ଜାତୀୟ

ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲା: ବ୍ରଜେଶଙ୍କ ସମେତ ୧୯ ଦୋଷୀ ସାବ୍ୟସ୍ତ

ନୂଆଦିଲ୍ଲୀ,୨୦।୧: ବିହାରର ବହୁଚର୍ଚ୍ଚିତ ମୁଜାଫରପୁର ଶେଲ୍‌ଟର ହୋମ୍‌ ମାମଲାରେ ସୋମବାର ଦିଲ୍ଲୀର ଏକ କୋର୍ଟ ରାୟ ପ୍ରକାଶ କରିଛନ୍ତି। ଏହି ମାମଲାରେ ଶେଲ୍‌ଟର ହୋମ୍‌ରେ ଝିଅମାନଙ୍କୁ ଯୌନ…

5 years ago

ମାଙ୍ଗାଲୁରୁ ବିମାନ ବନ୍ଦରରେ ଆଇଇଡି ବ୍ୟାଗ୍‌: ଲୋକେ ଆତଙ୍କିତ

ମାଙ୍ଗାଲୁରୁ,୨୦।୧: ସାଧାରଣତନ୍ତ୍ର ଦିବସରେ ଦେଶରେ ଆତଙ୍କବାଦୀମାନେ ଆକ୍ରମଣ ଷଡ଼ଯନ୍ତ୍ର କରିଥିବା ନେଇ ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ସୋମବାର ମାଙ୍ଗାଲୁରୁ ବିମାନ…

5 years ago

ଠିକ୍‌ ସମୟରେ ପହଞ୍ଚି ନ ପାରିବାରୁ ମଙ୍ଗଳବାର ନାମାଙ୍କନ ପତ୍ର ଦାଖଲ କରିବେ କେଜରିଓ୍ବାଲ

ନୂଆଦିଲ୍ଲୀ,୨୦।୧: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ ଆଦମୀ ପାର୍ଟି(ଏଏପି) ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ସୋମବାର ଦିଲ୍ଲୀ ବିଧାନସଭା ଆସନରୁ ନାମାଙ୍କନ ପତ୍ର ଦାଖଲ କରିବାରଥିଲା। ଘରୁ ବାହାରି…

5 years ago

୩ ବର୍ଷର କାର୍ଯ୍ୟକାଳ: ନଡ୍ଡାଙ୍କ ଆଗରେ ଦକ୍ଷିଣ ଏବଂ ପୂର୍ବୋତ୍ତର ଅଗ୍ନି ପରୀକ୍ଷା

ନୂଆଦିଲ୍ଲୀ,୨୦।୧: ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ଜେ.ପି. ନଡ୍ଡା ସୋମବାର କାର୍ଯ୍ୟ ଭାର ସମ୍ଭାଳିଛନ୍ତି। ସେ ଏହି ପଦରେ ଆସନ୍ତା ୨୦୨୩ ପର୍ଯ୍ୟନ୍ତ ରହିବେ। ନଡ୍ଡାଙ୍କ କାର୍ଯ୍ୟକ୍ଷେତ୍ର…

5 years ago

ନିର୍ଭୟା ମାମଲା: ଖାରଜ ହେଲା ପବନଙ୍କ ଆବେଦନ

ନୂଆଦିଲ୍ଲୀ,୨୦।୧: ନିର୍ଭୟା ଗଣବଳାତ୍କାର ମାମଲାର ଅନ୍ୟତମ ଦୋଷୀ ପବନ ଗୁପ୍ତାଙ୍କ ଆଦେନର ଶୁଣାଣି ସୋମବାର ସୁପ୍ରିମକୋର୍ଟରେ କରାଯାଇଛି। ଏଥିରେ ତାଙ୍କ ଆବେଦନକୁ କୋର୍ଟ ଖାରଜ କରିଦେଇଛନ୍ତି। ଆବେଦନରେ…

5 years ago

ନଡ୍ଡା ହେଲେ ଭାଜପା ଅଧ୍ୟକ୍ଷ

ନୂଆଦିଲ୍ଲୀ,୨୦।୧: କେନ୍ଦ୍ରର ଶାସନ ଗାଦିରେ ବସିଥିବା ଭାରତୀୟ ଜନତା ପାର୍ଟି(ଭାଜପା)କୁ ଦୀର୍ଘ ୬ ବର୍ଷ ପରେ ଏବେ ମିଳିଛି ନୂଆ ଅଧ୍ୟକ୍ଷ। ରାଷ୍ଟ୍ରୀୟ ଅଧ୍ୟକ୍ଷ ନିର୍ବାଚନ ପ୍ରକ୍ରିୟା…

5 years ago

ସିଏଏ ବିରୋଧୀଙ୍କୁ ଭାଜପା ବିଧାୟକଙ୍କ ଧମକ: ହିଂସାକାଣ୍ଡ ଭିଆଇଲେ ଚମଡ଼ା ଉତାରି ଦିଆଯିବ

ଗାଜିଆବାଦ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ନେଇ ଭାଜପା ନେତା ବିଭିନ୍ନ ସମୟରେ ବିବାଦୀୟ ମନ୍ତବ୍ୟ ଦେଉଛନ୍ତି। ଏହି ମର୍ମରେ ଉତ୍ତରପ୍ରଦେଶର ଭାଜପା ବିଧାୟକ ସିଏଏ ବିରୋଧୀଙ୍କୁ ଧମକ…

5 years ago

ସିଏଏ ସମର୍ଥନରେ ପ୍ରଦର୍ଶନ: ଭାଜପାକର୍ମୀଙ୍କୁ ଚାପୁଡ଼ା ମାରିଲେ ଜିଲାପାଳ

ଭୋପାଳ,୨୦।୧: ମଧ୍ୟପ୍ରଦେଶରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ସମର୍ଥନରେ ପ୍ରଦର୍ଶନ ସମୟରେ ଜଣେ ଭାଜପାକର୍ମୀଙ୍କୁ ଜିଲାପାଳ ଚାପୁଡ଼ା ମାରିଛନ୍ତି। ଏବେ ଏହାର ୧ ମିନିଟ୍‌ ୧୧ ସେକେଣ୍ଡର ଏକ…

5 years ago

ଏନ୍‌ସିପି ନେତାଙ୍କ ବିବାଦୀୟ ବୟାନ

ନୂଆଦିଲ୍ଲୀ,୨୦।୧: ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ଓ ରାଷ୍ଟ୍ରୀୟ ନାଗରିକ ପଞ୍ଜିକା(ଏନ୍‌ଆର୍‌ସି)କୁ ନେଇ ଏନ୍‌ସିପି ନେତାଙ୍କ ବିବାଦୀୟ ବୟାନ ଏବେ ଚର୍ଚ୍ଚାର ବିଷୟ ପାଲଟି ଯାଇଛି। ଏନ୍‌ସିପି ନେତା…

5 years ago

୬୩ ଧନୀକଙ୍କ ପାଖରେ ଦେଶର ଗୋଟିଏ ବର୍ଷର ବଜେଟ ତୁଳନାରେ ଅଧିକ ସମ୍ପତ୍ତି

ନୂଆଦିଲ୍ଲୀ,୨୦।୧: ଦେଶର ୧ ପ୍ରତିଶତ ଧନୀକଙ୍କ ପାଖରେ ୭୦ ପ୍ରତିଶତ ଲୋକଙ୍କ ପାଖରେ ଥିବା ସମ୍ପତ୍ତି ଠୁଳ ହୋଇ ରହିଛି। ଏସବୁ ଧନୀକଙ୍କ ପାଖରେ ଥିବା ସମ୍ପତ୍ତି…

5 years ago