀ ଆକ୍ରମଣ ଷଡ଼ଯନ୍ତ୍ର: ବିଏସ୍‌ଏଫ୍‌ ପକ୍ଷରୁ ‘ଅପରେଶନ୍‌ ଥଣ୍ଡା ପବନ’ ଆରମ୍ଭ

ନୂଆଦିଲ୍ଲୀ,୨୨।୧: ସାଧାରଣତନ୍ତ୍ର ଦିବସରେ ଭାରତରେ ବଡ଼ ଧରଣର ଆତଙ୍କବାଦୀ ଆକ୍ରମଣ ପାଇଁ ପାକିସ୍ତାନ ଗୋଇନ୍ଦା ସଂସ୍ଥା ଆଇଏସ୍‌ଆଇ ଷଡ଼ଯନ୍ତ୍ର ରଚିଛି। ଏନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ…

5 years ago

ନେପାଳରେ ୮ କେରଳ ପର୍ଯ୍ୟଟକ ମୃତ

ଥିରୁଭାନନ୍ଥପୁରମ,୨୨।୧(ପି.ଟି.): ଭାରତର ୧୫ ଜଣିଆ ଟିମ୍‌ ନେପାଳର ପୋଖରା ଗସ୍ତରେ ଯାଇଥିବାବେଳେ ସେଠାରେ ଶ୍ୱାସରୁଦ୍ଧ ହୋଇ ୮ ପର୍ଯ୍ୟଟକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ସମସ୍ତେ କେରଳର ବୋଲି…

5 years ago

୧୪୩ ପିଟିଶନର ଶୁଣାଣି ଆଜି

ନୂଆଦିଲ୍ଲୀ,୨୨ା୧(ପି.ଟି.): ସିଏଏର ସାମ୍ବିଧାନିକ ବୈଧତାକୁ ଚ୍ୟାଲେଞ୍ଜ କରି ଦାଏର ହୋଇଥିବା ୧୪୩ଟି ପିଟିଶନର ଶୁଣାଣି ବୁଧବାର ସୁପ୍ରିମକୋର୍ଟରେ ହେବ। ପ୍ରଧାନ ବିଚାରପତି ଏସ୍‌.ଏ. ବୋବ୍‌ଡେଙ୍କ ଅଧ୍ୟକ୍ଷତାରେ ତଥା…

5 years ago

ଇ-ଟିକେଟ ରାକେଟ୍‌ର ପର୍ଦ୍ଦାଫାଶ

ନୂଆଦିଲ୍ଲୀ,୨୨।୧: ଅନ୍ତର୍ଜାତୀୟ ଇ-ଟିକେଟ୍‌ ରାକେଟ୍‌ର ପର୍ଦ୍ଦାଫାଶ୍‌ ହୋଇଛି। ଏହାର ଚେର ପାକିସ୍ତାନ, ବାଂଲାଦେଶ, ଦୁବାଇ ପ୍ରମୁଖ ଦେଶକୁ ଲମ୍ବିଛି। ଆର୍‌ପିଏଫ୍‌ ପକ୍ଷରୁ ଝାଡ଼ଖଣ୍ଡର ଗୁଲାମ ମୁସ୍ତାଫା ନାମକ…

5 years ago

ନାମାଙ୍କନପତ୍ର ଦାଖଲ କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ ,୨୨।୧: ଦୀର୍ଘ ୬ ଘଣ୍ଟାକାଳ ଅପେକ୍ଷା କରିବା ପରେ ଏଏପି ନେତା ତଥା ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲ ନୂଆଦିଲ୍ଲୀ ଆସନ ଲାଗି ମଙ୍ଗଳବାର ସନ୍ଧ୍ୟା…

5 years ago

୨୭ରେ ଟିଏମ୍‌ସିର ସିଏଏ ବିରୋଧୀ ସଂକଳ୍ପନାମା

କୋଲକାତା,୨୨ା୧(ପି.ଟି.): ପଶ୍ଚିମବଙ୍ଗର ଶାସକ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ବିଧାନସଭାରେ ସିଏଏ ବିରୋଧୀ ସଂକଳ୍ପନାମା ଆଣିବ। ନୂଆ ନାଗରିକତ୍ୱ ଆଇନ ବିରୋଧରେ ଜାନୁୟାରୀ ୨୭ରେ ଗୃହରେ ପ୍ରସ୍ତାବ ଆଗତ…

5 years ago

ବାଚସ୍ପତିଙ୍କ କ୍ଷମତାର ସମୀକ୍ଷା ହେଉ

ନୂଆଦିଲ୍ଲୀ,୨୨ା୧(ଆଇଏଏନ୍‌ଏସ୍‌):ବିଧାନସଭା ଓ ଲୋକ ସଭାର ବାଚସ୍ପତି ବି କୌଣସି ଏକ ଦଳରୁ ଆସିଥାନ୍ତି। ତେଣୁ ଦଳବଦଳ ଆଇନାନୁସାରେ ସେ ଗୃହର କୌଣସି ସଦସ୍ୟଙ୍କୁ ଅଯୋଗ୍ୟ ଘୋଷଣା କରିପାରିବେ…

5 years ago

ଉପରାଜ୍ୟପାଳଙ୍କୁ ଭେଟିଲେ ବିକ୍ଷୋଭକାରୀ ମହିଳା ପ୍ରତିନିଧି ଦଳ

ନୂଆଦିଲ୍ଲୀ,୨୧।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧରେ ଦିଲ୍ଲୀର ଶାହିନ ବାଗ୍‌ରେ ବିଶେଷ କରି ମହିଳାଙ୍କ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଦୀର୍ଘ ୩୬ ଦିନ ଧରି ବିକ୍ଷୋଭକାରୀମାନେ…

5 years ago

ଏଏପି ଛାଡିଲେ ଦିଲ୍ଲୀ କାଣ୍ଟର ବିଧାୟକ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନର ନାମାଙ୍କନ ପତ୍ର ଦାଖଲର ଶେଷ ଦିନରେ ଆମ ଆଦମୀ ପାର୍ଟି(ଏଏପି)କୁ ବଡ଼ ଝଟ୍‌କା ଲାଗିଛି। କାଣ୍ଟର ବିଧାୟକ କମାଣ୍ଡୋ ସୁରେନ୍ଦ୍ର ସିଂହ…

5 years ago

କ୍ଷମା ମାଗିବେ ନାହିଁ ରଜନୀକାନ୍ତ

ନୂଆଦିଲ୍ଲୀ,୨୧।୧: ତାମିଲ ସୁପରଷ୍ଟାର ତଥା ରାଜନେତା ରଜନୀକାନ୍ତ ଇଭି ରାମସାମୀ ପେରିୟରଙ୍କୁ ନେଇ ଏକ ବିବାଦୀୟ ବୟାନ ଦେଇଥିଲେ। ଏହାକୁ ନେଇ ତାଙ୍କ ନାଁରେ ଅଭିଯୋଗ ମଧ୍ୟ…

5 years ago