ଜାତୀୟ

ଭୁଲ ତଥ୍ୟ ଦେଇ ବିବାଦରେ ତ୍ରୀନଗର ବିଧାୟକ: ଏଏପି କାଟିଲା ପ୍ରାର୍ଥୀ ଟିକେଟ

ନୂଆଦିଲ୍ଲୀ,୨୧।୧: ପୂର୍ବତନ ମନ୍ତ୍ରୀ ତଥା ଦିଲ୍ଲୀ ତ୍ରୀନଗରରୁ ବିଧାୟକ ଜିତେନ୍ଦ୍ର ସିଂହ ତୋମାରଙ୍କ ଟିକେଟକୁ ଆମ ଆଦମୀ ପାର୍ଟି (ଏଏପି) କାଟିଦେଇଛି। ଜିତେନ୍ଦ୍ରଙ୍କ ଟିକେଟ କାଟି ତାଙ୍କ…

5 years ago

କେଜରିଓ୍ବାଲଙ୍କ ବିପକ୍ଷରେ ଲଢିବାକୁ ଭାଜପା ଘୋଷଣା କଲା ପ୍ରାର୍ଥୀଙ୍କ ନାମ

ନୂଆଦିଲ୍ଲୀ,୨୧।୧: ଦିଲ୍ଲୀ ବିଧାନସଭା ନିର୍ବାଚନ ୨୦୨୦ ପାଇଁ ଭାରତୀୟ ଜନତା ପାର୍ଟି(ଭାଜପା) ଜନତା ଦଳ ୟୁନାଇଟେଡ(ଜେଡିୟୁ) ଓ ଲୋକ ଜନଶକ୍ତି ପାର୍ଟି(ଏଲ୍‌ଜେପି) ସହ ମେଣ୍ଟ କରିବା ପରେ…

5 years ago

ସିଦ୍ଧି ବିନାୟକ ମନ୍ଦିରକୁ ୧୪ କୋଟି ଟଙ୍କାର ସୁନା ଦାନ କଲେ ଭକ୍ତ

ମୁମ୍ବାଇ,୨୧।୧: ମହାରାଷ୍ଟ୍ରର ସିଦ୍ଧି ବିନାୟକଙ୍କ ମନ୍ଦିରକୁ ଦିଲ୍ଲୀର ଜଣେ ଭକ୍ତ ୩୫ କିଲୋ ଓଜନର ସୁନା ଦାନ କରିଛନ୍ତି। ଯାହାର ଆନୁମାନିକ ମୂଲ୍ୟ ୧୪ କୋଟି ଟଙ୍କା…

5 years ago

ରଘୁବୀର ମାର୍କେଟରେ ନିଆଁ

ସୁରଟ,୨୧।୧: ଗୁଜରାଟ ସୁରଟର ରଘୁବୀର ମାର୍କେଟରେ ମଙ୍ଗଳବାର ସକାଳୁ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏହି ନିଆଁକୁ ଲିଭାଇବା ପାଇଁ ୪୦ ଦମକଳ ଗାଡି ଚେଷ୍ଟା ଚଲାଇଥିବା ଜଣାପଡିଛି।…

5 years ago

ସ୍ଥଗିତାଦେଶକୁ ସୁପ୍ରିମକୋର୍ଟଙ୍କ ନା

ନୂଆଦିଲ୍ଲୀ,୨୧ା୧(ପି.ଟି.): ରାଜନୈତିକ ଦଳଗୁଡିକର ପାଣ୍ଠି ସଂଗ୍ରହ ପାଇଁ ରହିଥିବା ଇଲେକ୍ଟୋରାଲ ବଣ୍ଡ୍‌ ଯୋଜନା ଉପରେ ଅନ୍ତରୀଣ ସ୍ଥଗିତାଦେଶ ଜାରି କରିବାକୁ ସୁପ୍ରିମକୋର୍ଟ ସୋମବାର ମନା କରିଦେଇଛନ୍ତି। ଏଥିସହିତ…

5 years ago

ଆନ୍ଧ୍ର ବିଧାନସଭାରେ ୩ ରାଜଧାନୀ ବିଲ୍‌ ଗୃହୀତ

ନୂଆଦିଲ୍ଲୀ,୨୧ା୧( ଆଇଏଏନ୍‌ଏସ୍‌): ଆନ୍ଧ୍ରପ୍ରଦେଶ ବିଧାନସଭାରେ ସୋମବାର ୩ ରାଜାଧାନୀ ବିଲ୍‌ ଗୃହୀତ ହୋଇଛି। ଏହାକୁ ବିରୋଧ କରି ମାସାଧିକ କାଳ ଆନ୍ଦୋଳନ ଚଳାଇଥିବା ଅମରାବତୀର କୃଷକମାନେ ନିଶ୍ଚିତ…

5 years ago

‘ଜୀବନକୁ ନିୟନ୍ତ୍ରଣ ନ କରୁ ପ୍ରଯୁକ୍ତି’

ନୂଆଦିଲ୍ଲୀ,୨୧ା୧(ପି.ଟି.): ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମର ତୃତୀୟ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶର ଛାତ୍ରୀଛାତ୍ରଙ୍କୁ କେତେକ ଉପାଦେୟ ପରାମର୍ଶ ଦେଇଛନ୍ତି। ପରୀକ୍ଷାକୁ ନେଇ ପିଲାଙ୍କ ମଧ୍ୟରେ…

5 years ago

ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ସବୁ ଦାବି ମାନି ନେଲେ ଉଦ୍ଧବ

ମୁମ୍ବାଇ,୨୦।୧: ଶିରିଡି ସାଇ ବାବାଙ୍କ ଜନ୍ମସ୍ଥାନକୁ ନେଇ ଦେଖାଦେଇଥିବା ବିବାଦର ଅନ୍ତ ଘଟିଛି। ସୋମବାର ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେ ଓ ଶ୍ରୀ ସାଇବାବା ସଂସ୍ଥାନ ଟ୍ରଷ୍ଟର…

5 years ago

ଆଡଭାନୀଙ୍କ ପାଦ ଛୁଇଁ ଆଶୀର୍ବାଦ ନେଲେ ନଡ୍ଡା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ସୋମବାର ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି ଜେ.ପି. ନଡ୍ଡା। ଏହାପରେ ଦିଲ୍ଲୀରେ ଦଳର ମୁଖ୍ୟକାର୍ଯ୍ୟାଳୟରେ ତାଙ୍କ ପାଇଁ ସ୍ବାଗତ ସମାରୋହ ଆୟାଜନ…

5 years ago

ଦାୟିତ୍ୱ ଗ୍ରହଣ କରିବା ପରେ ଭାଇଙ୍କୁ ଭେଟିଲେ ନଡ୍ଡା

ନୂଆଦିଲ୍ଲୀ,୨୦।୧: ଦୀର୍ଘ ପ୍ରାୟ ୬ ବର୍ଷ ପରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ମିଳିଲା ନୂଆ ଅଧ୍ୟକ୍ଷ। ପୂର୍ବରୁ ଏହି ଆସନରେ ଏବେକାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ଥିବା…

5 years ago